ସ୍ୱାଦିଷ୍ଟ ଏବଂ ସ୍ଵାସ୍ଥ୍ୟପୋଯୋଗୀ ରାଶି ଲଡୁ

ରାଶି ଲଡୁ ଖାଇବାକୁ ଯେମିତି ସ୍ଵାଦିଷ୍ଟ ସେମିତି ସ୍ବାସ୍ଥ୍ୟ ଉପଯୋଗୀ ମଧ୍ୟ ଅଟେ। ରାଶିକୁ ଆମେ ଲଡୁ, ସୁପ୍‌, ଚିକ୍କି, ପିଠା, ବିଭିନ୍ନ ଉପାୟରେ ମଧ୍ୟ ସେବନ କରିପାରିବା । ସାଧାରଣତଃ ଶୀତ ଦିନେ ରାଶି ଲଡୁର ଲୋକପ୍ରିୟତା ବେଶୀ ଦେଖିବାକୁ…

Continue reading
ଅଁଳା ଗଛରେ ବାସ କରିଥାନ୍ତି ସ୍ବୟଂ ଲକ୍ଷ୍ମୀନାରାୟଣ, ଜାଣନ୍ତୁ ଏହାର ମହତ୍ତ୍ୱ

ଅଁଳା ଗଛ ଯେତିକି ପବିତ୍ର ସେତିକି ଉପକାରୀ ମଧ୍ୟ। କାରଣ ଏହି ଗଛରେ ଭରି ରହିଛି ଅନେକ ଔଷଧୀୟ ଗୁଣ। ସେହିପରି ଏହାର ଆଧ୍ୟାତ୍ମିକ ଗୁଣ ମଧ୍ୟ ବେଶ୍‌ ଉଚ୍ଚକୋଟୀର। ଏହି ଗଛରେ ସ୍ବୟଂ ଲକ୍ଷ୍ମୀନାରାୟଣ ବାସ କରିଥାନ୍ତି ବୋଲି ବିଶ୍ୱାସ…

Continue reading
ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଜାନୁଆରୀରେ ଆସିବ ଟଙ୍କା

ଭୁବନେଶ୍ୱର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌ । ଆସନ୍ତା ଜାନୁଆରୀରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ପ୍ରଥମ ପର୍ୟ୍ୟାୟର ଚତୁର୍ଥ କିସ୍ତି ଟଙ୍କା ପାଇବେ ବଣ୍ଡା ହିତାଧିକାରୀ । ଏନେଇ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ…

Continue reading
ଧାନ ସଂଗ୍ରହକୁ ନେଇ ବର୍ଷିଲେ ପ୍ରସନ୍ନ

ଭୁବନେଶ୍ବର: ଅଦିନିଆ ବର୍ଷା ଯୋଗୁଁ ଚିନ୍ତାରେ ପଡ଼ିଛନ୍ତି ଚାଷୀ। ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି ରାତିରୁ ଲାଗି ରହିଛି ଝିପ୍‌ଝିପ୍‌ ବର୍ଷା। ହଜାର ହଜାର ଏକର ଧାନ ବର୍ଷାରେ ନଷ୍ଟ ହେଉଛି । ଯେଉଁ ଚାଷୀର ଧାନ ଅମଳ ହୋଇଯାଇଛି ତା…

Continue reading
ୟୁକ୍ରେନର ୯/୧୧ ପରି ଆକ୍ରମଣ, ୬ ମୃତ

ନୂଆଦିଲ୍ଲୀ : ରୁଷ ଉପରେ ୟୁକ୍ରେନର ୯/୧୧ ଭଳି ହୋଇଥିବା ଆକ୍ରମଣରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ଆକ୍ରମଣରେ ଶିଶୁ ସମେତ ୬ ଜଣଙ୍କ ଜୀବନ ଚାଲି ଯାଇଛି । ଏହାସହ ୧୦ ଜଣ ଗୁରୁତର ହୋଇଛନ୍ତି । ରୁଷିଆର…

Continue reading
ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ: ମନ୍ତ୍ରୀ

ଭୁବନେଶ୍ବର: ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପାଇଁ ରାଜ୍ୟରେ ୨ ଦିନ ଧରି ବର୍ଷା ଜାରି ରହିଥିବା ହେତୁ ଚାଷୀ ଚିନ୍ତାରେ ଅଛନ୍ତି। ସମବାୟ ମନ୍ତ୍ରୀ…

Continue reading
ଭିଜିଲାନ୍ସ ଜାଲରେ ଆଉ ଜଣେ ବାବୁ

ସୋନପୁର: ଋଣ କରାଇଦେବାକୁ କହି ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ମହାପ୍ରବନ୍ଧକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅଭିଯୁକ୍ତ ହେଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ହେଲେ ବିପିନ ଦେହୁରୀ। ସୂଚନା ଅନୁସାରେ ଜଣେ ହିତାଧିକାରୀ ପିଏମ୍‌ଇଜିପି (ପିଏମ୍‌ ଏମ୍ପ୍ଲଏମେଣ୍ଟ ଜେନେରେସନ…

Continue reading
ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ

ଖଲ୍ଲିକୋଟ: ସାରା ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା । ଅଦିନିଆ ବର୍ଷା ଯୋଗୁଁ ଚିନ୍ତାରେ ପଡ଼ିଛନ୍ତି ଚାଷୀ । ଗତ ଦୁଇ ଦିନ ଧରି ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁଁ ବିଶେଷ କରି…

Continue reading
ସମ୍ବଲପୁର ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ

ସମ୍ବଲପୁର: ସମ୍ବଲପୁର ଗସ୍ତରେ ଆସୁଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ । ଆପାତତଃ ଗସ୍ତ ତାରିଖ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଆସନ୍ତା ୨୮ କିମ୍ବା ୩୦ରେ ସେ ଆସିପାରନ୍ତି । ଏହି ଅବସରରେ ସେ ବୁର୍ଲା ଭିମ୍‌ସାର୍‌ ସୁପର…

Continue reading
ସ୍ତ୍ରୀର ତଣ୍ଟି କାଟିଦେଲା ସ୍ୱାମୀ

ପଦ୍ମପୁର: ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ସ୍ତ୍ରୀର ତଣ୍ଟିକାଟି ହତ୍ୟା କଲା ନୃସଂଶ ସ୍ୱାମୀ । ମୃତ ମହିଳା ଜଣକ ଚନ୍ଦ୍ରକାନ୍ତି ସାହୁ ଏବଂ ହତ୍ୟାକାରୀ ସ୍ୱାମୀ ରାମ ସାହୁ ବୋଲି ଜଣାପଡ଼ିଛି । ହତ୍ୟା କରିବା ପରେ ଘରେ ତାଲା…

Continue reading