ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଟାସ୍କ ଫୋର୍ସ

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଆଜି ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି…

Continue reading
ଗାଜର ଜୁସ ଓ ଅନେକ ଫାଇଦା , ଜାଣନ୍ତୁ

ଶୀତଋତୁରେ ଅନେକ ପନିପରିବା ମିଳେ। ଏସବୁ ପନିପରିବା ସ୍ୱାସ୍ଥ୍ୟ ପାଇଁ ବେଶ୍ ଉପକାରୀ। ସେଥିମଧ୍ୟରୁ ଗାଜର ଅନ୍ୟତମ। ଗାଜରରୁ ଭିଟାମିନ୍ ଏ, ଫାଇବର, ଭିଟାମିନ୍ କେ1, ପୋଟାସିୟମ୍ ଏବଂ ଆଣ୍ଟିଅକ୍ସିଡାଣ୍ଟ ମିଳିଥାଏ। ଏହାକୁ ଖାଇବା ଦ୍ୱାରା ଅନେକ ସୁଫଳ ମିଳିଥାଏ। ଖଣ୍ଡ…

Continue reading
ଶୀତ ଦିନେ ଗରମ ପାଣିରେ ଗାଧୋଇବା କେତେ ଠିକ୍?

ଶୀତଦିନେ ଅନେକ ଲୋକ ଗରମ ପାଣିରେ ଗାଧୋଇବାକୁ ପସନ୍ଦ କରନ୍ତି। କାହିଁକି ନା ଧାରଣା ଅଛି ଯେ ଗରମ ପାଣିରେ ଗାଧୋଇବା ଦ୍ୱାରା ଶରୀର ସତେଜ ହୋଇଥାଏ ଏବଂ ଅତ୍ୟଧିକ ଥାଣ୍ଡାରୁ ଆରାମ ମିଳିଥାଏ। ବାସ୍ତବରେ ଗରମ ପାଣିରେ ଗାଧୋଇବା ଦ୍ୱାରା…

Continue reading
ପଇଡ଼ ପାଣିର ଫାଇଦା ଜାଣନ୍ତି କି?

ଖରା ଦିନରେ ପଇଡ଼ ପାଣି ବେଶ୍ ଉପକାରୀ ଜାଣିଥିବେ ନିଶ୍ଚୟ, କିନ୍ତୁ ଏହା ଶୀତଋତୁରେ ବି ସ୍ୱାସ୍ଥ୍ୟ ପାଇଁ ଉପକାରୀ ବୋଲି ଜାଣନ୍ତି କି? ଅନେକ ଲୋକ ଭାବନ୍ତି ଯେ ଶୀତଦିନେ ପଇଡ଼ ପାଣି ପିଇବା ଶରୀର ପାଇଁ କ୍ଷତିକାରକ ହୋଇପାରେ,…

Continue reading
ଡିଭାଇଡରରେ ପିଟି ହୋଇ ସ୍କୁଟରକୁ ଧକ୍କା ଦେଲା SUV

ବେପରୁଆ ଗାଡ଼ି ଚାଳନା ଆଉ ଦୁଇ ନିରୀହ ଜୀବନ ନେଇଯାଇଛି। ମଦ ପିଇ ଏକ SUV ଡ୍ରାଇଭର ଡିଭାଇଡରରେ ବାଡ଼େଇ ହେବା ପରେ ଏକ ସ୍କୁଟରକୁ ଧକ୍କା ଦେଇଛନ୍ତି। ଫଳରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। SUV ଡ୍ରାଇଭରଙ୍କୁ ଗିରଫ…

Continue reading
ଅନ୍ୟ ଜାତିରେ ବିବାହ କରିବାରୁ ଭଉଣୀକୁ ହତ୍ୟା କଲେ

ଜଣେ ମହିଳା କନଷ୍ଟେବଳଙ୍କୁ ତାଙ୍କ ଭାଇ ଅତି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ତେଲାଙ୍ଗାନାର ରେଙ୍ଗା ରେଡ୍ଡୀ ଜିଲ୍ଲାରେ ଏହି ହତ୍ୟାକାଣ୍ଡ ଘଟିଛି। ଅନ୍ୟ ଜାତିରେ ବିବାହ କରିବା କାରଣରୁ ଭଉଣୀକୁ ଭାଇ ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ…

Continue reading
ସଂସଦରେ ସମ୍ବିଧାନ ଉପରେ ବିତର୍କ ହେବ

ସଂସଦକୁ ଆସିବ ସମ୍ବିଧାନ ପ୍ରସଙ୍ଗ। ସମ୍ବିଧାନ ଉପରେ ବିତର୍କ ପାଇଁ ଲୋକସଭା ଓ ରାଜ୍ୟସଭାର ସମସ୍ତ ବିରୋଧୀ ଓ ଶାସକ ଦଳର ସାଂସଦମାନେ ଏକମତ ହୋଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଗଣମାଧ୍ୟମକୁ ଦେଇଥିବା ସୂଚନା ଅନୁସାରେ ଡିସେମ୍ବର ୧୩ରୁ…

Continue reading
ଯାତ୍ରାରେ ବଢୁଛି ଅଶ୍ଳୀଳତା, କାର୍ଯ୍ୟାନୁଷ୍ଠାନ ଦାବି କଲେ ବିଧାୟକ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଯାତ୍ରା ପାର୍ଟି ପକ୍ଷରୁ ଲୋକମାନଙ୍କୁ ଆକୃଷ୍ଟ କରିବା ପାଇଁ ଚର୍ଚ୍ଚିତ ଅଭିନେତ୍ରୀମାନଙ୍କୁ ଡାକି ନଚାଉଛନ୍ତି। କିନ୍ତୁ କିଛି ସ୍ଥାନରେ ଦେଖିବାକୁ ମିଳୁଛି କି କଳାକାରମାନେ ଉନ୍ମୁକ୍ତ ନାଚ ପ୍ରଦର୍ଶନ କରି ଅଶ୍ଲୀଳତାର ସୀମା ପାର କରୁଛନ୍ତି। ସୋମବାର…

Continue reading
କୃଷକଙ୍କ ‘ଦିଲ୍ଲୀ ଚଲୋ’ ଯାତ୍ରା ସ୍ଥଗିତ

ଦିଲ୍ଲୀ ଚଲୋ’ ଯାତ୍ରା ସ୍ଥଗିତ ରଖିଛନ୍ତି କୃଷକ। ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିବା କୃଷକମାନେ ‘ଦିଲ୍ଲୀ ଚଲୋ’ ଯାତ୍ରା ସ୍ଥଗିତ ରଖିବାକୁ ରାଜି ହୋଇଛନ୍ତି। ଆଜି ଦିଲ୍ଲୀ-ନୋଏଡା ସୀମା ଏବଂ ଯମୁନା ଏକ୍ସପ୍ରେସୱେରେ ନୋଏଡା ପ୍ରଶାସନ ଏବଂ କୃଷକଙ୍କ ମଧ୍ୟରେ…

Continue reading
ବାତ୍ୟା ପରେ ବନ୍ୟା ସ୍ଥିତି, ରାସ୍ତାରେ ଭାସୁଛି ବସ୍

ବାତ୍ୟା ‘ଫେଙ୍ଗଲ୍’ ଶନିବାର ରାତିରେ ତାମିଲନାଡ଼ୁ ଓ ପୁଡୁଚେରୀ ଉପକୂଳ ଅତିକ୍ରମ କରିସାରିଛି। ହେଲେ ଉଭୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଯାହା ଭୟଙ୍କର ବନ୍ୟାର ରୂପ ନେଲାଣି। ତେବେ ତାମିଲନାଡ଼ୁର କ୍ରିଷ୍ଣାଗିରି ଜିଲ୍ଲା ଗତ…

Continue reading