ଅବପାତର ରୂପ ନେବ ଲଘୁଚାପ
ଭୁବନେଶ୍ବର: ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲିର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡ଼କୁ…
ଭୁବନେଶ୍ବର: ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲିର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡ଼କୁ…
ନୂଆଦିଲ୍ଲୀ: ଯାନ୍ତ୍ରୀକ ତ୍ରୁଟି ନୁହେଁ, ମନୂଷ୍ୟକୃତ ତ୍ରୁଟି ଯୋଗୁ ୩ ବର୍ଷ ପୂର୍ବେ ଦେଶର ପ୍ରଥମ ସିଡିଏସ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଗତକାଲି ସଂସଦରେ ଉପସ୍ଥାପିତ ହୋଇଥିବା ଷ୍ଟାଣ୍ଡିଂ କମିଟି ଅନ୍ ଡିଫେନ୍ସ ରିପୋର୍ଟରେ ପ୍ରକାଶ ପାଇଛି…
ନୂଆଦିଲ୍ଲୀ: ଆଖି ବୁଜିଲେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍ ପ୍ରକାଶ ଚୌତାଲା। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ଗୁରୁଗ୍ରାମସ୍ଥିତ ନିଜ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଓମ୍ ପ୍ରକାଶ ଇଣ୍ଡିଆନ ନ୍ୟାସନାଲ ଲୋକଦଳର ଅଧ୍ୟକ୍ଷ…
ନୂଆଦିଲ୍ଲୀ: ରାଜସ୍ଥାନର ଜୟପୁର-ଆଜମେର ଜାତୀୟ ରାଜପଥ ନିକଟ ପେଟ୍ରୋଲ ପମ୍ପ ସାମ୍ନାରେ ଘଟିଥିବା ଭୟଙ୍କର ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି ପାଇଛି। ଭାନ୍କ୍ରୋଟାସ୍ଥିତ ଏକ ପେଟ୍ରୋଲ ପମ୍ପ ନିକଟରେ ଆଜି ଭୋରରୁ ଗୋଟିଏ ଏଲପିଜି ବୋଝେଇ ଟ୍ରକ୍ ଓ ଅନ୍ୟ ଗୋଟିଏ…
ବୌଦ୍ଧ: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବୌଦ୍ଧ ବୟନ ଶିଳ୍ପ ସହକାରୀ ନିର୍ଦ୍ଦେଶକଙ୍କ ଅଫିସର ଦୁଇ ଜଣ ବୟନ ଶିଳ୍ପ ଇନ୍ସପେକ୍ଟର। ସେମାନେ ହେଉଛନ୍ତି- କୃଷ୍ଣଚନ୍ଦ୍ର ସାହୁ ଓ ଅଦିତ କୁମାର ଦାସ। ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଅଞ୍ଚଳର ଏକ…
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଛି। କେଉଁ କାରଣ ଯୋଗୁ ଇଡି ନିରଞ୍ଜନଙ୍କ ଘରେ ରେଡ୍…
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ତହସିଲଦାର ସୁବ୍ରତ କୁମାର ବେହେରାଙ୍କୁ ଆଜି ୩ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି ବଲାଙ୍ଗିର ଭିଜିଲାନ୍ସ କୋର୍ଟ। ତା’ସହିତ ତାଙ୍କୁ ୩୦ ହଜାର ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ୨୦୧୮ ମସିହାରେ ସୁବର୍ଣ୍ଣପୁର…
ଭୁବନେଶ୍ବର: ଜ୍ଞାନ ହିଁ ଶକ୍ତି। ଜ୍ଞାନରୁ ଆମକୁ ଶକ୍ତି ମିଳିଥାଏ। ରାଜ୍ୟରେ ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର: ସଂସଦରେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଦେଶର ରାଜଧାନୀ ନୂଆଦିଲ୍ଲୀରେ ହୋଇଛି ହଙ୍ଗାମା। ମୁହାଁମୁହିଁ ହୋଇଛନ୍ତି କଂଗ୍ରେସ ଓ ବିଜେପି ସାଂସଦ। ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ନାଁରେ ଥାନାରେ ହୋଇଛି ଏତଲା।…
ସଂସଦ ବାହାରେ ବିଜେପି ଓ କଂଗ୍ରେସ ସାଂସଦଙ୍କ ମୁହାଁମୁହିଁ ସ୍ଥିତିକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ଯୁଦ୍ଧ। ଉଭୟ ଦଳର ସାଂସଦଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଆରୋପ ପ୍ରତ୍ୟାରୋପ ଏବେ ଥାନାରେ ପହଞ୍ଚିଛି। ଉଭୟ ବିଜେପି ଓ କଂଗ୍ରେସ ଦଳର ସାଂସଦ…