ବରିଷ୍ଠ ଆଦିବାସୀ ନେତା ଏନ୍ ଭାସ୍କର ରାଓଙ୍କୁ ଆଶ୍ୱସ୍ତି
ବିଜେଡି ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି। ରାୟଗଡାର ପୂର୍ବତନ ବିଜେଡି କାଉନସିଲର ଭାଗିରଥୀ ମଣ୍ଡାଙ୍ଗି ହତ୍ୟା ମାମଲାରେ ତାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ଓଡିଶା ହାଇକୋର୍ଟ। ଡିସେମ୍ବର ୯ ତାରିଖରେ ମାମଲାର…






