ଆଜି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି। ଏହି ନୀତି ପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ…

Continue reading
ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ

ଭୁବନେଶ୍ୱର: ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ। ଏହି ସମ୍ଭାବ୍ୟ ବାତ୍ୟାର ନାଁ ରହିଛି ‘ପେଙ୍ଗାଲ’। ଗଭୀର ଅବପାତଟି ବାତ୍ୟାର ରୂପ ନେଇ ତାମିଲନାଡ଼ୁ ଉପକୂଳ ମୁହାଁ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ…

Continue reading
ବଜରଙ୍ଗ ପୁନିଆ ୪ ବର୍ଷ ପାଇଁ ବ୍ୟାନ୍

ନୂଆଦିଲ୍ଲୀ: ଭାରତର ଷ୍ଟାର୍‌ ରେସଲ୍‌ର ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା। ତାଙ୍କ ଉପରେ ଲାଗିଲା ୪ ବର୍ଷର ବ୍ୟାନ୍‌। ନ୍ୟାସନାଲ ଆଣ୍ଟି ଡୋପିଂ ଏଜେନ୍ସି ତାଙ୍କ ବିରୋଧରେ ଏଭଳି କିଛି ବଡ଼ ଆକ୍ସନ ନେଇଛି। ବଜରଙ୍ଗ ପୁନିଆ ଆଣ୍ଟି ଡୋପିଂ କୋଡ୍‌ର…

Continue reading
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ(ଡିଜିପି) ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ। ନଭେମ୍ବର ୨୯ ତାରିଖ(ଶୁକ୍ରବାର) ଅପରାହ୍ନରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ…

Continue reading
ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା

ଭୁବନେଶ୍ୱର: ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା । ବିଜେଡିର ନିର୍ବାଚନୀ ବିପର୍ୟ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିବା ସୁଜାତା ପୁଣିଥରେ ନିଜର ଛୁଟିକୁ ଆଉ ୬ମାସ ବୃଦ୍ଧି ପାଇଁ…

Continue reading
ଜାନୁଆରୀ ୫ରୁ ଆଦିବାସୀ ମେଳା

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୫ତାରିଖରୁ ୧୨ଦିନ ଧରି ରାଜ୍ୟସ୍ତରୀୟ ଆଦିବାସୀ ମେଳା ଅନୁଷ୍ଠିତ ହେବ। ପ୍ରଥମଥର ପାଇଁ ଭୁବନେଶ୍ୱରରେ ‘ପ୍ରବାସୀ ଭାରତୀୟ ସମ୍ମିଳନୀ’ ଜାନୁଆରୀ ୮ରୁ ୧୦ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେଉଥିବାରୁ ଏହି ସମୟରେ ରାଜ୍ୟ ସରକାର ଆଦିବାସୀ ମେଳା ଆୟୋଜନ…

Continue reading
ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ବାର୍ଦ୍ଧକ୍ୟ ଭତ୍ତାକୁ ୨୫୦୦ ଟଙ୍କା ବଢାଇଛନ୍ତି ସରକାର। ସରକାର ୮୦…

Continue reading
ଧାନ ସଂଗ୍ରହ ପ୍ରକ୍ରିୟା ତ୍ଵରାନିତ ହେଲା

ଭୁବନେଶ୍ୱର: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଧାନ ସଂଗ୍ରହରେ ପୂର୍ବପେକ୍ଷା ସ୍ୱଚ୍ଛତା ଗ୍ରହଣ କରାଯିବା ସହ ଚାଷୀମାନଙ୍କୁ ଅଧିକ ସହାୟତା ପ୍ରଦାନ ପାଇଁ ସରକାର ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି । କୌଣସି…

Continue reading
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ଼ : ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା ବେଳେ…

Continue reading
ଅନାଥ ପିଲାମାନଙ୍କୁ ପୋଷ୍ୟ ସନ୍ତାନ କରିବେ ଓଡ଼ିଶା ବିଧାୟକ, ମନ୍ତ୍ରୀ!: ପ୍ରଭାତି ପରିଡ଼ା

ଭୁବନେଶ୍ୱର: ଓଡ଼ିଶାରେ ଅନାଥ ପିଲାମାନଙ୍କର ଜୀବନକୁ ପରିବର୍ତ୍ତନ କରିବା ଉଦ୍ଦେଶ୍ୟରେ ଏହି ପିଲାମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ବିଧାୟକମାନଙ୍କୁ ଆହ୍ୱାନ କରାଯିବ ବୋଲି ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ ଆଶା ପ୍ରକଟ କରିଛନ୍ତି ଯେ ଅଳ୍ପ ସଂଖ୍ୟକ…

Continue reading