ବଦନାମ କରିବାକୁ ଆଳୁର କୃତ୍ରିମ ଅଭାବ କଲେ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଏବେ ଆଳୁ ଦର ୫୦ । ଯାହାକୁ ନେଇ ଖାଉଟିଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ଏହାରି ଭିତରେ ରାଜ୍ୟରେ ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି ।…

Continue reading
ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଫଡନାବିସ

ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ତୃତୀୟ ଥର ପାଇଁ ଆଜି ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡନାଭିସ। ମୁମ୍ବାଇ ଆଜାଦ ମୈଦାନରେ ସନ୍ଧ୍ୟାରେ ହେବ ଶପଥ ଗ୍ରହଣ ସମାରୋହ। ତାଙ୍କ ସହ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ସୂଚନା…

Continue reading
ଷ୍ଟେସନରୁ ୬୦ କେଜି ରୁପା ଜବତ

ରାଉରକେଲା :ରାଉରକେଲା ରେଳ ଷ୍ଟେସନରୁ ଜବତ ହେଲା ୬୦ କେଜି ରୁପା ଅଳଙ୍କାର। ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଜିଆରପି। ଅଟକ ବ୍ୟକ୍ତି ଜଣଙ୍କ ହେଲେ ଚନ୍ଦନ କୁମାର। ଚନ୍ଦନ ବିପୁଳ ପରିମାଣରେ ରୁପା ଅଳଙ୍କାର ନେଇ ଯାଉଥିବା…

Continue reading
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ। ଆଜି ରାଜଧାନୀ ଭୁବନେଶ୍ୱରରେ ରାଷ୍ଟ୍ରପତିଙ୍କର ଅନେକ କାର୍ୟ୍ୟକ୍ରମ ରହିଛି। ଓୟୁଏଟିର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିସହ ନୂତନ ଜୁଡିସିଆଲ୍ କୋର୍ଟ…

Continue reading
ଅନାସ୍ଥାରେ ହାରିଲେ ଫ୍ରାନ୍ସ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଫ୍ରାନ୍ସ ପ୍ରଧାନମନ୍ତ୍ରୀ ମାଇକେଲ ବର୍ନିଅର ଅନାସ୍ଥା ଭୋଟରେ ହାରିଯାଇଛନ୍ତି। ଫଳରେ ତାଙ୍କୁ ପ୍ରଧାନମନ୍ତ୍ରୀ ପଦ ହରାଇବାକୁ ପଡ଼ିବ। ଗୁରୁବାର ଫ୍ରାନ୍ସ ସଂସଦରେ ଅନାସ୍ଥା ଭୋଟ ହୋଇଥିଲା। ଅନାସ୍ଥାରେ ବିଜୟୀ ହେବା ଲାଗି ବର୍ନିଅରଙ୍କୁ ୨୮୮ ଭୋଟ ଆବଶ୍ୟକ ଥିଲା। କିନ୍ତୁ…

Continue reading
ସରକାରୀ ଜମିରେ ଘର ହୋଇଥିଲେ ଚଢିବ ବୁଲ୍‌ଡୋଜର

ଭୁବନେଶ୍ୱର: ଯେଉଁମାନେ ସରକାରୀ ଜମିକୁ ଜବର ଦଖଲ କରି ବଡ଼ ଅଟାଳିକା କରିଛନ୍ତି, ହାଇକୋର୍ଟ ରହିତାଦେଶ ଉଠିବା ପରେ ଚଢ଼ିବ ବୁଲଡଜର। ରାଜସ୍ୱ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି। ଗରିବଙ୍କୁ ପଟ୍ଟା…

Continue reading
ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଲେ ହିମନ୍ତ

ନୂଆଦିଲ୍ଲୀ: ଆସାମ ସରକାରଙ୍କ ବଡ଼ ନିଷ୍ପତ୍ତି। ରାଜ୍ୟରେ ରେଷ୍ଟୁରାଣ୍ଟ, ହୋଟେଲ ଏବଂ ସର୍ବସାଧାରଣ ସ୍ଥାନରେ ଗୋ’ମାଂସ ଉପରେ ଲାଗିଛି ସଂପୂର୍ଣ୍ଣ ପ୍ରତିବନ୍ଧକ। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ନିଜେ ଏହି ଘୋଷଣା କରିଛନ୍ତି। ପୂର୍ବରୁ ରାଜ୍ୟ ବିଧାନସଭାରେ ଗୋ’ମାଂସ ଉପରେ ପ୍ରତିବନ୍ଧକ…

Continue reading
ଜୁନିୟର ହକି ଏସିଆ କପ୍: ଜିତିଲା ଭାରତ

ନୂଆଦିଲ୍ଲୀ: ପୁରୁଷ ଜୁନିୟର ହକି ଏସିଆ କପ୍ ଫାଇନାଲରେ ଧୂଳି ଚାଟିଲା ପାକିସ୍ତାନ। ଚୀର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୫-୩ ଗୋଲରେ ମାତ ଦେଇ ରେକର୍ଡ ପଞ୍ଚମ ଥର ପାଇଁ ଜୁନିୟର ହକି ଏସିଆ କପ୍ ଟାଇଟଲ୍ ହାତେଇଛି ଟିମ୍ ଇଣ୍ଡିଆ। ଭାରତ…

Continue reading
ପୁରୁଷଙ୍କର ଋତୁସ୍ରାବ ହୁଅନ୍ତା କି?

ନୂଆଦିଲ୍ଲୀ:ମଧ୍ୟପ୍ରଦେଶର ଜଣେ ମହିଳା ବିଚାରପତି ତାଙ୍କ ପ୍ରଦର୍ଶନ ଯୋଗୁ ବରଖାସ୍ତ ହୋଇଥିଲେ। ଏହା ଏଭଳି ଏକ ସମୟରେ ଘଟିଛି ଯେତେବେଳେ ମହିଳା ବିଚାରପତି ଏକ ଗର୍ଭପାତ ମାମଲା‌ର ଯ‌ାଞ୍ଚ୍‌ କରୁଥିଲେ | ଜଜ୍ ଗର୍ଭବତୀଙ୍କର ଅବସ୍ଥାର ମଧ୍ୟ ଯତ୍ନ ନିଆଯାଇ ନ…

Continue reading
ମହୋଦଧିରେ ବିଶ୍ୱ ଦେଖିଲା ଭାରତୀୟ ନୌସେନାର ମହାପରାକ୍ରମ

ମହୋଦଧିରେ ବିଶ୍ୱ ଦେଖିଲା ଭାରତୀୟ ନୌସେନାର ବଳ। ନୌସେନା ଦିବସରେ ଓଡ଼ିଶାରେ ଲେଖାହେଲା ଉତ୍ସବର ନୂଆ ଇତିହାସ। ରାଷ୍ଟ୍ରପତିଙ୍କ ସାମ୍ନାରେ ୧୫ ଯୁଦ୍ଧ ଜାହାଜ, ୩୭ ଏୟାରକ୍ରାଫ୍ଟ ଓ ୩୫ ଶହରୁ ଅଧିକ ନୌବୀରଙ୍କ ଦୁର୍ଦ୍ଧର୍ଷ ରଣକୌଶଳ ଦେଖି ତାଜୁବ ଦୁନିଆ।…

Continue reading