ଦନ୍ତା ଆକ୍ରମଣରେ ଯୁବକ ମୃତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପର୍ବତର ଲାଖପଦର ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ସାଲୁପୁ କୁତ୍ରୁକା। ସେ ଗତକାଲି ରାତିରେ ଗାଁ ନିକଟସ୍ଥ ପାହାଡ଼ ଉପରେ ଅମଳ ହୋଇଥିବା…

Continue reading
ଜଷ୍ଟିସ ବେଲା ଏମ ତ୍ରିବେଦୀ ମହାନଦୀ ଟ୍ରିବ୍ୟୁନାଲର ନୂଆ ଅଧ୍ୟକ୍ଷ

ଭୁବନେଶ୍ୱର: ‘ମହାନଦୀ’ ଜଳବିବାଦର ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲ ପ୍ରାୟ ୮ମାସ ପରେ ପୁଣିଥରେ କାର୍ୟ୍ୟକ୍ଷମ ହେବ । ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ବେଲା ଏମ୍ ତ୍ରିବେଦୀଙ୍କୁ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ଗତ ମାର୍ଚ୍ଚ ୧୨ତାରିଖରେ ଟ୍ରିବ୍ୟୁନାଲର…

Continue reading
ଜେଲରୁ ବାହାରିଲେ ଅଲ୍ଲୁ ଅର୍ଜ୍ଜୁନ

ନୂଆଦିଲ୍ଲୀ: ଜେଲରୁ ବାହାରିଲେ ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନ। ହାଇକୋର୍ଟରୁ ଜାମିନ୍ ପାଇବା ପରେ ଆଜି ସକାଳୁ ସେ ହାଇଦ୍ରାବାଦ ସ୍ଥିତ ଚଞ୍ଚଲଗୁଡ଼ା ସେଣ୍ଟ୍ରାଲ ଜେଲରୁ ମୁକୁଳିଛନ୍ତି। ଗତକାଲି ବେଲ୍ ମିଳିଥିଲେ ବି ସେ ଜେଲରେ ରାତି କାଟିଥିଲେ। ହାଇକୋର୍ଟରୁ ଜାମିନ…

Continue reading
ଚାମ୍ପିୟନ୍ସ ଟ୍ରଫି: ‘ହାଇବ୍ରିଡ୍ ମଡେଲ’କୁ ଆଇସିସି ଅନୁମୋଦନ

ନୂଆଦିଲ୍ଲୀ: ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫କୁ ନେଇ ଆସିଛି ଏକ ବଡ ଖବର। ବହୁ ଆଲୋଚନା ଓ ବିବାଦ ପରେ ଶେଷରେ ମୁଣ୍ଡ ନୂଆଁଇଛି ପାକିସ୍ତାନ। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ ଚାମ୍ପିୟନ୍ସ ଟ୍ରଫି ୨୦୨୫କୁ ‘ହାଇବ୍ରିଡ୍ ମଡେଲ୍’ରେ ଆୟୋଜନ…

Continue reading
୬୫ ଅଯୋଗ୍ୟ ହିତାଧିକାରୀଙ୍କ ନାମରେ ଏତଲା

ଆଳି: ୬୫ ଅଯୋଗ୍ୟ ହିତାଧିକାରୀଙ୍କ ନାମରେ ଏତଲା ଦାୟର କରାଯାଇଛି। ଆଳି ଥାନାରେ ୬୫ ଅଯୋଗ୍ୟ ହିତାଧିକାରୀଙ୍କ ନାମରେ ଏତଲା ଦାୟର କଲେ ଗୋଷ୍ଠୀ ଉନ୍ନୟନ ଅଧିକାରୀ(ବିଡିଓ)। ଅର୍ଗଳ ପଞ୍ଚାୟତରେ ବାର୍ଦ୍ଧକ୍ୟ ଭତ୍ତା କେଳେଙ୍କାରୀ ଅଭିଯୋଗରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ୬୫…

Continue reading
ପ୍ରୟାଗରାଜରେ ପ୍ରଧାନମନ୍ତ୍ରୀ; କହିଲେ ଏକତାର ମହାଯଜ୍ଞ ହେଉଛି ‘କୁମ୍ଭ ମେଳା’

ଆସନ୍ତା ଜାନୁଆରୀ ୧୩ରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ବିଶ୍ୱପ୍ରସିଦ୍ଧ ମହାକୁମ୍ଭ ମେଳା ଆରମ୍ଭ ହେବ। ଏହି ମହାପର୍ବର ଠିକ୍ ଗୋଟିଏ ମାସ ପୂର୍ବରୁ, ଅର୍ଥାତ୍ ଆଜି ୧୩ ଡିସେମ୍ବର ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୟାଗରାଜରେ ପହଞ୍ଚି ମହାକୁମ୍ଭର ସଫଳ ଆୟୋଜନ…

Continue reading
ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଅନ୍ତରୀଣ ଜାମିନ

ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ବଡ଼ ଆଶ୍ୱସ୍ତି। ହାଇକୋର୍ଟରୁ ତାଙ୍କୁ ମିଳିଲା ଅନ୍ତରୀଣ ଜାମିନ। ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ମାମଲାରେ ଆଜି ଗିରଫ ଅଲ୍ଲୁ ଅର୍ଜୁନଙ୍କୁ ତଳକୋର୍ଟ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିବା ବେଳେ…

Continue reading
ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର

ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର। ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିରୁ ନାମାଙ୍କନ ଦାଖଲ କରିଥିଲେ। ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ସୁଜିତ୍ ସଂସଦରେ କଳାହାଣ୍ଡି ତଥା ଓଡ଼ିଶା ପ୍ରସଙ୍ଗ ଉଠାଇବେ ବୋଲି କହିଛନ୍ତି। ସେ…

Continue reading
ହାଇବ୍ରିଡ ମୋଡରେ ହେବ ଚାମ୍ପିୟନ୍ସ ଟ୍ରଫି

ଲାହୋର : ଚାମ୍ପିୟନ୍ସ ଟ୍ରଫିକୁ ନେଇ ଗତ କିଛି ମାସ ହେଲା ଚାଲିଥିବା ଅଚଳାବସ୍ଥା ଦୂର ହୋଇଛି । ଆଇସିସି ଏହି ଟୁର୍ଣ୍ଣାମେଣ୍ଟ ପାଇଁ ‘ହାଇବ୍ରିଡ୍ ମଡେଲ୍’କୁ ମଞ୍ଜୁରି ଦେଇଛି । ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ହାଇବ୍ରିଡ୍ ମଡେଲରେ ଚାମ୍ପିୟନ୍ସ…

Continue reading
ସରକାରୀ ଚାକିରି ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବିଭିନ୍ନ ବିଭାଗରେ ନୂଆ କରି ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରି କହିଛନ୍ତି, ସରକାରୀ ଚାକିରୀକୁ ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ। ସ୍ୱଛତା ସହ କାମ କରନ୍ତୁ।…

Continue reading