ଏମ୍‌କେସିଜିରେ ପୁଣି ଜୁନିୟର୍‌ଙ୍କୁ ରାଗିଂ

ବ୍ରହ୍ମପୁର: ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍‌ପିଟାଲରେରେ ପୁଣି ରାଗିଂ ଅଭିଯୋଗ । ଏମ୍‌ବିବିଏସ୍‌ ସିନିୟର ପିଲାମାନେ ଜୁନିୟରଙ୍କୁ ରାଗିଂ କରିଥିବା ନ୍ୟାସନାଲ ମେଡିକାଲ କାଉନ୍‌ସିଲ୍‌ ଆଣ୍ଟି ରାଗିଂ ସେଲ୍‌କୁ ଇ-ମେଲରେ ଅଭିଯୋଗ କରିଛନ୍ତି ବିଦ୍ୟାର୍ଥୀ । ଆଣ୍ଟି ରାଗିଂ ସେଲ୍‌…

Continue reading
ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଗୋବରାବେଡା ଗାଁରେ ଶୋଇବା ଘରୁ ଉଦ୍ଧାର ହେଲା ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ । ଯୁବକଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ମୃତକ ଦେବ ପ୍ରସାଦ ନାଏକ ବୋଲି ଜଣା ପଡ଼ିଛି…

Continue reading
ନଭେମ୍ବରରେ ୧.୮୨ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ: ନଭେମ୍ବରରେ ମୋଟ୍‌ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ୮.୫% ବୃଦ୍ଧି ହୋଇ ୧.୮୨ ଲକ୍ଷ କୋଟି ଟଙ୍କା ଛୁଇଁଛି । ଗତ ବର୍ଷ ସମାନ ସମୟରେ ଏହା ୧.୬୮ ଲକ୍ଷ କୋଟି ଟଙ୍କା ରହିଛି । କେନ୍ଦ୍ର…

Continue reading
ଟଳିଲା ସଙ୍କଟ : ୟୁପିରୁ ଓଡିଶାକୁ ଆସିଲା ଆଳୁ

ଭୁବନେଶ୍ବର: ଟଳିଲା ଆଳୁ ସଙ୍କଟ ୟୁପିରୁ ଆସିଲା ଆଳୁ । ବହୁ କସରତ ପରେ ଶେଷରେ ଓଡିଶାରେ ପହଞ୍ଚିଲା ୟୁପି ଆଳୁ । ତେବେ ଆଳୁ ପହଞ୍ଚିବା ପରେ ଆଳୁ ଦର କମିବା ନେଇ ସମ୍ଭାବନା ରହିଛି । ଉତ୍ତରପ୍ରଦେଶରୁ ଆସିଛି…

Continue reading
ଆଜି ପୁଣି ସରଗରମ ହେବ ବିଧାନସଭା

ଭୁବନେଶ୍ବର: ୩ ଦିନ ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା। ୩ ଦିନିିଆ ଓଡ଼ିଶା ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଫେରିଯିବା ପରେ, ଓଡ଼ିଶା ପାଇଛି କଣ ତାହାକୁ ନେଇ…

Continue reading
ପ୍ରେମ କୁମାର ଝା ନୂଆ ବନ୍ୟପ୍ରାଣୀ ପିସିସିଏଫ୍‌

ଭୁବନେଶ୍ୱର : ବରିଷ୍ଠ ଆଇଏଫ୍‌ଏସ୍‌ ଅଫିସର ପ୍ରେମ କୁମାର ଝାଙ୍କୁ ନୂଆ ବନ୍ୟପ୍ରାଣୀ ପିସିସିଏଫ୍‌ ତଥା ରାଜ୍ୟ ବନ ବାହିନୀ ମୁଖ୍ୟ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ରାଜ୍ୟ ପରିବେଶ ନିର୍ଦ୍ଦେଶକ ତଥା ସ୍ୱତନ୍ତ୍ର ସଚିବ ଭାବେ କାର୍ୟ୍ୟ କରୁଥିବା…

Continue reading
ୟୁପିରୁ ଆଜି ଆସିବ ୩୦୦ ଟ୍ରକ୍‌ ଆଳୁ

ଭୁବନେଶ୍ୱର : ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କ ମନମାନି ଯୋଗୁଁ ଓଡ଼ିଶାରେ ବାରମ୍ବାର ଆଳୁ ସଙ୍କଟ ଦେଖାଦେଉଛି। ୫ ମାସ ପରେ ପୁଣି ଥରେ ରାଜ୍ୟରେ ଆଳୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଏହି ସଙ୍କଟ ଟାଳିବାକୁ ମୋହନଙ୍କ ସରକାର ପ୍ଲାନ୍‌-ଖ…

Continue reading
ବିକ୍ରାନ୍ତ ମାସେ ବଲିଉଡରୁ ନେଲେ ଅବସର

ନୂଆଦିଲ୍ଲୀ: ଦ୍ଵାଦଶ ଫେଲ ଚଳଚ୍ଚିତ୍ର କରି ଦର୍ଶକଙ୍କ ପ୍ରଶଂସା ସାଉଁଟିଥିବା ଅଭିନେତା ବିକ୍ରାନ୍ତ ମାସେ ପ୍ରଶଂସକମାନଙ୍କୁ ନିରାଶ କରିଛନ୍ତି। ସମସ୍ତଙ୍କୁ ଆଶ୍ଚର୍ୟ୍ୟଚକିତ କଲା ଭଳି ବଲିଉଡରୁ ଅବସର ନେବା ସମ୍ପର୍କରେ ସେ ଘୋଷଣା କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି…

Continue reading
୪ ତାରିଖ ଯାଏଁ ମେଘୁଆ ପାଗ

ଭୁବନେଶ୍ୱର : ତାମିଲନାଡ଼ୁରେ ବାତ୍ୟା ‘ଫେଙ୍ଗାଲ’ ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିଛି। ଏହାସହିତ ଶୀତ କମିଛି। ଆସନ୍ତା ୪ ତାରିଖ ଯାଏଁ ମେଘୁଆ ପାଗ ଲାଗି ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ…

Continue reading
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ:ଆଜି ହୋଇପାରେ ସ୍ପଷ୍ଟ

ନୂଆଦିଲ୍ଲୀ: କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ? ଏହି ସସପେନସ ଉପରୁ ଆଜି ହଟିପାରେ ପରଦା। ଆଜି ସ୍ପଷ୍ଟ ହୋଇପାରେ ଯେ, କିଏ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିବ ଆଉ କାହାକୁ ମିଳିବ ଗୁରୁ ଦାୟିତ୍ୱ। ସିଏମ୍ ପଦବୀକୁ ନେଇ ଛକାପଞ୍ଝା…

Continue reading