ଗନ୍ଧମାର୍ଦ୍ଧନ ପ୍ରସଙ୍ଗ: ବିଧାନସଭାରେ ଏହା କହିଲେ କନକବର୍ଦ୍ଧନ

ଭୁବନେଶ୍ୱର:ଗନ୍ଧମାର୍ଦ୍ଧନ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତିରେ ଝଡ଼ ସୃଷ୍ଟି ହୋଇଥିବାବେଳେ ବୁଧବାର ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ବିବୃତ୍ତି ରଖିଛନ୍ତି । ସେ କହିଛନ୍ତି ଯେ ଆଦାନୀ କିଣିଥିବା ଜମି ପାଇଁ ପୂର୍ବ ବିଜେଡି ସରକାର ଅନୁମତି ଦେଇଥିଲେ । ତେବେ…

Continue reading
୧.୭୭ ଲକ୍ଷ ଭୂତ ଖାଉଥିଲେ ରାସନ

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ଆସିବା ପରେ ୧ ଲକ୍ଷ ୭୭ ହଜାର ୬୮ ଜଣ ମୃତ ହିତାଧିକାରୀ ଚିହ୍ନଟ ହୋଇଛନ୍ତି । ବୁଧବାର ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ଉତ୍ତର ରଖିଛନ୍ତି । ତାଙ୍କ…

Continue reading
ଜଏନ କଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର: ଶେଷରେ କାର୍ଯ୍ୟରେ ଯୋଗଦେଲେ ଆଇଏଏସ ସୁଜାତା କାର୍ତ୍ତିକେୟନ ।ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବଭାବେ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ୬ ମାସ ଛୁଟିରୁ ଫେରିବା ପରେ ସେ କାର୍ଯ୍ୟରେ ଯୋଗଦେଇଛନ୍ତି । ଗତକାଲି ରାଜ୍ୟ ସରକାର ସୁଜତାଙ୍କ ସାନି…

Continue reading
ଆଜି ବିଭିନ୍ନ ପ୍ରସଙ୍ଗକୁ ନେଇ ସରଗରମ ରହିବ ଗୃହ

ଭୁବନେଶ୍ୱର: ବୁଧବାର ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନ । ସରକାରଙ୍କୁ ଘେରିବ ବିରୋଧୀ। ଏଥିପାଇଁ ୨ ବିରୋଧୀ ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତି କରିଛନ୍ତି। ଆଜି ବିଭିନ୍ନ ପ୍ରସଙ୍ଗକୁ ନେଇ ସରଗରମ ରହିବ ଗୃହ। ଦ୍ବିତୀୟ ଦିନରେ ବି ଗୃହ ବେଶ୍…

Continue reading
ସରିଲା ହାତୀ ଗଣନା

ଭୁବନେଶ୍ବର :ସରିଲା ଶୀତକାଳୀନ ହାତୀ ଗଣନା । ଆଜି ସନ୍ଧ୍ୟାସୁଦ୍ଧା ହାତୀ ଗଣନାର ବିସ୍ତୃତ ରିପୋର୍ଟ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ପିସିସିଏଫ୍‌ ଡ. ସୁଶାନ୍ତ ନନ୍ଦ। ସେ କହିଛନ୍ତି ଯେ, ବିଭିନ୍ନ ବନଖଣ୍ଡରୁ ଆସିଥିବା ରିପୋର୍ଟକୁ ତର୍ଜମା କରାଯାଉଛି…

Continue reading
୨୮ ଓ ୨୯ରେ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୮ ଓ ୨୯ରେ ରାଜ୍ୟରେ ହାଲୁକା ବର୍ଷା ହୋଇପାରେ । ୨୮ରେ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହୋଇପାରେ । ୨୯ରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ…

Continue reading
ଭୁବନେଶ୍ବରରେ ରୋଡ ଶୋ’ କରିବେ ମୋଦୀ

ଭୁବନେଶ୍ବର : ଭୁବନେଶ୍ବରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦୀ। ୨୯ ତାରିଖରେ ବିଜୁ ପଟ୍ଟନାୟକ ଏୟାରପୋର୍ଟରୁ ରୋଡ ଶୋ କରିବେ ପ୍ରଧାନମନ୍ତ୍ରୀ। ଏୟାରପୋର୍ଟ ରୁ ରାଜଭବନ ଯାଏଁ ରୋଡ଼ ଶୋ’ ହେବ। ଏ ନେଇ ବିଜେପି ରାଜ୍ୟ ସଭାପତି ସୂଚନା…

Continue reading
ଆବାସ ପାଇଁ ଆସିବ ନୂଆ ଗାଇଡଲାଇନ୍

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ନେଇ ବଡ ଘୋଷଣା । ଖୁବଶୀଘ୍ର ହେବ ନୂଆ ସର୍ଭେ । ଯୋଗ୍ୟ ପରିବାରଙ୍କୁ ମିଳିବ ଘର । ତେବେ ବାଦ୍‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବା ସହ ଅଯୋଗ୍ୟ ହିତାଧିକାରୀଙ୍କ କଟାଯିବ…

Continue reading
ଭରତପୁର ଥାନା ମାମଲା, ଡିସେମ୍ବର ୩ରେ ଚୂଡ଼ାନ୍ତ ଶୁଣାଣି

କଟକ: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନାରେ ସେନା ଅଧିକାରୀଙ୍କୁ ଦୁର୍ବ୍ୟବହାର ତଥା ତାଙ୍କ ବାନ୍ଧବୀଙ୍କୁ ନିର୍ୟାତନା ମାମଲାର ଚୂଡ଼ାନ୍ତ ଶୁଣାଣି ଆସନ୍ତା ଡିସେମ୍ବର ୩ ତାରିଖରେ ହେବ । ସେହିଦିନ ଏହି ମାମଲାରେ ରାୟ ପ୍ରକାଶ ପାଇବ ବୋଲି ହାଇକୋର୍ଟ କହିଛନ୍ତି…

Continue reading
ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତା ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପୈତୃକ ଘର ସହ ଭୁବନେଶ୍ୱର, କେନ୍ଦୁଝର ଓ ଯାଜପୁର ସମେତ ୭ଟି…

Continue reading