ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି: ମୁଖ୍ୟମନ୍ତ୍ରୀ

ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି। ୨୫ରୁ ୩୦ ଲକ୍ଷରେ ବିକ୍ରି ହେଉଥିଲା ASO ଚାକିରି। ଆଜି ବିଧାନସଭାରେ ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍‌ ଆଗତ କରି ଏଭଳି ସାଂଘାତିିକ ବୟାନ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି,…

Continue reading
ବିଧାନସଭାରେ ‘ପୋଲାଭରମ’ଝଡ଼

ବିଧାନସଭାରେ ଆଜି ‘ପୋଲାଭରମ ପ୍ରକଳ୍ପ’କୁ ନେଇ ବିରୋଧୀ ଓ ଶାସକ ସଭ୍ୟ ମୁହାଁମୁହିଁ ହୋଇଛନ୍ତି । ବିରୋଧୀ କଂଗ୍ରେସ ସହ ସ୍ୱର ମିଳାଇ ବିଜେଡି ଆଜି ଗୃହରେ ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗରେ ମୁଲତବୀ ଆଲୋଚନା ଦାବି କରି ଗୃହରେ ହଟ୍ଟଗୋଳ କରିବାରୁ…

Continue reading
ଶପଥଗ୍ରହଣ ପରେ ଫଡନାବୀସଙ୍କ ପ୍ରଥମ ନିଷ୍ପତ୍ତି

ନୂଆଦିଲ୍ଲୀ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଅସ୍ଥିମଜ୍ଜା ପ୍ରତିରୋପଣ ଅପେକ୍ଷାରେ ଥିବା ରୋଗୀଙ୍କୁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଏକ ପ୍ରସ୍ତାବରେ…

Continue reading
ଆଇନ ବ୍ୟବସ୍ଥାକୁ ସହଜ କରିପାରିଲେ ଗରିବ ଲୋକ ଉପକୃତ ହେବେ: ରାଷ୍ଟ୍ରପତି

ଭୁବନେଶ୍ବର: ନ୍ୟାୟ ମିଳିବାରେ ବିଳମ୍ବ ହେଲେ ନ୍ୟାୟ ନମିଳିବା ଭଳି ଅନୁଭବ ହୋଇଥାଏ। ନ୍ୟାୟିକ ବ୍ୟବସ୍ଥାରେ ଗରିବ ଲୋକମାନେ ଅଧିକ କଷ୍ଟ ଭୋଗୁଛନ୍ତି। ବାରମ୍ବାର କୋର୍ଟକୁ ଯିବା ପାଇଁ ସେମାନଙ୍କର ଲୋକବଳ ଓ ଅର୍ଥ ବଳ ନଥାଏ। ତେଣୁ ଗରିବ ଲୋକମାନେ…

Continue reading
ୟୁରୋପୀୟ ‘ପ୍ରୋବା -୩’ ମିଶନ ଲଞ୍ଚ୍ କଲା ଇସ୍ରୋ

ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଛୁଇଁଲା ଆଉ ଏକ ମାଇଲଖୁଣ୍ଟ। ଗୁରୁବାର ୟୁରୋପୀୟ ସ୍ପେସ୍ ଏଜେନ୍ସି (ESA)ର ‘ପ୍ରୋବା -୩’ ମିଶନକୁ ସଫଳତାର ସହ ଉତକ୍ଷେପଣ କରିଛି ଇସ୍ରୋ। ଆଜି ଅପରାହ୍ନ ୪:୦୪ ସମୟରେ ଆନ୍ଧ୍ର ପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ…

Continue reading
୧୨,୧୫୬ କୋଟିର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ଗୃହୀତ

ଭୁବନେଶ୍ୱର: ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷର ୧୨,୧୫୬ କୋଟିର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ବାଚିନିକ ଭୋଟ୍‌ରେ ଗୃହୀତ ହୋଇଛି। ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ତାହା ଧାର୍ଯ୍ୟ ଅବଧି ଭିତରେ ଖର୍ଚ୍ଚ ହେବ। ଏଥିରେ ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ନାରୀ…

Continue reading
ଭୁବନେଶ୍ୱରଠାରେ ନ୍ୟାୟିକ ଅଦାଲତ ପରିସରକୁ ଉଦଘାଟନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱରଠାରେ ନୂତନ ନ୍ୟାୟିକ ଅଦାଲତର ନବନିର୍ମିତ ଭବନକୁ ଉଦଘାଟନ କରିଛନ୍ତି। ଏହି ଉପଲକ୍ଷେ ଆୟୋଜିତ ସମାବେଶକୁ ଉଦ୍‌ବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି, ଠିକ୍ ସମୟରେ ନ୍ୟାୟ ନମିଳିବା ଅନ୍ୟାୟ ସହିତ ସମାନ। ବିଚାର…

Continue reading
ଫଡନଭୀସ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ; ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ଓ ଅଜିତ୍‌

ମୁମ୍ବାଇ: ସବୁ କଳ୍ପନାଜଳ୍ପନାର ଶେଷ ହୋଇଛି। ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦେବେନ୍ଦ୍ର ଫଡନଭୀସ। ଏଥିସହ ବ୍ୟକ୍ତିଗତ ଭାବେ ତୃତୀୟ ଥର ପାଇଁ ସେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସେହିପରି ରାଜ୍ୟର ଦୁଇ ଉପମୁଖ୍ୟମନ୍ତ୍ରୀ ଭାବେ ଏକନାଥ ଶିନ୍ଦେ…

Continue reading
ବଡ଼ ଖବର : ଓଡ଼ିଶାର ଏହି ଜିଲ୍ଲାରେ ଅଛି ସୁନା ଖଣି

ଭୁବନେଶ୍ୱର: ଓଡିଶା ମାଟି ଖଣିଜ ସମ୍ପଦ ଭରା ହୋଇଥିବା ବେଳେ ରାଜ୍ୟର ଦୁଇଟି ଜିଲାରେ ସୁନାର ସନ୍ଧାନ ମିଳିଛି। ଏନେଇ ଇସ୍ପାତ ଏବଂ ଖଣିଜ ସମ୍ପଦ ମନ୍ତ୍ରୀ ବିଭୁତି ଭୂଷଣ ଜେନା ବିଧାନସଭାରେ ସୂଚନା ଦେଇଛନ୍ତି। ଜଳେଶ୍ୱର ବିଧାୟକ ଅଶ୍ବିନୀ କୁମାର…

Continue reading
ବାଘ ଆକ୍ରମଣରେ ଯୁବକ ମୃତ୍ୟୁ

ନବରଙ୍ଗପୁର ଜିଲା ଓଡ଼ିଶା ଛତିଶଗଡ଼ ସୀମାନ୍ତ କାଁକେର ବନଖଣ୍ଡ ଅଧୀନ କୋଦାଗାଁ ଅଞ୍ଚଳରେ ବାଘ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋଦାଗାଁ ବଜାରପାରା ନିବାସୀ ଦ୍ୱାରକା ଦେଉରି। ବୁଧବାର ସନ୍ଧ୍ୟା ପ୍ରାୟ ୭ଟା୩୦ରେ ବଜାର କାମ ସାରି…

Continue reading