୧୦ ଲକ୍ଷ ଲାଞ୍ଚ ମାମଲା: ୩ ଅଭିଯୁକ୍ତଙ୍କ ସରିଲା ରିମାଣ୍ଡ ଅବଧି

ଭୁବନେଶ୍ୱର: ରାଜଧାନୀର ତାରକା ହୋଟେଲ ସାମ୍ନାରେ ହୋଇଥିବା ଲାଞ୍ଚ କାରବାର ମାମଲାରେ ସୋମବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ସରୁଥିବାରୁ ସେମାନଙ୍କୁ ଅଦାଲତରେ ହାଜର କରାଯିବ ।ରବିବାର ସିବିଆଇ ଉକ୍ତ ତାରକା ହୋଟେଲର ଜେନେରାଲ ମ୍ୟାନେଜର ଶୁଭମୟ ବାନାର୍ଜୀଙ୍କୁ ପଚରାଉଚରା କରିଛି…

Continue reading
ରାଜ୍ୟର ୩ କୋଟି ଲୋକଙ୍କୁ ଦିଆଯିବ ସ୍ବାସ୍ଥ୍ୟ କାର୍ଡ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ କାର୍ଡ ସମସ୍ୟା ଖୁବ୍‌ଶୀଘ୍ର ସମାଧାନ ହେବ। ରାଜ୍ୟର ୩ କୋଟି ଲୋକଙ୍କୁ ସ୍ବାସ୍ଥ୍ୟ କାର୍ଡ ଦିଆଯିବ। ମିଶନ ମୋଡ୍‌ରେ ହେଲ୍‌ଥ କେୟାର ସିଷ୍ଟମ ଆଗକୁ ନେଉଛୁ। ରାଜ୍ୟରେ ଉଭୟ ଆୟୁଷ୍ମାନ ଓ ଗୋପବନ୍ଧୁ କାର୍ଡରେ ଚିକିତ୍ସା…

Continue reading
ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ

ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହୋଇଛି। ଗୋପାଳ ବଲ୍ଲଭ ପରେ ମହାପ୍ରଭୁଙ୍କର ପହିଲି ଭୋଗ ନୀତି କରାଯାଇଛି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ୟ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଏହି…

Continue reading
ଭୟଙ୍କର ଦୁର୍ଘଟଣା :୬ ମୃତ

ନୂଆଦିଲ୍ଲୀ: ଛତିଶଗଡ଼ର ବାଲୋଡ ଜିଲ୍ଲାରେ ଗତ ରାତିରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ ଏସୟୁଭି କାର୍‌ ମୁହାଁମୁହିଁ ଧକ୍କା ହେବା ପରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୭ ଜଣ ଗୁରୁତର ହୋଇଛନ୍ତି।…

Continue reading
ଲୋକସଭାରେ ଆଜି ଆଗତ ହେବ ଗୋଟିଏ, ଗୋଟିଏ ନିର୍ବାଚନ ବିଲ୍

ନୂଆଦିଲ୍ଲୀ: ଲୋକସଭାରେ ସୋମବାର ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ସମ୍ବନ୍ଧୀୟ ଦୁଇଟି ବିଲ୍ ଆଗତ ହେବ। କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ନିମ୍ନ ସଦନରେ ସମ୍ବିଧାନ (୧୨୯ତମ ସଂଶୋଧନ) ବିଲ୍ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଆଇନ (ସଂଶୋଧନ)…

Continue reading
ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର

ଭୁବନେଶ୍ୱର: ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର। ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ପାଇଥିଲେ ଅନିମେଶ। ଠିକ୍‌ ସେହିପରି ୨୪ ନଂ ରାଙ୍କରେ ଥିବା ପ୍ରଜ୍ଞାନନ୍ଦନ ଗିରିଙ୍କୁ ମଧ୍ୟ ଓଡ଼ିଶା କ୍ୟାଡର ମିଳିଛି।୪୦୯ ନଂ ରାଙ୍କରେ ଥିବା…

Continue reading
ଆଉ କୌଣସି ନେତା ଦଳ ଛାଡ଼ି ଯିବେନାହିଁ: ଦେବାଶିଷ

କଟକ: ଆଉ କୌଣସି ନେତା ଦଳ ଛାଡ଼ି ଯିବେନାହିଁ। ଯିଏ ଯିବାର ଥିଲା ସେମାନେ ଗଲେଣି, ଯେଉଁମାନେ ଅଛୁ ଆଉ କେହି ଯିବୁ ନାହୁଁ ବୋଲି ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ କହିଛନ୍ତି। ଦୁଇ ଜଣ ରାଜ୍ୟ ସଭା ସଦସ୍ୟ…

Continue reading
ଶୀତର ପ୍ରକୋପ:ଶିମିଳିପାଳରେ ୧ ଡିଗ୍ରୀ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ବଢୁଛି ଶୀତ। ସକାଳ ଓ ରାତି ସମୟରେ ଘରୁ ବାହାରିବା କଷ୍ଟ ହୋଇ ପଡ଼ୁଛି। ସକାଳେ କୁହୁଡିର ଚାଦର ଢାଙ୍କି ହୋଇଯାଉଛି। ସନ୍ଧ୍ୟା ହେବା ମାତ୍ରେ ମାଡ଼ି ଆସୁଛି ଜାଡ଼। ଦେହ ଥରାଇ ଦେଉଛି କୋହଲା…

Continue reading
କାହାକୁ ଛଡ଼ାଯବିନି: ବାବୁ ସିଂ

ଭୁବନେଶ୍ୱର:ବରିଷ୍ଠ ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ ପ୍ରସଙ୍ଗରେ ବିଜେପି ବିଧାୟକ ବାବୁ ସିଂ ରବିବାର ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ଯେଉଁ ଅଧିକାରୀ ଦୁର୍ନୀତି କରିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି…

Continue reading
ବିଜେପି ଓ ବିଜେଡି ଭାଇ ଭାଇ : ଜୟଦେବ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ ପ୍ରସଙ୍ଗରେ ଜୟଦେବ ଜେନା ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ବିଜେଡିର ମୁଖପାତ୍ର ସାଜି ଡି ଏସ କୁଟ୍ଟେ ଓ ଆଶିଷ ସିଂ ପ୍ରଶାସନ ଚଳାଇଥିଲେ ।…

Continue reading