ଯୁବକଙ୍କୁ କଚାଡି ମାରିଲା ଦନ୍ତା

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲା ବଣାଇ ରେଞ୍ଜ ଜକେଇକଲା ଗାଁରେ ହାତୀ ଆତଙ୍କ। ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ୪୦ ବର୍ଷୀୟ ଧରଣୀଧର ପାତ୍ର ବୋଲି ଜଣାପଡିଛି। ଶନିବାର ରାତିରେ ଧରଣୀ ଘରୁ କେଉଁଆଡେ ବାହାରକୁ…

Continue reading
ମାଈ ହାତୀର ମୃତଦେହ ଠାବ, ମୃତ୍ୟୁର କାରଣ ଅସ୍ପଷ୍ଟ

ମୟୁରଭଞ୍ଜ : ମାଈ ହାତୀର ମୃତଦେହ ଠାବ। ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ରେଞ୍ଜ ଅଧିନସ୍ଥ ଗୋଲା ମୁଣ୍ଢାକାଟା ନିକଟରେ ଏକ ମାଈ ହାତୀର ମୃତ୍ୟୁଦେହ ଉଦ୍ଧାର କରାଯାଇଛି। ବର୍ତ୍ତମାନ ପର୍ୟ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନଥିବାବେଳେ ହାତୀଟିର ବୟସ ପ୍ରାୟ ୫ ବର୍ଷ…

Continue reading
ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା। ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହେବ। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ପରୀକ୍ଷାମୂଳକ ଭାବେ ଡିସେମ୍ବର ୩୦ ଏବଂ…

Continue reading
ଫଡ଼ନାଭିସ ରଖିଲେ ଗୃହ ବିଭାଗ, ଅଜିତ ପାୱାରଙ୍କୁ ମିଳିଲା ଅର୍ଥ

ଭୁବନେଶ୍ୱର: ବିଜେପି ନେତୃତ୍ୱାଧୀନ ମହାରାଷ୍ଟ୍ରର ମହାୟୁତି ସରକାର ଆଜି ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରିଛି। ମହରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ନିଜ ପାଖରେ ଗୃହ ବିଭାଗ ରଖିଥିବା ବେଳେ ଏନସିପି ନେତା ତଥା ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କୁ ଅର୍ଥ ସହ…

Continue reading
କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ମୋଦିଙ୍କ ନିମନ୍ତ୍ରଣ

ନୂଆଦିଲ୍ଲୀ: କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କୁଏତ୍‌ର ‘ହାଲା ମୋଦି’ (ସ୍ୱାଗତ ମୋଦି) କାର୍ୟ୍ୟକ୍ରମରେ ଏହି ନିମନ୍ତ୍ରଣ କରିଛନ୍ତି ପ୍ରଧାନମନ୍ତ୍ରୀ। ଭୁବନେଶ୍ୱରରେ ଆସନ୍ତା ମାସରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ…

Continue reading
ବିଜେଡିରେ ମିଶିଥିବାରୁ ଲଜ୍ଜିତ:ସୌମ୍ୟରଞ୍ଜନ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ଦଳରେ ମିଶିଥିବାରୁ ନିଜକୁ ଧିକାର୍ କରୁଛି। ଆଉ ସେଥିପାଇଁ ଲଜ୍ଜିତ ମଧ୍ୟ। ନବୀନ ବାବୁଙ୍କୁ ଓଡ଼ିଶାବାସୀ ଯେତିକି ଭଲ ପାଇବା ଦେଇଛନ୍ତି ତା’ର ରିଟର୍ଣ୍ଣ ଗିଫ୍ଟରେ ସିଏ କ’ଣ ଦେଇଛନ୍ତି? ଏଭଳି ଢଙ୍ଗରେ ଆକ୍ଷେପ ଓ ଅନୁତାପ…

Continue reading
ଗୁଳିମାଡରେ ଯୁବକ ଆହତ

ରାଉରକେଲା:ରାଉରକେଲା ସେକ୍ଟର ୩ ଥାନା ଅଞ୍ଚଳରେ ମାରାଥନ୍ କାର୍ୟ୍ୟକ୍ରମ ବେଳେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକ ଆହତ ହୋଇଛନ୍ତି। ଯୁବକଙ୍କ ପିଠିରେ ଗୁଳି ବାଜିଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି। ହେଲେ ଗୁରୁତର ଯୁବକ ଜଣଙ୍କ ହେଲେ…

Continue reading
୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୧୮ ତାରିଖରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା। ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ବନ୍ୟ ପ୍ରାଣୀ ଡିଏଫଓ ଅଂଶୁପ୍ରଜ୍ଞା ଦାସ। ଗତ ଅକ୍ଟୋବରରୁ ବିଦେଶୀ ପକ୍ଷୀମାନେ ହୀରାକୁଦ ଡ୍ୟାମକୁ ଆସୁଛନ୍ତି। ସେମାନଙ୍କ ସୁରକ୍ଷା ପାଇଁ ବ୍ୟାପକ…

Continue reading
ବିଚାରାଧୀନ ବନ୍ଦୀ ମୃତ

ବଲା‌ଙ୍ଗିର: ବଲା‌ଙ୍ଗିର ଜେଲ୍‌ରେ ଥିବା ଜଣେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ ଘଟିଛି। ମୃତ ବନ୍ଦୀଙ୍କ ଜଣଙ୍କ ହେଲେ ତୁରକେଲା ଥାନା ତୁରକେଲା ଗାଁର ୮୬ ବର୍ଷୀୟ ଗୁରୁଦେବ ଦୀପ। ୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ…

Continue reading
ସ୍କୁଟି ଓ ବାଇକ୍ ମୁହାଁମୁହିଁ: ୨ ମୃତ

ନବରଙ୍ଗପୁର: ନବରଙ୍ଗପୁର ସହର ଚାଉଁରିଆଗୁଡ଼ାରେ ଥିବା ଏକ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଅମିତ ବାଘ ଓ ତ୍ରିଲୋଚନ…

Continue reading