ବାଘ ଛାଲ ଜବତ, ୩ ଅଟକ
ବାଙ୍ଗିରିପୋଷି : ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ କଲରାପତରିଆ ବାଘ ଚମଡ଼ା ସହ ୩ ଅଟକ , ଅନ୍ୟ ଜଣେ ଫେରାର। ବନ ବିଭାଗ କୌଣସି ସୂତ୍ରରୁ ବାଘ ଛାଲ ବିକ୍ରି ହେଉଥିବାର ଖବର ପାଇ ବାଲିଖଣି ଗାଁ ରେ ଚଢ଼ାଉ…
ବାଙ୍ଗିରିପୋଷି : ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ କଲରାପତରିଆ ବାଘ ଚମଡ଼ା ସହ ୩ ଅଟକ , ଅନ୍ୟ ଜଣେ ଫେରାର। ବନ ବିଭାଗ କୌଣସି ସୂତ୍ରରୁ ବାଘ ଛାଲ ବିକ୍ରି ହେଉଥିବାର ଖବର ପାଇ ବାଲିଖଣି ଗାଁ ରେ ଚଢ଼ାଉ…
ସମ୍ବଲପୁର : ଆଜି ସମ୍ବଲପୁର ହାତୀବାରୀ ଟେଙ୍ଗୁପଡାରେ ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ଟେଙ୍ଗପଡ଼ା ଗାଁର ଗଣେଶ ଭୋଇ ବୋଲି ଜଣାପଡିଛି। ଅନେକ ସମୟରେ କିଛି ହାତୀ…
ପୁରୀ : ଜାନୁଆରୀ ଶେଷ ସୁଦ୍ଧା ଶେଷ ହେବ ରତ୍ନଭଣ୍ଡାର ଗଣତି ମଣତି। ରତ୍ନ ଭଣ୍ଡାର ମରାମତି ସହ ଅଳଙ୍କାର ଗଣତିମଣିତି କାମ ମଧ୍ୟ ଶେଷ ହେବ । ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। କାର୍ତ୍ତିକ…
କଳାହାଣ୍ଡି: ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେଇ ଡାକ୍ତର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । କଳାହାଣ୍ଡି ମେଡିକାଲ କଲେଜର ଡାକ୍ତର ଅଶୋକ ଦାସ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଛି ।…
ଭୁବନେଶ୍ୱର: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଓଲିଉଡ୍ ଅଭିନେତ୍ରୀ ଏଲିନା ସାମନ୍ତରାୟ। ରିଲ୍ ନୁହେଁ ରିଏଲ୍ ଲାଇଫରେ ତାଙ୍କର ବାଜିଛି ସାହାନାଇ। ସାତଜନ୍ମର ସାଥି ପାଇଛନ୍ତି ଏଲିନା। ସିକ୍ରେଟ ମ୍ୟାରେଜ୍ କରି ଫ୍ୟାନଙ୍କୁ ସରପ୍ରାଇଜ୍ କରିଛନ୍ତି। ଭୁବନେଶ୍ୱରର ବ୍ୟବସାୟୀ ଅନୁରାଗ ପଣ୍ଡାଙ୍କୁ…
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ଓଡ଼ିଶା ପୁଲିସ୍ ହାଉସିଂ ୱେଲଫର୍ କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଛି। ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର…
ସମ୍ବଲପୁର: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ରେଂଜ ବୁରମାଲ ଜଙ୍ଗଲରୁ ଆଜି ସକାଳେ ୩ଟି ହାତୀର ମୃତଦେହ ଉଦ୍ଧାର କରାଯାଇଛି। ବାରହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର। ଦୁର୍ଭାଗ୍ୟ ବଃଶତ ସେହି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩…
କାମାକ୍ଷାନଗର:ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଭୁବନେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ…
କଟକ: କଟକ ବାଲିଯାତ୍ରାରେ ଅଘଟଣ ଘଟିଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଯାଇଛି ଜଣେ ନାବାଳକଙ୍କ ଜୀବନ। ମୃତକ ହେଲେ ବିଶ୍ୱ ପ୍ରକାଶ ମନ୍ଥନ। ଘର ଜଗତସିଂହପୁର ଅଞ୍ଚଳରେ। କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ସେ ପଢୁଥିଲେ।ବିଶ୍ୱ…
ନୂଆଦିଲ୍ଲୀ: ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଏକ ଚିଠି ଲେଖି ସମର୍ଥନ ପ୍ରତ୍ୟାହାର କରିବାକୁ ଘୋଷଣା କରିଛି ଏନପିପି। ମଣିପୁରରେ ମୁଖ୍ୟମନ୍ତ୍ରୀ…