ବାଇକକୁ ଧକ୍କା ଦେଇ ଚମ୍ପଟ ମାରିବା ବେଳେ କାରରେ ନିଆଁ ଲାଗିଲା
ବାଇକ୍କୁ ଧକ୍କା ଦେଇ ଚମ୍ପଟ ମାରିବା ବେଳେ କାର୍ରେ ଲାଗିଲା ନିଆଁ। ଜୀବନ ବିକଳରେ ଗାଡ଼ି ଛାଡ଼ି ଚମ୍ପଟ ମାରିଲେ କାର୍ ଚାଳକ ଓ ତାଙ୍କ ସାଥୀ। ଆଜି ଏପରି ଦୁର୍ଘଟଣା ସୁବର୍ଣ୍ଣପୁର ଜିଲ୍ଲାରେ ଘଟିଛି। ନିଆଁ ଲିଭିବା ପରେ ପୁଲିସ୍…
ବାଇକ୍କୁ ଧକ୍କା ଦେଇ ଚମ୍ପଟ ମାରିବା ବେଳେ କାର୍ରେ ଲାଗିଲା ନିଆଁ। ଜୀବନ ବିକଳରେ ଗାଡ଼ି ଛାଡ଼ି ଚମ୍ପଟ ମାରିଲେ କାର୍ ଚାଳକ ଓ ତାଙ୍କ ସାଥୀ। ଆଜି ଏପରି ଦୁର୍ଘଟଣା ସୁବର୍ଣ୍ଣପୁର ଜିଲ୍ଲାରେ ଘଟିଛି। ନିଆଁ ଲିଭିବା ପରେ ପୁଲିସ୍…
ଝଟକିଲା ନୂଆ ନ୍ୟାୟିକ କୋଠା। ଚାରି ଦଶନ୍ଧି ପରେ ଚମକିଲା ଭୁବନେଶ୍ୱର ନୂଆ ଜୁଡିସିଆଲ୍ କମ୍ପ୍ଲେକ୍ସ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କରକମଳରେ ଲୋକାର୍ପିତ ହୋଇଛି ଭବ୍ୟ କୋଠା। ରାଜ୍ୟପାଳ ରଘୁବର ଦାସ, ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ…
ଚଳିତବର୍ଷ ଅକ୍ଟୋବର ମାସ ଶେଷସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ମୁଣ୍ଡରେ ୨୦୧୭୭ଟଙ୍କାର ଋଣବୋଝ ରହିଛି । କିନ୍ତୁ ଏହି ଋଣବୋଝ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଯଥେଷ୍ଟ କମ୍ । ତେଣୁ ରାଜ୍ୟର ଋଣଭାର ଓ ମୁଣ୍ଡପିଛା ଋଣକୁ ନେଇ ବିଧାୟକମାନେ ଚିନ୍ତା…
ନୂଆଦିଲ୍ଲୀ: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଦେଶର ସେନା କ୍ଷମତାଚ୍ୟୁତ କରିବା ପରେ ଭାରତ ସହିତ ବାଂଲାଦେଶର ସମ୍ପର୍କ ଖରାପ ହୋଇଛି। ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କ ଉପରେ ଅତ୍ୟାଚାର ବୃଦ୍ଧି ପାଇଛି ଏବଂ ଭାରତ ପ୍ରତି ବାଂଲାଦେଶ ଲୋକମାନଙ୍କର ଆକ୍ରୋଶମୂଳକ ବ୍ୟବହାର…
ଛତରପୁର: ମଧ୍ୟପ୍ରଦେଶର ଛତରପୁର ଜିଲାରେ ଜଣେ ଦ୍ୱାଦଶ ଶ୍ରେଣୀ ଛାତ୍ର ସ୍କୁଲ ପ୍ରିନ୍ସିପାଲ୍ଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏଥିସହିତ ଛାତ୍ର ଜଣକ ତାଙ୍କ ସହଯୋଗୀଙ୍କ ସହ ମିଶି ପ୍ରିନ୍ସିପାଲ୍ ଏସ୍.କେ. ସାକ୍ସେନା (୫୫)ଙ୍କ ସ୍କୁଟର ନେଇ ପଳାଇଛନ୍ତି। ସ୍କୁଲ କ୍ୟାମ୍ପସ୍ରେ ଶୁକ୍ରବାର…
ନୂଆଦିଲ୍ଲୀ: ପାକିସ୍ତାନରେ ଶହୀଦ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟକୁ ନେଇ ଭାରତ ଇସ୍ଲାମାବାଦ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ଲୋକ ସଭାରେ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତିବର୍ଦ୍ଧନ ସିଂ ଏହା ଜଣାଇଛନ୍ତି। ସାଂସ୍କୃତିକ ଐତିହ୍ୟ ଉପରେ ଆକ୍ରମଣ ଏବଂ ପାକିସ୍ତାନରେ ସଂଖ୍ୟାଲଘୁଙ୍କ…
ପାରଳାଖେମୁଣ୍ଡି: ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ବିଶ୍ବହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ପକ୍ଷରୁ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଓ ମଠମନ୍ଦିର ଭଙ୍ଗାରୁଜାକୁ ବିରୋଧ କରାଯାଇଛି। ସର୍ବଭାରତୀୟ ହିନ୍ଦୁ ଜାଗରଣ ମଞ୍ଚର ଆହ୍ବାନରେ ଏକ ବିକ୍ଷୋଭ ଶୋଭାଯାତ୍ରା…
ଭୁବନେଶ୍ୱର: ବିଧାନସଭାରେ ଶୁକ୍ରବାର ପାରିତ ହୋଇଛି ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍-୨୦୨୪ । ପରୀକ୍ଷାରେ ଅନିୟମିତତା ସହ ତ୍ରୁଟି ରୋକିବାକୁ ରାଜ୍ୟ ସରକାର ଏହି ବିଲ୍ ଆଣିଛନ୍ତି। ନୂଆ ବିଲ୍ରେ କଠୋର ଦଣ୍ଡବିଧାନ ସହ ଜରିମାନା ବ୍ୟବସ୍ଥା ରହିଛି। ଯଦି କୌଣସି…
ଉତ୍ତରପ୍ରଦେଶର କାନପୁରରେ ଜଣେ କଲେଜ ଛାତ୍ରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ହତ୍ୟା କାଣ୍ଡ ଛାତ୍ରୀଙ୍କ ଘରେ ଘଟିଥିବାରୁ ଏହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହା ଏକ ଅନର କିଲିଂ(ସମ୍ମାନ ପାଇଁ ହତ୍ୟା) ବୋଲି ସନ୍ଦେହ କରାଯାଉଛି। ମୃତ ଛାତ୍ରୀଙ୍କ…
ଭୁବନେଶ୍ବର: ପୋଲାଭରମ୍ ପ୍ରସଙ୍ଗ ନେଇ କଂଗ୍ରେସ ପକ୍ଷରୁ ସରକାରଙ୍କୁ ପ୍ରଶ୍ନ କରାଯାଇଛି। ବିଧାନସଭାରେ ମୁଲତବୀ ପ୍ରସ୍ତାବ ଅଗ୍ରାହ୍ୟ ହେବାରୁ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ପୋଲାଭରମ୍ ପ୍ରସଙ୍ଗରେ ଓଡ଼ିଶା ବୁଡୁଥିବାବେଳେ, ଆନ୍ଧ୍ରପ୍ରଦେଶ ହସୁଛି । କିନ୍ତୁ ଓଡ଼ିଶା ସରକାର ନୀରବତା…