କାଚ ମଦ ବୋତଲର ବିକଳ୍ପ ବ୍ୟବସ୍ଥା କରନ୍ତୁ ସରକାର: ସନାତନ ମହାକୁଡ଼

ଭୁବନେଶ୍ବର: କାଚ ମଦ ବୋତଲର ବିକଳ୍ପ ବ୍ୟବସ୍ଥା କରିବାକୁ ବିଧାନସଭାରେ ବିଜେଡି ବିଧାୟକ ସନାତନ ମହାକୁଡ଼ ଦାବି କରିଛନ୍ତି । କାଚ ବୋତଲ ବଦଳରେ ଅନ୍ୟ ବିକଳ୍ପ ବ୍ୟବସ୍ଥାରେ ମଦ ବିକ୍ରି ପାଇଁ ସରକାର ଯୋଜନା କରିବା ଆବଶ୍ୟକ ବୋଲି ସେ…

Continue reading
ରାଜ୍ୟରେ ମଦ ବିକ୍ରି ସହିତ ବଢୁଛି ଅବକାରୀ ରାଜସ୍ବ: ଅବକାରୀ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ ବର୍ଷକୁ ବର୍ଷ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଶନିବାର ବିଧାନସଭାରେ ଏକ ପ୍ରଶ୍ନ ନେଇ ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି। ରିପୋର୍ଟ ଅନୁଯାୟୀ, ଏକ ଅଣ-ତାରକା…

Continue reading
ଯେଉଁଠି ଥିଲେ ମଧ୍ୟ ଏହି ଅଞ୍ଚଳର ବିକାଶ କାର୍ଯ୍ୟ କରି ଚାଲିବି: ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଐତିହାସିକ ଓଡ଼ିଶା ଗସ୍ତ ମଙ୍ଗଳବାର ଠାରୁ ଆରମ୍ଭ ହୋଇ ଶନିବାର ଶେଷ ହୋଇଯାଇଛି। ମହାମହିମ ଶ୍ରୀମତୀ ମୁର୍ମୁ ରାଜ୍ୟରେ ୫ ଦିନ ରହି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ଐତିହାସିକ ଦିବସକୁ ସ୍ମରଣୀୟ ରଖିବା ପାଇଁ…

Continue reading
ସିଏଜି ରିପୋର୍ଟ ଉପସ୍ଥାପନ ବେଳେ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ

ଭୁବନେଶ୍ବର: ଶୀତକାଳନୀ ଅଧିବେଶନରେ ଶନିବାର ଅପରାହ୍‌ଣରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଯାଇଛି। ସିଏଜି ରିପୋର୍ଟ ଉପସ୍ଥାପନ ବେଳେ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଛନ୍ତି। କଂ‌ଗ୍ରେସର ବିଧାୟକମାନେ ଅଦାନୀ ପ୍ରସଙ୍ଗରେ ନିଜ ଆସନରେ ଠିଆହୋଇ ପୋଷ୍ଟର ଦେଖାଇ ପ୍ରଦର୍ଶନ କରିଛନ୍ତି। ଏହାରି ମଧ୍ୟରେ…

Continue reading
ଆଜି ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଶେଷ ଦିନରେ ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ। ବାଙ୍ଗିରିପୋଷି ରେଳ ଷ୍ଟେସନରେ ୩ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଡାମରା-ନ୍ୟୁ ଜାମଶୋଳା ନୂତନ ରେଳ ଲାଇନ୍, ବାଦାମପାହାଡ-…

Continue reading
କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ଆଶିଷ ସିଂ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ଆଶିଷ ସିଂ। ଇଣ୍ଡୋ-ତିଦ୍ଦତିଆନ ବର୍ଡର ପୁଲିସ ଫୋର୍ସ ବା ଆଇଟିବିପି ଆଇଜି ଭାବେ ଆଶିଷଙ୍କୁ ନିଯୁକ୍ତି ମିଳିଛି। ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ…

Continue reading
ଉପବାସରେ ମହାପ୍ରଭୁ ଲିଙ୍ଗରାଜ

ଉପବାସରେ ମହାପ୍ରଭୁ ଲିଙ୍ଗରାଜ। ପୂଜାପଣ୍ଡା ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ମହାପ୍ରଭୁଙ୍କ ଅଧିବାସ ପୂଜାକୁ ନେଇ ମତ ପାର୍ଥକ୍ୟ ପାଇଁ ବନ୍ଦ ରହିଛି ସମସ୍ତ ନୀତିକନ୍ତି। ଅଭଡ଼ା ନପାଇ ନିରାଶ ହୋଇଛନ୍ତି ଶ୍ରଦ୍ଧାଳୁ। ଆଜି ସକାଳୁ ମଙ୍ଗଳ ଆଳତିଠାରୁ ବନ୍ଦ…

Continue reading
ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ୩ ମୃତ

ମାଲକାନଗିରି : ବସ୍‌ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ମାଲକାନଗିରି ଜିଲ୍ଲା ଏମଭି ୭ ଗାଁ ନିକଟରେ ୩୨୬ ନମ୍ବର ଜାତୀୟ ରାଜପଥରେ ଆଜି ସନ୍ଧ୍ୟାରେ ଘଟିଛି ଏହି ଦୁର୍ଘଟଣା। ବସଟି ମାଲକାନଗିରିରୁ…

Continue reading
ମଧ୍ୟାହ୍ନ ଭୋଜନ ଖାଇ ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଆଜି ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରାଜ୍ୟର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଘଟିଛି ଏହି ଘଟଣା। ଗୋଟିଏ କନ୍ଧମାଳ ଓ ଅନ୍ୟଟି ବଲାଙ୍ଗିର…

Continue reading
ଲିଙ୍ଗରାଜ ମନ୍ଦିର ମାସକରେ କିଣିଛି ୪୨ଲିଟର ଓମଫେଡ୍‍ ଘିଅ

ଭୁବନେଶ୍ୱର : ରାଜ୍ୟର ମନ୍ଦିରଗୁଡିକ ଶୁଦ୍ଧ ଘିଅ ବ୍ୟବହାର ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେବା ସହିତ ଓମଫେଡ୍‍ ଘିଅ କିଣିବାକୁ ପରାମର୍ଶ ଦେଇଛନ୍ତି । ତଦନୁଯାୟୀ ଦେବାଳୟଗୁଡିକ ଓମଫେଡ୍‍ ଘିଅ ଖରିଦ କରୁଛନ୍ତି । ଗତ ମାସକ ମଧ୍ୟରେ ଲିଙ୍ଗରାଜ…

Continue reading