ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ

ଭୁବନେଶ୍ୱର: ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ…

Continue reading
ଫସିଲେ ରାନୀ ପ୍ରିୟଦର୍ଶିନୀ, କାହିଁକି ଜାଣନ୍ତୁ

ଭୁବନେଶ୍ୱର: ବିନା ହେଲମେଟରେ ସ୍କୁଟି ଚଢ଼ି ରାଜରାସ୍ତାରେ ରିଲ୍ସ କରିବା ପଡ଼ିଲା ମହଙ୍ଗା। ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି ଜବତ କରାଯାଇଛି। ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ତାଙ୍କ ଗାଡ଼ିକୁ ଜବତ କରାଯାଇଛି। ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି…

Continue reading
ଆଇପିଏଲ ରେକର୍ଡ : ଆୟର ପଛରେ, ପନ୍ଥ ଆଗରେ

ଶ୍ରେୟସ ଆୟର ମାତ୍ର କିଛି ମିନିଟ ପୂର୍ବରୁ ଆଇପିଏଲ ଇତିହାସର ସବୁଠାରୁ ଦାମୀ ଖେଳାଳି ବନିଥିଲେ। କିନ୍ତୁ ତାଙ୍କୁ ପଛରେ ପକାଇ ଦେଇଛନ୍ତି ଋଷଭ ପନ୍ତ। ସେ ଏବେ ଆଇପିଏଲ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ବନି ଯାଇଛନ୍ତି। ତାଙ୍କୁ ଲକ୍ଷ୍ନୌ…

Continue reading
ଦେବାଳିଆ ହେବ ଆମେରିକା : ଏଲନ୍ ମସ୍କ କହିଲେ କାରଣ

ଆମେରିକାର ଅର୍ଥନୀତିକୁ ନେଇ ଟେସ୍‌ଲା ତଥା ସ୍ପେସ୍‌ ଏକ୍ସ ମାଲିକ ଏଲନ ମସ୍କ ନିକଟରେ ଚିନ୍ତିତ ହୋଇଛନ୍ତି। ଆମେରିକାର ଅର୍ଥନୀତି ବିଷୟରେ ମସ୍କ ତାଙ୍କ ଏକ୍ସ ହ୍ୟାଣ୍ଡେଲ୍‌ରେ ଚେତାବନୀ ଦେଇଛନ୍ତି ଯେ, ଆମେରିକା ଖୁବ୍‌ଶୀଘ୍ର ଦେବାଳିଆ ହେବାକୁ ଯାଉଛି। ଆମେରିକାର ରାଷ୍ଟ୍ରପତି…

Continue reading
ପର୍ଥରେ ଚୌକା-ଛକା ବର୍ଷା: ୪୯୧ ଦିନ ପରେ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି

ପର୍ଥ,୨୪।୧୧: ଅଷ୍ଟ୍ରେଲିଆରେ ଚମକିଲେ ବିରାଟ କୋହଲି। ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ ଗତି କରୁଥିବା ଏହି ଖେଳାଳି ବଡ଼ ଇନିଂସ ଖେଳି ଆଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି।…

Continue reading
ମସଜିଦ ସର୍ଭେ ସମୟରେ ହିଂସା: ପଥରମାଡ଼ରେ ୩ ମୃତ, ଇଣ୍ଟରନେଟ ବି ବନ୍ଦ

ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ କରିଛନ୍ତି। ତିନି ମୃତକ ହେଉଛନ୍ତି ନୋମାନ, ବିଲାଲ ଏବଂ ନଇମ। ପୋଲିସ ସୂଚନା ଅନୁଯାୟୀ ଦୁଇ…

Continue reading
ଓଡ଼ିଶା ପର୍ବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାରେ ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ଓଡ଼ିଶା ପର୍ବ-୨୦୨୪ରେ ଅଂଶଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଶା ପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଓଡିଶା…

Continue reading
ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏଥର ବି କିଛି ହିତାଧିକାରୀ ବାଦ୍‌ ପଡ଼ିଲେ…

ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସିଛି।…

Continue reading
ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆସନ୍ତାକାଲି ଅର୍ଥାତ୍‌ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ୫ଟାରୁ ରାତି…

Continue reading
ସଶକ୍ତ ଓଡ଼ିଶା ଗଠନରେ ସହାୟକ ହେବେ ସୁଭଦ୍ରା ଯୋଜନା ହିତାଧିକାରୀ: ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ପଡିଆଠାରେ ଆୟୋଜିତ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯୋଗ ଦେଇ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମହିଳାଙ୍କ ଆକାଉଣ୍ଟରେ ପ୍ରଦାନ କରିଛନ୍ତି। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ…

Continue reading