ଆମ୍ବେଦକରଙ୍କ ନାଁରେ ଦଳିତ ଶିକ୍ଷାର୍ଥୀଙ୍କ ପାଇଁ ସ୍କଲାରଶିପ୍‌ ଘୋଷଣା

ନୂଆଦିଲ୍ଲୀ: ସମ୍ବିଧାନ ପ୍ରଣେତା ଡ ବିଆର ଆମ୍ବେଦକରଙ୍କ ନାଁରେ ଦଳିତ ଶିକ୍ଷାର୍ଥୀଙ୍କ ପାଇଁ ସ୍କଲାରଶିପ୍‌ ବା ବୃତ୍ତି ଘୋଷଣା କରିଛନ୍ତି ଆପ୍‌ର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ। ବର୍ତ୍ତମାନ ଦେଶରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ପ୍ରସଙ୍ଗରେ ଦେଇଥିବା…

Continue reading
ଆସନ୍ତାକାଲି ବର୍ଷାର ପରିମାଣ କମିବ

ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍‌ ପରବର୍ତ୍ତୀ ଅବପାତ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ…

Continue reading
ଏବେବି ସୁଧୁରିନି ପ୍ରତାପଙ୍କ ସ୍ୱାସ୍ଥ୍ୟ

ନୂଆଦିଲ୍ଲୀ: ସଂସଦ ପରିସରେ ହୋଇଥିବା ଧକ୍କା କାଣ୍ଡକୁ ନେଇ ଥମୁନି ରାଜନୀତି। ଏହି ଘଟଣାରେ ଦୁଇ ଜଣ ବିଜେପି ସାଂସଦ ଆହତ ହୋଇଛନ୍ତି। ତେବେ ଦୁଇ ଦିନ ପରେ ସେମାନଙ୍କ ଅବସ୍ଥା କିଳଭି ରହିଛି। ସେ ନେଇ ସାଂସଦଙ୍କ ହେଲ୍‌ଥ୍‌ ଅପ୍‌ଡେଟ୍‌…

Continue reading
ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ଟ୍ୱିନ୍ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଘଣ୍ଟା ପ୍ରତି ୭ କିଲୋମିଟର ଗତିରେ ପୂର୍ବ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା…

Continue reading
ବୃଦ୍ଧାଙ୍କ ଉପରେ ଚଢ଼ିଗଲା ଟ୍ରେନ

ସୁବର୍ଣ୍ଣପୁର :ସୁବର୍ଣ୍ଣପୁର ଜିଲ୍ଲା ନରସିଂହଗଡ଼ ଷ୍ଟେସନ ନିକଟରେ ରେଲୱେ ଟ୍ରାକ୍ ପାର ହେବାବେଳେ ବୃଦ୍ଧାଙ୍କ ଉପରେ ଚଢ଼ିଗଲା ପାସେଞ୍ଜର ଟ୍ରେନ୍। ମୃତ ବୃଦ୍ଧା ଜଣଙ୍କ ହେଲେ ରତିକା ପୋଢ଼। ତାଙ୍କ ଘର ଖମ୍ବେଶ୍ୱରୀପାଲି ଗାଁର ବୋଲି ଜଣାଯାଇଛି। ଆଜି ସକାଳେ ବୃଦ୍ଧା…

Continue reading
ରାଜଧାନୀରେ ସୁନା ଦୋକାନରୁ ଲୁଟ୍‌

ଭୁବନେଶ୍ୱର: ରାଜଧାନୀରେ ଚାଲିଛି ଲୁଟେରାଙ୍କ ରାଜ୍‌ । ପୁଣି ମାତିଲେ ସିନ୍ଧି ଚୋର । ସୁନା ଦୋକାନର ତାଲା କାଟି ଲୁଟେରା ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର । ପାଖାପାଖି ଦୁଇ କିଲୋଗ୍ରାମ୍ ରୂପା ଓ ୨୦ଗ୍ରାମ ସୁନା ଅଳଙ୍କାର ନେଇଥିବା…

Continue reading
ବିଜେଡିରୁ ୨ ନିଲମ୍ବିତ

ରାଜନଗର:ଦଳ ବିରୋଧୀ କାର୍ୟ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ବାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବ୍ଲକ ବିଜେଡି ସଭାପତି ନିରଞ୍ଜନ ରାଉତ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି। ଗତ…

Continue reading
ବିଜ୍ଞପ୍ତି ପ୍ରକାଶ:ବଦଳିବ ‘ମୋ ସ୍କୁଲ ଅଭିଯାନ’ ନାଁ

ଭୁବନେଶ୍ୱର: ରାଜ୍ୟରେ ସ୍କୁଲ ଶିକ୍ଷା ବ୍ୟବସ୍ଥାର ନବୀକରଣ କରାଯିବ। ବଦଳିବ ‘ମୋ ସ୍କୁଲ ଅଭିଯାନ’ ନାଁ। ଖୁବ୍‌ଶୀଘ୍ର ରାଜ୍ୟରେ କାର୍ୟ୍ୟକାରୀ ହେବ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’। ଏ ନେଇ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର…

Continue reading
୨୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ…

Continue reading
ପଶ୍ଚିମବଙ୍ଗ ପଳାଇଲା ବାଘୁଣୀ ‘ଜିନତ୍‌‌’

ବାରିପଦା: ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ଜିନତ୍ ଶିମିପାଳ ଫେରିବା ପରିବର୍ତ୍ତେ ଝାଡଖଣ୍ଡରୁ ପଶ୍ଚିମବଙ୍ଗ ପଳାଇଛି । ଶୁକ୍ରବାର ସକାଳେ ଝାଡଗ୍ରାମର ବେଲପାହାଡି ରେଞ୍ଜରେ ଜିନତକୁ ଦେଖିବାକୁ ମିଳିଥିବାବେଳେ ସନ୍ଧ୍ୟାରେ ପଶ୍ଚିମବଙ୍ଗର ଶିମୁଲପାଲ ଜଙ୍ଗଲରେ ସେ ରହିଥିବା ବିଶ୍ବସ୍ଥ ସୁତ୍ରରୁ ଜଣାପଡିଛି। ଏହାକୁ…

Continue reading