୧୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୧୬ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ। ଗତ ତା.୨୮.୧୦.୨୦୨୪ ରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ…















