ବଡ଼ଦାଣ୍ଡରେ ଚାଲିଲେ ରାଷ୍ଟ୍ରପତି
ପୁରୀ: ଶ୍ରୀମନ୍ଦରିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶ୍ରୀଜିଉଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି ରାଷ୍ଟ୍ରପତି । ବଡ଼ଦାଣ୍ଡରେ ଚାଲି ଚାଲି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମହାମହିମ । ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…















