ଆଜି ନୌସେନା ଦିବସ
ଭୁବନେଶ୍ୱର: ଆଜି ନୌସେନା ଦିବସ। ପୁରୀ ସମୁଦ୍ରର ଅଥଳ ଜଳରାଶିରେ ରଣ କୌଶଳ ଦେଖାଇବେ ନୌବୀର। ନୌସେନାର ଏହି ପରାକ୍ରମକୁ ଦେଖିବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଏଥିପାଇଁ ପୁରୀ ବ୍ଲୁ ଫ୍ଲାଗ ବିଚରେ ସମସ୍ତ ପ୍ରସ୍ତୁତି ସରିଛି। ଜଳ, ସ୍ଥଳ ଓ…
ଭୁବନେଶ୍ୱର: ଆଜି ନୌସେନା ଦିବସ। ପୁରୀ ସମୁଦ୍ରର ଅଥଳ ଜଳରାଶିରେ ରଣ କୌଶଳ ଦେଖାଇବେ ନୌବୀର। ନୌସେନାର ଏହି ପରାକ୍ରମକୁ ଦେଖିବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଏଥିପାଇଁ ପୁରୀ ବ୍ଲୁ ଫ୍ଲାଗ ବିଚରେ ସମସ୍ତ ପ୍ରସ୍ତୁତି ସରିଛି। ଜଳ, ସ୍ଥଳ ଓ…
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ମହଗାଁ ବ୍ରିଜ ନିକଟରେ କାର୍ ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଗତ ବିଳମ୍ବିତ ରାତିରେ ଦୁଇ ଯୁବକ ଏକ…
ଦକ୍ଷିଣ କୋରିଆ ରାଷ୍ଟ୍ରପତି ୟୁନ୍ ସୁକ୍ ୟୋଲ ଦେଶରେ ଜରୁରିକାଳୀନ ସାମରିକ ଆଇନ ଘୋଷଣା କରିଛନ୍ତି। ଦେଶର ବଜେଟ ବିଲକୁ ନେଇ ସଂସଦରେ ଜାରି ରହିଥିବା ଅଚଳାବସ୍ଥା ମଧ୍ୟରେ ରାଷ୍ଟ୍ରପତି ୟୋଲ ଏମର୍ଜେନ୍ସି ଲାଗୁ କରିଛନ୍ତି। ଉତ୍ତର କୋରିଆର କମ୍ୟୁନିଷ୍ଟ ବାହିନୀ…
ଆନ୍ଦୋଳନରୁ ଓହରିଲେ ପଶ୍ଚିମବଙ୍ଗ ଆଳୁ ବ୍ୟବସାୟୀ। କୃଷି ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ। ଶୀତଳଭଣ୍ଡାର କର୍ମଚାରୀ ମଧ୍ୟ ଆନ୍ଦୋଳନରୁ ଓହରିଲେ। ଆସନ୍ତାକାଲିଠୁ ଶୀତଳ ଭଣ୍ଡାରରୁ ପୂର୍ବପରି ଆଳୁ ବାହାରକୁ ଆସିବ ବୋଲି ସମ୍ଭାବନା କରାଯାଉଛି। ହୋଲସେଲ୍ ଓ ରିଟେଲ…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଗଷ୍ଟ ମାସରେ ବିଧାନସଭାରେ ଯେଉଁ କମ୍ପାନୀକୁ କଳା ତାଲିକା ଭୁକ୍ତ ହୋଇଥିବା ସଚୂ ନା ଦେଇଥିଲେ, ସେହି କମ୍ପାନୀକୁ ରାଜ୍ୟ ସରକାର ଅକ୍ଟୋବର ମାସରେ ୩୦୦ କୋଟି ଟଙ୍କାର କାମ ଦେଇଛନ୍ତି, ଯାହା…
ବିଧାୟକଙ୍କ ଦରମା ଏବଂ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ ବିଧାନସଭାରେ ଦାବି। ଗୃହରେ ଦାବି ଉଠାଇଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ବଜାର ଦରଦାମ ଏବଂ ସ୍ୱାସ୍ଥ୍ୟଗତ ଖର୍ଚ୍ଚର ଉଦାହରଣ ଦେଇ ଦରମା ଓ ପେନସନ ବୃଦ୍ଧି…
ଏଲଏସିରେ ଦୀର୍ଘ ଦିନ ଧରି ଭାରତ ଓ ଚାଇନା ମଧ୍ୟରେ ତିକ୍ତତା ଚାଲିଥିବା ବେଳେ ନିକଟରେ ଦୁଇଟି ପଏଣ୍ଟରେ ସେନା ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇଛି। ସେହିପରି ଦୁଇ ଦେଶ ପରସ୍ପର ସହ ଆଲୋଚନା କରି ବିବାଦୀୟ ସ୍ଥଳରେ ପ୍ୟାଟ୍ରୋଲିଂ ମଧ୍ୟ…
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ବଲିଉଡ୍ ଫିଲ୍ମ ପ୍ରଯୋଜକ ଏକତା କପୁର। ଓଡ଼ିଶା ବିଧାନସଭାରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ‘ଦି ସାବରମତି ରିପୋର୍ଟ’ ଦେଖିବା ପାଇଁ ନିମନ୍ତ୍ରଣ କରିଛନ୍ତି। ଏଥିସହ ରାଜ୍ୟ ସରକାର ‘ଦି ସାବରମତି ରିପୋର୍ଟ’ ଫିଲ୍ମକୁ…
ଅଲ୍ଚିକ୍ ଭାଷାର ଶ୍ରଷ୍ଠା ହେଉଛନ୍ତି ପଣ୍ଡିତ ରଘୁନାଥ ମୁର୍ମୁ। ଆଜି ତାଙ୍କ ପ୍ରତିମୂର୍ତ୍ତି ରାଜଧାନୀ ଭୁବନେଶ୍ୱରେ ଲୋକାର୍ପିତ ହୋଇଛି। ମହାମହୀମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ କରିଛନ୍ତି। ଆନ୍ତକାଲି ମହାମହୀମ ଶ୍ରୀକ୍ଷେତ୍ର ଯିବେ। ଆଜି ଅପରାହ୍ନରେ…
ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ ରହିବ। ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌସେନା ଦିବସ ପାଳନ ହେବାକୁ ଥିବାରୁ ସବୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ପୁରୀ ଜିଲ୍ଲା ପ୍ରଶାସନ। ପୁରୀ ପୌରପାଳିକାରେ ଥିବା ସମସ୍ତ ସରକାରୀ ଓ…