ସାଂସଦ ଓ ବିଧାୟକଙ୍କଠାରୁ ରିପୋର୍ଟ କାର୍ଡ ନେବେ ମୋଦି

ଭୁବନେଶ୍ୱର: ଶୁକ୍ରବାର ଅପରାହ୍ନ ୪ଟା ୧୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ତାଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ୱାଗତ କରାଯିବ । ବିମାନବନ୍ଦର କ୍ୟାମ୍ପସ୍‌ ପାଖରେ ଏକ ସଭା କରିବେ ମୋଦି । ସେଠାରୁ ରାଜଭବନ…

Continue reading
ରାଜଧାନୀର ୫ ସ୍ଥାନ ନୋ ଫ୍ଲାଇଂ ଜୋନ୍‌

ଭୁବନେଶ୍ବର : ଭୁବନେଶ୍ୱରରେ ତିନିଦିନିଆ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ। ଲୋକସଭା ଭବନ ସମ୍ମିଳନୀ କକ୍ଷରେ ୨୯ ତାରିଖରୁ ଏହି ସମ୍ମିଳନୀ ଚାଲିବ। ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଯୋଗଦେବେ। ପ୍ରଧାନମନ୍ତ୍ରୀ ୩ ଦିନିଆ ଓଡ଼ିଶା…

Continue reading
ଶୀତ ଅଧିବେଶନ: ଆଜି ବି ସରଗରମ ରହିବ ଗୃହ

ଭୁବନେଶ୍ବର : ସରଗରମ ହେବ ବିଧାନସଭା। ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ। ଶିଶୁ ବିକ୍ରି, ଆମ୍ବ ଟାକୁଆ ଖାଇ ଆଦିବାସୀ ମୃତ୍ୟୁ ଏବଂ ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା ଆଦି ବଡ ପ୍ରସଙ୍ଗ ଆଜି ଗୃହରେ ଉଠିବ। ଆଜି ବିଭିନ୍ନ…

Continue reading
ଆଜି ଶପଥ ନେବେ ହେମନ୍ତ ସୋରେନ୍‌

ନୂଆଦିଲ୍ଲୀ: ଆଜି ଶପଥ ନେବେ ଜେଏମ୍‌ଏମ୍‌ ମୁଖ୍ୟ ହେମନ୍ତ ସୋରେନ୍‌। ସେ ଝାଡ଼ଖଣ୍ଡର ୧୪ ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାଞ୍ଚିର ମୋରହାବାଦୀ ପଡ଼ିଆରେ ଶପଥଗ୍ରହଣ ସମାରୋହ ଆୟୋଜିତ ହେବ। ରାଜ୍ୟପାଳ ସନ୍ତୋଷ ଗଙ୍ଗଓ୍ୱାର ତାଙ୍କୁ ଆଜି ଅପରାହ୍ଣରେ…

Continue reading
ପୁଣି ଟେଷ୍ଟ କ୍ରିକେଟରେ ନମ୍ବର ଓ୍ଵାନ ବୋଲର ହେଲେ ବୁମରା

ନୂଆଦିଲ୍ଲୀ: ଭାରତୀୟ ବୋଲର ଯଶପ୍ରୀତ ବୁମରା ଟେଷ୍ଟ କ୍ରିକେଟରେ ପୁଣି ଥରେ ଶୀର୍ଷ ସ୍ଥାନ ହାସଲ କରିଛନ୍ତି । ବୁଧବାର ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ(ଆଇସିସି) ସଦ୍ୟତମ ଟେଷ୍ଟ ମାନ୍ୟତା ଜାରି କରିଛି । ଏଥିରେ ବୁମରା ଦକ୍ଷିଣ ଆଫ୍ରିକାର କାଗିସୋ ରାବଡା…

Continue reading
ପୋଲିସ୍ ଓ ଓକିଲ କହି ଟଙ୍କା ଲୁଟୁଥିଲେ ଯୁବକ

କେତେବେଳେ ନିଜକୁ ଏସ୍‌ଡିପିଓ କହୁଥିଲେ। ଆଉ କେତେବେଳେ ନିଜକୁ ଓଡିଶା ହାଇକୋର୍ଟର ଆଇନ୍‌ଜୀବୀ କହୁଥିଲେ। ଏମିତି କେତେ କ’ଣ ପରିଚୟ ଦେଇ ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ। ସେମାନଙ୍କ ଘର ନୟାଗଡ଼ରେ ହୋଇଥିଲେ ବେଳେ ମାଲକାନଗିରି ଲୋକଙ୍କୁ ଟାର୍ଗେଟ କରୁଥିଲେ।…

Continue reading
ଆଗକୁ ଫାୟାର ମ୍ୟାନ ପଦବୀରେ ନିଯୁକ୍ତି ହେବେ ମହିଳା!

ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ। ଏଥିପାଇଁ ଆବଶ୍ୟକୀୟ ସଂଶୋଧନ ଜରିଆରେ ପଦବୀକୁ ଫାୟାର ଫାଇଟର ବା ଅଗ୍ନିଯୋଦ୍ଧା ଭାବେ ନାମିତ କରାଯିବ। ଏହାଫଳରେ ମହିଳାମାନେ ମଧ୍ୟ ଏଥିରେ ନିଯୁକ୍ତିର ସୁଯୋଗ ପାଇ ପାରିବେ…

Continue reading
ରୋଡ଼ ଶୋ କରିବେନି ମୋଦି, ମୋହନ ସରକାର ଦେବେ ରିପୋର୍ଟ କାର୍ଡ

ଦିନକ ପରେ ଅର୍ଥାତ୍ ୨୯ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ପହଂଚିବେ । ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଖରେ ରାଜ୍ୟର ମୋହନ ସରକାର ନିଜର ରିପୋର୍ଟ କାର୍ଡ ରଖିବେ । ଏହାସହିତ ପ୍ରଧାନମନ୍ତ୍ରୀ ମୋଦି ବିଜେପି…

Continue reading
ଆମ୍ବଟାକୁଆ ଜନିତ ମୃତ୍ୟୁ ଆହରଜନିତ ନୁହେଁ, ଫୁଡ୍ ପଏଜନିଂ ପାଇଁ ହେଇଛି

କନ୍ଧମାଳ ଜିଲ୍ଲାର ମାଣ୍ଡିପଙ୍କା ଗାଁର ୩ଜଣ ଆଦିବାସୀ ମହିଳାଙ୍କ ମୃତ୍ୟୁ ଅନାହାରଜନିତ ନୁହେଁ ବରଂ ଫୁଡ୍ ପଏଜନିଂ ପାଇଁ ହୋଇଛି ବୋଲି ରାଜ୍ୟ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସ୍ପଷ୍ଟ କରିଛନ୍ତି । ବିରୋଧୀ ଦଳ ପକ୍ଷରୁ ଅନାହାର ମୃତ୍ୟୁକୁ ନେଇ…

Continue reading
ପାଠଶାଳାରେ ନୂଆ ବିଦ୍ୟାର୍ଥୀ

ପାଠଶାଳାରେ ଦୁଇ ବିଦ୍ୟାର୍ଥୀ। ନୂଆ ଛାତ୍ର। ଭୁବନେଶ୍ୱର ଉପକଣ୍ଠ ଚନ୍ଦକା-ଡମପଡ଼ା ଅଭୟାରଣ୍ୟର କୁମାରଖୁଣ୍ଟିରେ ଥିବା ହସ୍ତୀ ପାଠଶାଳାକୁ ଏହି ଦୁଇ ବିଦ୍ୟାର୍ଥି କଳାହାଣ୍ଡି ଓ କେନ୍ଦୁଝରରୁ ଆସିଛନ୍ତି। ଭବାନୀପାଟଣାରୁ ଆସିଥିବା ୪ ମାସର ‘ରାଧିକା’ ମାଆ ଛେଉଣ୍ଡ ହୋଇଥିବା ବେଳେ କେନ୍ଦୁଝରରୁ…

Continue reading