ଜେଲ୍‌ରେ ପୂରାଇବୁ ନା ସସ୍‌ପେଣ୍ଡ କରିବୁ? କାହିଁକି ଏମିତି କହିଲେ ମନ୍ତ୍ରୀ

ଭୁବନେଶ୍ୱର: କାର୍ଯ୍ୟାଳୟରେ ନୁହେଁ କି ଆଉ କେଉଁଠି ନୁହେଁ ସିଧା ବିଚ୍‌ ରାସ୍ତାରେ ଏନ୍‌ଏଚ୍‌ ଅଧିକାରୀଙ୍କୁ ଫୋନ୍‌ରେ ଗାଳି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର ମହାପାତ୍ର। ମୟୂରଭଞ୍ଜ ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ରାସ୍ତାକାମ…

Continue reading
କ୍ୱାର୍ଟର ଭଡ଼ା ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ସରକାରୀ କ୍ୱାର୍ଟରକୁ ଭଡ଼ାରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆଲଟମେଣ୍ଟ ପାଇଥିବା ବ୍ୟକ୍ତି ଏବଂ ଭଡ଼ାରେ ରହୁଥିବା ବ୍ୟକ୍ତି ଉଭୟେ ଦୋଷୀ ସାବ୍ୟସ୍ତ ହେବେ। ଅନେକ କ୍ୱାର୍ଟର ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ଆଉ…

Continue reading
ସ୍ମାର୍ଟମିଟର ନାଁରେ ଶୋଷଣ ଶିକାର ଉପଭୋକ୍ତା

ଭୁବନେଶ୍ୱର: ପୁରୁଣା ମିଟର ବଦଳାଉଛି ବିଦୁ୍ୟତ୍ ବିତରଣ କମ୍ପାନୀ ସଂସ୍ଥା ଟାଟା ପାୱାର । ବିନା ଅନୁମତିରେ ପୁରୁଣା ମିଟର କାଢ଼ି ନୂଆ ସ୍ମାର୍ଟ ମିଟର ବସାଉଛି କମ୍ପାନୀ । ରାଜ୍ୟର ଅନ୍ୟ ସ୍ଥାନ ଭଳି ମାଲକାନଗିରିରେ ମଧ୍ୟ ମିଟର ପରିବର୍ତ୍ତନ…

Continue reading
ସଂସଦର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ

ସୋମବାରଠୁ ଆରମ୍ଭ ହେଉଛି ସଂସଦର ଶୀତ ଅଧିବେଶନ । ଏହା ପୂର୍ବରୁ ରବିବାର କେନ୍ଦ୍ର ସରକାରଙ୍କପକ୍ଷରୁ ସର୍ବଦଳୀୟ ବୈଠକ ଡକାଯାଇଥିଲା । ଚଳିତ ଅଧିବେଶନ କିପରି ସୁରୁଖୁରୁରେ ଚାଲିପାରିବ, ଏନେଇ ବିରୋଧୀ ଦଳ ମାନଙ୍କ ପାଖରୁ ସହଯୋଗ ଲୋଡ଼ିଛନ୍ତି ସରକାର। ପ୍ରତିରକ୍ଷାମନ୍ତ୍ରୀ…

Continue reading
ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍‌’ କାର୍ଯ୍ୟକ୍ରମ ଏନ୍‌ସିସିରେ ଯୋଗଦେବାକୁ ଆହ୍ୱାନ ଦେଇ ଯୁବବର୍ଗରେ ନୂଆ ଉତ୍ସାହ ଭରିଛନ୍ତି ପ୍ରଧାନମନ୍ତ୍ରୀ : ମନମୋହନ

ଭୁବନେଶ୍ୱର : ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ” କାର୍ଯ୍ୟକ୍ରମର ୧୧୬ତମ ସଂସ୍କରଣରେ ଯୁବବର୍ଗମାନଙ୍କୁ ଏନ୍‌ସିସିରେ ଯୋଗଦେବାକୁ ନିବେଦନ କରିଛନ୍ତି । ଏହା ଯୁବବର୍ଗ ମଧ୍ୟରେ ନୁଆ ଉତ୍ସାହ ଭରିଦେଇଛି । ଏନେଇ ରାଜ୍ୟର ପ୍ରତ୍ୟେକ ସ୍କୁଲ କଲେଜର…

Continue reading
ମାଆକୁ ପିଟି ପିଟି ହତ୍ୟା କଲା ପୁଅ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଟାଉନ ତାନା ସୁସୁଗା ଗାଁରେ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ବଚସାରୁ ବୃଦ୍ଧା ମାଆକୁ ପିଟି ପିଟି ହତ୍ୟା କଲା ନୃଶଂସ ପୁଅ। ମୃତକ ଲତା ନାୟକ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଶନିବାର ବିଳମ୍ବିତ ରାତିରେ…

Continue reading
ଜୟସଓ୍ବାଲଙ୍କ ଶତକ, ଦୃଢ଼ ସ୍ଥିତିରେ ଭାରତ

ନୂଆଦିଲ୍ଲୀ: ପର୍ଥରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ଦୃଢ଼ ସ୍ଥିତିରେ ରହିଛି। ୩ୟ ଦିନର ଖେଳ ଜାରି ରହିଥିବାବେଳେ ଟିମ ଇଣ୍ଡିଆ ଏହାର ୨ୟ ପାଳିରେ ୧ ଉଇକେଟ ହରାଇ ୨୭୫ ରନ ସଂଗ୍ରହ କରିସାରିଛି। ଯଶସ୍ଵୀ…

Continue reading
ରାଜ୍ୟ ବିଜେପି ନେତୃତ୍ୱଙ୍କ ଝାଡ଼ଖଣ୍ଡରେ ପ୍ରଚାର ପ୍ରଭାବଶୂନ୍ୟ : ବିଜେଡି

ଭୁବନେଶ୍ୱର: ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ପ୍ରକାଶ ପାଇଥିବା ବେଳେ ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ଜେଏମଏମର ବିଜୟ ପୂର୍ବାଞ୍ଚଳ ରାଜ୍ୟ ଗୁଡିକରେ ଆଞ୍ଚଳିକ ଦଳ ଗୁଡିକ ଉପରେ ଲୋକଙ୍କ ଭରସା ଅକ୍ଷୂର୍ଣ୍ଣ ରହିଛି ବୋଲି ବିଜୁ ଜନତା ଦଳ…

Continue reading
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର୍‌/ଜିପିଏସ୍ ସର୍ଭେ ରିପୋର୍ଟ

ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏ.ଏସ୍.ଆଇ. ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । ଏ.ଏସ୍.ଆଇ. ପକ୍ଷରୁ ଏହି କାର୍ୟ୍ୟ ହାଇଦ୍ରାବାଦ ସ୍ଥିତ ଏନ.ଜି.ଆର୍.ଆଇ ସହାୟତାରେ କରାଯାଇଥିଲା । ଶ୍ରୀମନ୍ଦିରର ସ୍ଥାୟିତ୍ବ ଏବଂ ସୁରକ୍ଷା…

Continue reading
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି :ମୋଦି

ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ବିଜେପି ନେତୃତ୍ୱାଧୀନ ମହାୟୁତି ମେଣ୍ଟର ବିପୁଳ ବିଜୟ ପରେ ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ଉତ୍ସବ ମନାଇଛି ଦଳ। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି ବିଜୟକୁ ଐତିହାସିକ ବୋଲି ଦର୍ଶାଇଛନ୍ତି। ଏତିକି ନୁହେଁ, ବିଜୟ…

Continue reading