ପୁଣି ଦିଲ୍ଲୀ ରାସ୍ତାକୁ ଓହ୍ଲାଇଲେ କୃଷକ
ନୂଆଦିଲ୍ଲୀ: ପୁଣି ରାସ୍ତାକୁ ଓହ୍ଲାଇଲେ କୃଷକ। ଦେଲେ ଦିଲ୍ଲୀ ଚଲୋ ଡାକରା। ହଜାର ହଜାର ସଂଖ୍ୟାରେ କୃଷକ ନିଜ ଦାବି ନେଇ ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ନଭେମ୍ବର ୨୭ରେ, କୃଷକମାନେ ଗ୍ରେଟର ନୋଏଡା ପ୍ରାଧିକରଣରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ…
ନୂଆଦିଲ୍ଲୀ: ପୁଣି ରାସ୍ତାକୁ ଓହ୍ଲାଇଲେ କୃଷକ। ଦେଲେ ଦିଲ୍ଲୀ ଚଲୋ ଡାକରା। ହଜାର ହଜାର ସଂଖ୍ୟାରେ କୃଷକ ନିଜ ଦାବି ନେଇ ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ନଭେମ୍ବର ୨୭ରେ, କୃଷକମାନେ ଗ୍ରେଟର ନୋଏଡା ପ୍ରାଧିକରଣରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ…
କେନ୍ଦୁଝର :କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଖଣି ଅଧିକାରୀଙ୍କ ସହ ଅନ୍ୟ କର୍ମଚାରୀଙ୍କୁ ପିଟିଲେ ବାଲି ମାଫିଆ। ବାଲି ମାଫିଆଙ୍କ ଆକ୍ରମଣରେ ଖଣି ଅଧିକାରୀ ଗୁରୁତର ଆହତ ହୋଇଛନ୍ତି। ଖଣି ଅଧିକାରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରତ୍ୟେକ…
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ କୋରିଆଁ ନିକଟରେ ସ୍କୁଲ ବସକୁ ଧକ୍କା ଦେଲା ଟ୍ରଲର। ଦୁର୍ଘଟଣାରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ଜଣେ ଶିକ୍ଷକ ମଧ୍ୟ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ…
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ହାତୀ ଆକ୍ରମଣରେ ଗଲା ବନ କର୍ମଚାରୀଙ୍କ ଜୀବନ। ମୃତ ବନ କର୍ମଚାରୀ ଜଣଙ୍କ ହେଲେ ରୂପେଶ ଛାତ୍ରିଆ। ଗତକାଲି କଣ୍ଟାବାଞ୍ଜି ରେଞ୍ଜ ଢୋଲମଣ୍ଡଳ ସେକ୍ସନର ବାନ୍ଧନପାଲି ଗାଁ ଭିତରକୁ ଏକ ହାତୀ ପଲ ପଶି ଆସିଥିଲେ। ଏହି…
ଭୁବନେଶ୍ୱରରେ ଦେଶ ସୁରକ୍ଷା ସଂପର୍କିତ ତିନି ଦିନିଆ ମହାମନ୍ଥନ ଶେଷ ହୋଇଛି। ଭୁବନେଶ୍ୱରେ ଅନୁଷ୍ଠିତ ହୋଇଥିବା ସର୍ବଭାରତୀୟ ଡିଜିପି/ଆଇଜିପି ସମ୍ମିଳନୀରେ ସ୍ମାର୍ଟ ପୁଲିସିଂ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବ୍ୟବସ୍ଥାକୁ ରଣନୀତିକ, ଯତ୍ନଶୀଳ, ନିର୍ଭରଯୋଗ୍ୟ ଓ ସ୍ୱଚ୍ଛ…
ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ। ଆସନ୍ତାକାଲି ସୁଦ୍ଧା ଉତ୍ତର ପ୍ରଦେଶରୁ ଆସୁଥିବା ଆଳୁ ଓଡ଼ିଶାରେ ପହଞ୍ଚିବ। ଫଳରେ ରାଜ୍ୟରେ ଆଉ ଆଳୁ ସଙ୍କଟ ରହିବନି। ଆଜି ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ…
ଏଥର ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ। ଜୁରୀ ସଦସ୍ୟମାନେ କଂସ ଭୂମିକା ପାଇଁ ତାଙ୍କ ନାଁ ଉପରେ ମାରିଛନ୍ତି ମୋହର। ଉତ୍ତମ ଅଭିନୟ ଓ ଉଚ୍ଚକୋଟୀର ସଂଳାପ ପାଇଁ ଅନ୍ୟ ତିନି…
୨୪ ଘଣ୍ଟା ଭିତରେ ତୁମକୁ ମାରିଦେବୁ। ଆମ ଲୋକ ତୁମର ବେଶ ନିଟତର ହୋଇଗଲେଣି। ଆଜି ତୁମ ଶେଷ ଦିନ, ଯାହା କରିବାର ଅଛି କରିନିଅ। ବିହାର ପୂର୍ଣ୍ଣିଆ ସାଂସଦ ପପୁ ଯାଦବଙ୍କୁ ଲରେନ୍ସ ଗ୍ୟାଙ୍ଗ ତରଫରୁ ପୁଣି ଥରେ ଏଭଳି…
ରାଜନୀତର ଡେବ୍ୟୁ ମ୍ୟାଚରେ ବିରାଟ ବିଜୟ ପରେ ନିର୍ବାଚନମଣ୍ଡଳୀ ପରିଦର୍ଶନ କରିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା। ୱାୟନାଡ଼ର ସାଂସଦ ଭାବେ ଶପଥ ନେବା ପରେ ସେ ଆଜି ପ୍ରଥମ ଥର ପାଇଁ କେରଳ ଗସ୍ତ କରିଛନ୍ତି। ଏହି ଅବସରରେ ସେ ଏକ…
ଖଲିସ୍ତାନୀ ଆତଙ୍କୀ ପନ୍ନୁ ର ଧମକପୂର୍ଣ୍ଣ ଇ-ମେଲ ଘଟଣାର ଯାଞ୍ଚ କରିଛି କ୍ରାଇମବ୍ରାଞ୍ଚ ସାଇବର ସେଲ। ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ମେଲ୍ର ସତ୍ୟତା ନେଇତଥ୍ୟ ସଂଗ୍ରହ କରି ଫେରିଛି। ଓଡ଼ିଆ ଓ ଇଂଲିଶରେ ଆସିଥିବା…