ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ
ଜୟପୁର: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ୩୦ ରୁ ଅଧିକ ଲୋକ ପୋଡି ଯାଇଛନ୍ତି। ଦୁର୍ଘଟଣାର ଦୁଇ ଦିନ ବିତିଗଲାଣି।…





