ବାଘ ପଶି ବାଛୁରୀକୁ ଟାଣି ନେଇଗଲା ବାଘ

ରାତି ହେଲେ ଗାଁକୁ ଆସୁଛି ବାଘ। ଗାଁରେ ବଲୁଛି। ଗୁହାଳରେ ପଶି ବାଛୁରୀ ନେଇଯାଉଛି! ଏପରି ଅଭିଯୋଗ ମୟୂରଭଞ୍ଜ ଜିଲ୍ଲା ଉଦଳା ବନା ଅଞ୍ଚଳରୁ ଆସିଛି। ଏହି ଖବର ପ୍ରକାଶ ପ୍ରକାଶ ପାଇବା ପରେ ଗାଁ ଲୋକଙ୍କ ଭିତରେ ଭୟର ବାତାବରଣ…

Continue reading
ରାଜଧାନୀରେ ୪୦ ହଜାର ଟଙ୍କାରେ ବିକ୍ରି ହେଲା ୪ବର୍ଷର ଝିଅ

ବଡ଼ ସହରରେ ବଡ଼ ଖବର। ୪୦ ହଜାର ଟଙ୍କାରେ ବିକ୍ରି ହେଲା ୪ ବର୍ଷର ଝିଅ। ଦାରିଦ୍ର୍ୟତା ପାଇଁ ନୁହେଁ, ବରଂ ପାରିବାରିକ ଗଣ୍ଡଗୋଳ ପାଇଁ ବିହାରୀ ଦମ୍ପତି ନିଜ ଝିଅକୁ ବିକ୍ରି କରିଥିବା ଅଭିଯୋଗ ହେଉଛି। ଆଉ ଏହି ପିଲା…

Continue reading
କୋରାପୁଟ ବସ୍‌ଷ୍ଟାଣ୍ଡରେ ହେଲା ଛୁରା ମାଡ଼

କୋରାପୁଟ: କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏ ନେଇ କୋରାପୁଟ ଟାଉନ୍‌ ଥାନାରେ ଲିଖିତ ଏତଲା…

Continue reading
ଭୁଲ ବାଟ ଦେଖାଇଲା ଗୁଗୁଲ ମ୍ୟାପ୍‌, ବ୍ରିଜ୍‌ରୁ ଖସି ୩ ଜଣଙ୍କର ଗଲା ଜୀବନ

ଗୁଗୁଲ ମ୍ୟାପ୍‌ ଦେଖି ଯାଉଥିବା ବେଳେ ଏକ ଅସମ୍ପୂର୍ଣ୍ଣ ବ୍ରିଜ୍‌ରୁ ଖସି ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରବିବାର ଘଟିଥିବା ସୂଚନା ମିଳିଛି। ବାଦାୟଁର ସମରେର ସହିତ ଫରିଦପୁରକୁ ସଂଯୋଗ କରିବା ପାଇଁ ଏହି ବ୍ରିଜ୍‌ ୧ ବର୍ଷ…

Continue reading
ମୋହନ ସରକାରଙ୍କ ବିରୋଧରେ ମୁଁ ଆନ୍ଦୋଳନକୁ ଓହ୍ଲାଇବି, ଗୃହରେ ଏମିତି କାହିଁକି କହିଲେ କେ.ଭି ସିଂଦେଓ

ଭୁବନେଶ୍ୱର:ବିଧାନସଭାର ଦ୍ୱିତୀୟ ଦିନରେ ଗୃହ ସରଗରମ ରହିଛି। ବୁଧବାର ଗନ୍ଧମାର୍ଦ୍ଦନ ପାହାଡ ଜମିକୁ ନେଇ ହୋହଲ୍ଲା ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗକୁ ନେଇ ଭାଜପା ସରକାରଙ୍କୁ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି , ପୂର୍ବ ସରକାର…

Continue reading
ଆର୍ଥିକ ସହାୟତା ଅପେକ୍ଷାରେ ସୁସ୍ମିତା, ଆଜି ବି ସ୍ବପ୍ନ ଅଛି ଡାକ୍ତର ହେବେ

ଦାରିଙ୍ଗବାଡି: ଡାକ୍ତରୀ ପାଠ ପଢି ନିଜ ଅଞ୍ଚଳ ରୋଗୀଙ୍କ ସେବା କରିବାକୁ ଇଚ୍ଛା ରଖିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ଗୌଡ଼ ସାହିର ଛାତ୍ରୀ ସୁସ୍ମିତା ଗୌଡ଼। ତେବେ ଜାନୁଆରୀ ପହିଲାରେ ରାସ୍ତା ଦୁର୍ଘଟଣାରେ ସେ ଗୁରୁତର ହୋଇଥିଲେ। ତାଙ୍କ ଗୋଡ଼ର ଏକାଧିକ…

Continue reading
ରାଜ୍ୟ ସରକାରଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟିଲେ ପାଖାପାଖି ୨ଲକ୍ଷ ଲୋକ!

ଭୁବନେଶ୍ୱର:ରାସନ କାର୍ଡକୁ ନେଇ ରାଜ୍ୟ ସରକାରଙ୍କ ବଡ ଘୋଷଣା । ବାଦ୍‌ ପଡିଲେ ଅଯୋଗ୍ୟ ହିତାଧିକାରୀ । ସମସ୍ତ ଅଯୋଗ୍ୟ ହିତାଧିକାରୀ ଯେଉଁମାନେ ରାସନ ପାଉଥିଲେ ସେମାନଙ୍କର ରାସନ କାର୍ଡ କାଟିଲେ ରାଜ୍ୟ ସରକାର । ଅଯୋଗ୍ୟ ହିତାଧିକାରୀଙ୍କ ରାସକ କାର୍ଡ…

Continue reading
ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରି କହିଛନ୍ତି, ଆଜି ୯୪୧ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇ ପ୍ରତିଶ୍ରୁତି ପାଳନ କରିଛୁ।ନିକଟରେ ୧୬ ହଜାର ୯ ଜଣ ପ୍ରାଥମିକ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲୁ। ଖୁବ୍‌ଶୀଘ୍ର ୨ ହଜାରରୁ ଊଦ୍ଧର୍‌ବ ଗୃହରକ୍ଷୀଙ୍କୁ…

Continue reading
ତୃତୀୟ ଦିନରେ ବି ଚାଲି ପାରିଲାନି ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ: ତୃତୀୟ ଦିନରେ ବି ଚାଲି ପାରିଲାନି ସଂସଦର ଶୀତ ଅଧିବେଶନ । ଆରମ୍ଭରୁ ଅଚଳ ହେଲା ଗୃହକାର୍ୟ୍ୟ । ଆଦାନୀ ଝଡରେ ବିରୋଧୀଙ୍କ ପ୍ରବଳ ହଙ୍ଗାମା ହୋ ହାଲ୍ଲାରେ କମ୍ପିଲା ଗୃହ । ଗୁରୁବାର ଯାଏ ଉଭୟ ଲୋକସଭା ଓ…

Continue reading
କମିଲା ଚାଷୀଙ୍କ ପଞ୍ଜୀକରଣ

ଭୁବନେଶ୍ୱର: ୮୦୦ ଟଙ୍କା ବୋନସ ଘୋଷଣା କରିବା ପରେ ବି ରାଜ୍ୟରେ ଚାଷୀଙ୍କ ପଞ୍ଜୀକରଣ ସଂଖ୍ୟା କମିଛି । ବୁଧବାର ବିଧାନସଭାରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତର ରଖି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏହି ସୂଚନା ଦେଇଛନ୍ତି…

Continue reading