କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍। ଖୁବଶୀଘ୍ର ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ଅଧ୍ୟକ୍ଷା ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏବେ କ୍ୟାପିଟାଲ…

Continue reading
ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। କ୍ରମେ ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ। ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେବ ବୋଲି…

Continue reading
ଏଣିକି ଘରୁ କାମ କରିବେ ସରକାରୀ କର୍ମଚାରୀ

ନୂଆଦିଲ୍ଲୀ:କଲବଲ କରୁଛି ପ୍ରଦୂଷଣ। ବିଷ ପାଲଟି ଗଲାଣି ବାୟୁ। ଧୂଳି ଓ ଧୂଆଁର ମୋଟା ଚାଦର ତଳେ ରାଜଧାନୀ ଦିଲ୍ଲୀ। ପ୍ରଦୂଷଣ ଲାଗି ଘରୁ ବାହାରିବା ହୋଇପଡିଛି ମୁସ୍‌କିଲ। ଦିନକୁ ଦିନ ସାଙ୍ଘାତିକ ହେବାରେ ଲାଗିଛି ସ୍ଥିତି। ବାୟରୁ ଗୁଣବତ୍ତା ୫୦୦…

Continue reading
ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ପାଇଁ ଭୋଟିଂ

ନୂଆଦିଲ୍ଲୀ: ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ପାଇଁ ପଡ଼ିବ ଭୋଟ। ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଗୋଟିଏ ପର୍ୟ୍ୟାୟରେ ହେବ ଭୋଟିଂ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ସରିବ। ମହାରାଷ୍ଟ୍ରରେ ମୋଟ ୧ ଲକ୍ଷ…

Continue reading
ସିଙ୍ଗାପୁରରେ ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ସିଙ୍ଗାପୁରରେ ରୋଡଶୋ କରି ୩୦୦ରୁ ଊର୍ଦ୍ଧ୍ବ ଶିଳ୍ପପତି, ଅତିଥି, ନିବେଶକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେ ଓଡ଼ିଶାରେ ପୁଞ୍ଜି ନିବେଶ କରିବାକୁ ସେମାନଙ୍କୁ ନିବେଦନ କରିଛନ୍ତି। ୨୦୨୫ ଜାନୁଆରୀ ୨୮ ଓ…

Continue reading
ଇକୋରିଟ୍ରିଟ୍‌: ବୁକିଂ ଶୁଳ୍କରେ ପରିବର୍ତ୍ତନ

ଭୁବନେଶ୍ୱର : ଡିସେମ୍ବର ପହିଲାରୁ ସାମୁଦ୍ରିକ ବେଳାଭୂମି ଏବଂ ଜଙ୍ଗଲ ପରିବେଶପୂର୍ଣ୍ଣ ପ୍ରାକୃତିକ ସୌନ୍ଦର୍ୟ୍ୟସ୍ଥଳରେ ଜମିବ ଇକୋରିଟ୍ରିଟ। ଚଳିତ ବର୍ଷ ମଧ୍ୟବିତ୍ତ ପର୍ୟ୍ୟଟକଙ୍କୁ ସୁହାଇବା ଭଳି ଏବର୍ଷ ଇକୋରିଟ୍ରିଟ୍‌ରେ ବୁକିଂ ଶୁଳ୍କରେ ପରିବର୍ତ୍ତନ କରାଯାଇଛି। କୋଣାର୍କ ଇକୋରିଟ୍ରିଟ୍‌ରେ ୭୦ଟି ବିଳାସପୂର୍ଣ୍ଣ ଟେଣ୍ଟ…

Continue reading
ନୂଆ ସିଏଜି ଭାବେ କେ. ସଞ୍ଜୟ ମୂର୍ତ୍ତି ନିଯୁକ୍ତ ହେଲେ

ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ କେ. ସଞ୍ଜୟ ମୂର୍ତ୍ତୀଙ୍କୁ ନୂଆ କମ୍ପଟ୍ରୋଲର୍ ଏବଂ ଅଡିଟର ଜେନେରାଲ୍ (CAG) ଭାବରେ ନିଯୁକ୍ତ କରିଛନ୍ତି ଭାରତ ସରକାର। ଆନ୍ଧ୍ରପ୍ରଦେଶ କ୍ୟାଡରର ୧୯୮୯ ବ୍ୟାଚ୍ ଆଇଏଏସ୍ ଅଧିକାରୀ ମୂର୍ତ୍ତୀ ବର୍ତ୍ତମାନ ଶିକ୍ଷା ମନ୍ତ୍ରାଳୟରେ ଉଚ୍ଚଶିକ୍ଷା…

Continue reading
ଶିଶୁ ଶ୍ରମିକକୁ ଉଦ୍ଧାର କଲା ରୁଚିକା ଚାଇଲ୍ଡ ଲାଇନ୍

ଭୁବନେଶ୍ୱର : ହୋଟେଲରୁ ଜଣେ ୧୧ ବର୍ଷର ଶିଶୁ ଶ୍ରମିକକୁ ଚନ୍ଦ୍ରଶେଖରପୁର ଥାନା ପୁଲିସ ସହଯୋଗରେ ଉଦ୍ଧାର କରିଛି ରୁଚିକା ଚାଇଲ୍ଡ ଲାଇନ ଟିମ୍ । ପରେ ଶିଶୁ କଲ୍ୟାଣ ସମିତି ନିକଟରେ ଉପସ୍ଥିତ କରାଯାଇଥିଲା । ଶିଶୁ କଲ୍ୟାଣ ସମିତିର…

Continue reading
ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶାର ‘ମିଶନ ଶକ୍ତି’ ମହିଳାଙ୍କ ହାତ ତିଆରି ଉତ୍ପାଦର ଚାହିଦା

ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଚାଲିଛି ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୪। ଏହି ମେଳାରେ ଓଡ଼ିଶାର ମିଶନ ଶକ୍ତି ମହିଳାମାନଙ୍କ ହାତ ତିଆରି ବିଭିନ୍ନ ଉତ୍ପାଦର ବିଶେଷ ଚାହିଦା ରହିଛି। କନ୍ଧମାଳ ହଳଦୀ ସହିତ ମାଣ୍ଡିଆ ଓ ବିଭିନ୍ନ ପୁଷ୍ଟିଶସ୍ୟରୁ…

Continue reading
ଅନାସ୍ଥାରେ ହାରି ନିଜ ଭୋଟ ବିରୋଧୀଙ୍କୁ ଦେଲେ ଏନଏସି ଉପାଧ୍ୟକ୍ଷା

ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍‌ଏସି ଉପାଧ୍ୟକ୍ଷା ଟି. ବବିତା କୁମାରୀ ସୋମବାର ଅନାସ୍ଥା ଭୋଟରେ ହାରିଯାଇଛନ୍ତି। ଗତ ୬ ତାରିଖରେ କାଉନସିଲମାନେ ତାଙ୍କ ବିରୋଧରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରି ଅନାସ୍ଥା ପ୍ରସ୍ତାବ ଆଗତ କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋମବାର ଅନାସ୍ଥା…

Continue reading