ସନ୍ନି ଲିଓନିଙ୍କୁ ମିଳୁଛି ୧୦୦୦ ଟଙ୍କା ମାସିକ ଭତ୍ତା

ନୂଆଦିଲ୍ଲୀ: ମହିଳା ଯୋଜନାର ହିତାଧିକାରୀ ଅଭିନେତ୍ରୀ ସନ୍ନି ଲିଓନି। ଛତିଶଗଡ଼ର ମହତାରି ବନ୍ଦନ ଯୋଜନାର ଲାଭ ନେଉଛନ୍ତି ଅଭିନେତ୍ରୀ। କେବଳ ସେତିକି ନୁହେଁ ମାସିକ ଭତ୍ତା ବାବଦକୁ ତାଙ୍କୁ ମିଳୁଛି ୧୦୦୦ ଟଙ୍କା। କଥାଟା ଶୁଣି ନିହାତି ଆଶ୍ଚର୍ୟ୍ୟ ଲାଗୁଥିବ। ହେଲେ…

Continue reading
କନିଷ୍ଠ ଶିକ୍ଷକ ପଦବୀ ପୂରଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ ପୂରଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ। ନିଯୁକ୍ତିରୁ ବଞ୍ଚିତ ଆଶାୟୀଙ୍କ…

Continue reading
ଅପ୍ରିୟ ସତ୍ୟ ବିଜେଡି ଦେହରେ ଯାଉନି: ବାବୁ ସିଂ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ରୁବେନ ବାନାର୍ଜୀଙ୍କ ବହିକୁ ନେଇ ଏବେ ରାଜନୀତି ଜୋର ଧରିଛି । ଏହାରି ଭିତରେ ରୁବେନଙ୍କ ବହିକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ଆକ୍ଷେପ କରିବା ପରେ ବିଜେପି ବିଧାୟକ ବାବୁ ସିଂ ଏହାକୁ କାଉଣ୍ଟର…

Continue reading
ଭୁବନେଶ୍ୱରରେ ଲାଗିବ ଡପଲର ରାଡାର: ଆଏମଡି ଡିଜି

ଭୁବନେଶ୍ୱର: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ । ଏନେଇ ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର ସୋମବାର ସୂଚନା ଦେଇଛନ୍ତି । ସେ କହିଛନ୍ତି ପାରାଦୀପ ଓ ଗୋପାଳପୁରରେ ଡପଲର ରାଡାର ରହିଛି । ଖୁବଶୀଘ୍ର ଭୁବନେଶ୍ୱର, ସମ୍ବଲପୁର…

Continue reading
ରାଜଧାନୀରୁ ଅପହୃତ ଯୁବତୀ ଉଦ୍ଧାର

ଭୁବନେଶ୍ୱର:ଗତ ରାତିରୁ ଅପହରଣ ହୋଇଥିବା ଯୁବତୀ ଆଜି ଉଦ୍ଧାର ହୋଇଛନ୍ତି। ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍‌। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି। ତେବେ…

Continue reading
୩ଦିନ ଭିତରେ ବର୍ଷା କ୍ଷୟକ୍ଷତି ଆକଳନ: ମନ୍ତ୍ରୀ

ଭୁବନେଶ୍ୱର: ଅଦିନିଆ ବର୍ଷା ଚାଷୀଙ୍କ ଅଣ୍ଟା ଭାଙ୍ଗି ଦେଇଛି । ବର୍ଷା ପାଣିରେ ଚାଷୀଙ୍କ କଷ୍ଟ ଉପାର୍ଜିତ ଫସଲ ଏବେ ବିଲରେ ଭାସୁଛି । ତେବେ ଆସନ୍ତା ୩ ଦିନ ଭିତରେ ବର୍ଷା କ୍ଷୟକ୍ଷତି ଆକଳନ ଶେଷ ହେବ । ଏନେଇ…

Continue reading
ଆମେ ରୁବେନଙ୍କ ବହିକୁ ପ୍ରତ୍ୟାଖାନ କରୁଛୁ:ଅରୁଣ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡି ଶିବିରରେ କମ୍ପନ ସୃଷ୍ଟି ହୋଇଛି । ବହିରେ ଥିବା ତଥ୍ୟକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି ଯେ ଦୀର୍ଘ ବର୍ଷ ହେବ ରୁବେନ ବାନାର୍ଜୀ ବିଜେଡି ସୁପ୍ରିମୋ…

Continue reading
ପ୍ରତାପଙ୍କୁ ଘରୋଇ ହସ୍ପିଟାଲ ସ୍ଥାନାନ୍ତର

ଭୁବନେଶ୍ୱର: ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ନୋଏଡ଼ାର ଏକ ଘରୋଇ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି । ଦିଲ୍ଲରା ଆରଏମଏଲ ହସ୍ପିଟାଲରେ ସେ ପୂର୍ବରୁ ଚିକିତ୍ସିତ ହେଉଥିଲେ । ତେବେ ଅଧିକ ଚିକିତ୍ସା ପାଇଁ…

Continue reading
ବାଘୁଣୀ ଜିନତକୁ କାବୁ ପାଇଁ ୩ ରାଜ୍ୟର ବନ ବିଭାଗ ଟିମ୍‌ର ଉଦ୍ୟମ

ବାରିପଦା : ଶିମିଳିପାଳ ମୁହାଁଉନି ବାଘୁଣୀ ଜିନତ। ତେଣୁ ତାକୁ ଟ୍ରାଙ୍କୁଲାଇଜ୍‌ କରି ଶୀଘ୍ର ଶିମିଳିପାଳ ଫେରାଇ ଆଣିବାକୁ ଯୋଜନା ହୋଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଭାରପ୍ରାପ୍ତ ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକ(ଆରସିସିଏଫ) ଡ. ପ୍ରକାଶ ଚାନ୍ଦ ଗୋଗିନାନୀ…

Continue reading
ରାଜଧାନୀରେ ଯୁବତୀଙ୍କୁ କାରରେ ଟେକି ନେଲେ ୪ ଯୁବକ

ଭୁବନେଶ୍ବର : ରାଜଧାନୀରେ ପ୍ରେମ ପାଇଁ ଫିଲ୍ମ ଷ୍ଟାଇଲରେ ଅପହରଣ । ଯୁବତୀଙ୍କୁ କାରରେ ଟେକି ନେଲେ ୪ ଜଣ ଯୁବକ । ଗତକାଲି ବିଳମ୍ବିତ ରାତିରେ ମୈତ୍ରୀ ବିହାର ଥାନା ଅଞ୍ଚଳରେ ଘଟିଛି ଏଭଳି ଅଘଟଣ । ଜଣେ ଯୁବତୀ…

Continue reading