ଭୟଙ୍କର ସଡ଼କ ଦୁର୍ଘଟଣା:୫ ଯବାନ ମୃତ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲା ଅନ୍ତର୍ଗତ ମେନ୍ଧାର ସ୍ଥିତ ବାଲନୋଇରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ସୁରକ୍ଷାକର୍ମୀଙ୍କୁ ନେଇ ଯାଉଥିବା ଗୋଟିଏ ସେନା ଗାଡ଼ି ଭାରସାମ୍ୟ ହରାଇ ରାସ୍ତାରୁ ସିଧା ୩୫୦ ଫୁଟ ଖାଇକୁ ଖସି ପଡ଼ିଛି।ଏଥିରେ ବର୍ତ୍ତମାନ ସୁଦ୍ଧା ୫…

Continue reading
କାର୍‌କୁ ଧକ୍କା ଦେଲା ବସ୍‌, ୫ ମୃତ

ରାଜସ୍ଥାନ: ମଙ୍ଗଳବାର ରାତିରେ ରାଜସ୍ଥାନର କରୌଲି ଜିଲ୍ଲାରେ ଏକ ଘରୋଇ ବସ୍ ଏବଂ କାର ମଧ୍ୟରେ ଏକ ଧକ୍କା ହୋଇଛି। ଦୁର୍ଘଟଣାରେ କାରରେ ଥିବା ୫ ଣଙ୍କର ମୃତ୍ୟୁ ହୋଇଥିବାବେଳେ ବସ୍‌ରେ ଥିବା ୧୫ ଜଣ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି।…

Continue reading
୨୦୨୫ ଆରମ୍ଭରେ ରାଜ୍ୟ କଂଗ୍ରେସକୁ ମିଳିଯିବ ନୂଆ ମଙ୍ଗୁଆଳ

ଭୁବନେଶ୍ୱର: ବିନା ମୁଖିଆରେ ୫ ମାସ ବିତିଲାଣି, ଏବେ ନୂଆ ବର୍ଷକୁ ଅପେକ୍ଷା। ବର୍ଷ ୨୦୨୫ ଆରମ୍ଭରେ ରାଜ୍ୟ କଂଗ୍ରେସକୁ ନୂଆ ମଙ୍ଗୁଆଳ ମିଳିଯିବ ବୋଲି ଆଜି ବରିଷ୍ଠ ନେତା ମହମ୍ମଦ ମୋକିମ୍ ଦମ୍ଭୋକ୍ତି ବାଢ଼ିଥିବାବେଳେ ସାଂସଦ ସପ୍ତଗିରି ଉଲାକା ବି…

Continue reading
ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ସ୍ଥାନରେ ନୂଆ ରାଜ୍ୟପାଳ ହେବେ ଡଃ ହରିବାବୁ କମ୍ଭାମପତି। ମିଜେରାମର ରାଜ୍ୟପାଳ ଭାବେ କାର୍ୟ୍ୟରତ ଡଃ କମ୍ଭାମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ମିଳିଛି। ପୁଅଙ୍କ…

Continue reading
ବିନୋଦ କୁମାରଙ୍କୁ ୩ବର୍ଷ ଜେଲ ଦଣ୍ଡାଦେଶ

ଭୁବନେଶ୍ୱର: ଓଡ଼ିଶା ଗୃହନିର୍ମାଣ ଉନ୍ନୟନ ନିଗମ(ଓଆରଏଚଡିସି) ଦୁର୍ନୀତି ମାମଲାରେ ରିଟାର୍ଡ ଆଇଏଏସ୍ ଅଫିସର ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ଲେଖାଏଁ ସଶ୍ରମ ଜେଲ ଦଣ୍ଡାଦେଶ ହୋଇଛି। ୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ପୂର୍ବରୁ ଚାକିରିରୁ…

Continue reading
ବଡ଼ଦିନ:ଚର୍ଚ୍ଚରେ ଜମିଛି ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ଭିଡ଼

ଭୁବନେଶ୍ୱର: ଆଜି ବଡ଼ଦିନ, ଖ୍ରୀଷ୍ଟ ଧର୍ମାବଳମ୍ବୀଙ୍କ ବଡ଼ ପର୍ବ। ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟ। ଏହି ଅବସରରେ ଖ୍ରୀଷ୍ଟ ଧର୍ମାବଲମ୍ବୀ ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ମଧ୍ୟରାତ୍ରରେ ପ୍ରଭୁ ଯୀଶୁ ଧରାବତରଣ କରିବା ପରେ ଚାରିଆଡେ ଉତ୍ସବର ମାହୋଲ…

Continue reading
ଲୁଟ୍‌ ପରେ ବ୍ୟାଙ୍କରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ବାଲିଖଣ୍ଡ ବଜାରରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଲୁଟ୍‌ ପରେ ବ୍ୟାଙ୍କରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଗତକାଲି ରାତିରେ ଲୁଟେରାମାନେ ଗ୍ରୀଲ କାଟି ବ୍ୟାଙ୍କ…

Continue reading
ଫାଣ୍ଡି ଅଧିକାରୀ ନିଲମ୍ବିତ

ବାଲେଶ୍ୱର: ଲୁଗା ଦୋକାନରୁ ଚୋରି କରିବା ଅଭିଯୋଗରେ ଯୁବକକୁ ପିଟି ପିଟି ମାରିଦେବା ଘଟଣାରେ ନିଲମ୍ବିତ ହୋଇଛନ୍ତି ଫାଣ୍ଡି ଅଧିକାରୀ। ଦାୟିତ୍ୱରେ ଅବହେଳା ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି। ଏହି ମାମଲାରେ…

Continue reading
ପୂର୍ବୋଦୟ ମିଶନର ପାରାଦୀପ ହେବ ‘ବିକାଶ ଦ୍ୱୀପ’ : ଧର୍ମେନ୍ଦ୍ର

ପାରୀଦୀପ: ଶିଳ୍ପାଞ୍ଚଳ ପାରାଦୀପରେ ଯେଉଁ ସମ୍ଭାବନା ଅଛି, ତାହା ଆଗାମୀ ଦିନରେ ଓଡ଼ିଶାର ଆବଶ୍ୟକତାକୁ ପୂରଣ କରିବ। ପୂର୍ବୋଦୟ ମିଶନର ପାରାଦୀପ ‘ବିକାଶ ଦ୍ୱୀପ’ ହେବ ବୋଲି ସୋମବାର ପାରଦୀପ ନିର୍ବାଚନ ମଣ୍ଡଳୀର ଆୟୋଜିତ କାର୍ୟ୍ୟକର୍ତ୍ତା ସମ୍ମିଳନୀ’କୁ ସମ୍ବୋଧିତକରିବା ଅବସରରେ କହିଛନ୍ତି…

Continue reading
କାଠଯୋଡି ନଦୀ ଉପରେ ନିର୍ମାଣ ହେବ ଆଉ ୨ ବ୍ରିଜ:ପୃଥ୍ବୀରାଜ୍ ହରିଚନ୍ଦନ

କଟକ : କାଠଯୋଡ଼ି ନଦୀ ଉପରେ ଆଉ ଦୁଇଟି ବ୍ରିଜ ନିର୍ମାଣ ହେବ। ତ୍ରିଶୁଳିଆ ଛକରୁ ବାଲିକୁଦା ଛକ ୪ ଲେନ୍ ରାସ୍ତା ହେବ। ଜୁଡ଼ିସିଆଲ ଏକାଡେମୀରୁ ତ୍ରିଶୁଳିଆ ଛକ ଯାଏଁ ଆଉ ଏକ ବ୍ରିଜ ନିର୍ମାଣ ହେବ। ଜୁଡ଼ିସିଆଲ ଏକାଡେମୀ…

Continue reading