ଏନକ୍ଲୋଜରରେ ପ୍ରଥମ ଶିକାର କଲା ବାଘୁଣୀ ‘ଜିନତ୍’

ଶିମିଳିପାଳ: ଶିମିଳିପାଳର ସଫ୍ଟ ଏନକ୍ଲୋଜରରେ ପ୍ରଥମ ଶିକାର କଲା ବାଘୁଣୀ ‘ଜିନତ୍’। ଗତକାଲି ରାତି ପ୍ରାୟ ୧୦ଟା ସମୟରେ ଏନକ୍ଲୋଜରରେ ଏକ ଘୁଷୁରିକୁ ଶିକାର କରି ଖାଇଛି। ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ‘ଜିନତ୍ ‘ର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ସୂଚନା ମିଳିଛି।…

Continue reading
ମହାନଦୀକୁ ଡେଇଁ ପଡ଼ିଲେ ଯୁବକ

ପାରାଦୀପର:ପାରାଦୀପର ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ପଡ଼ିଲେ ଯୁବକ। ତେବେ ଯୁବକ ଜଣଙ୍କ କିଏ ତାହା ଜଣାପଡ଼ି ନାହିଁ। ଆଜି ସକାଳେ ଯୁବକ ଜଣଙ୍କ ହଠାତ୍ ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଯୁବକ ଜଣଙ୍କ ଭାସୁଥିବା ଦେଖି…

Continue reading
ଶିଶୁ ୱାର୍ଡରେ ଅଗ୍ନିକାଣ୍ଡ:୧୦ ଶିଶୁ ଜୀବନ୍ତ ଦଗ୍ଧ

ଉତ୍ତରପ୍ରଦେଶ: ଗତରାତିରେ ଉତ୍ତରପ୍ରଦେଶର ଝାନସୀ ମେଡିକାଲ କଲେଜର ଶିଶୁ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ବେଳେ ୧୦ ଶିଶୁ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ଏହି ଅଗ୍ନିକାଣ୍ଡରେ ବହୁ ଶିଶୁ ଜଳି ଗୁରୁତର ହୋଇପଡ଼ିଛନ୍ତି। ଏହି ଘଟଣାକୁ ଅତି ଗୁରୁତର ସହ…

Continue reading
ଏକ୍ସପ୍ରେସ ଟ୍ରେନରେ ଲାଗିଲା ନିଆଁ

ଭଦ୍ରକ: ଏକ୍ସପ୍ରେସ୍ ଟ୍ରେନରେ ନିଆଁ ଲାଗିଯାଇଛି। ଭଦ୍ରକରେ ରମ୍ଭିଳା ନିକଟରେ କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ଏକ୍ସପ୍ରେସରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ରେଲୱେ କର୍ମଚାରୀଙ୍କ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି। ଏଥିରେ କାହାର କିଛି କ୍ଷତି ହୋଇନାହିଁ। ଏକ୍ସପ୍ରେସଟି ଟ୍ରେନଟି ଦିବ୍ରୁଗଡ଼ରୁ କନ୍ୟାକୁମାରୀ ଯାଉଥିଲା।…

Continue reading
ଭୁବନେଶ୍ୱରରୁ ଆଉ ୫ ସହରକୁ ସିଧାସଳଖ ବିମାନ ସେବା

ଭୁବନେଶ୍ୱର: ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନବନ୍ଦରରୁ ଦେଶର ଅଧିକ ସହରକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ…

Continue reading
ଦୁର୍ଘଟଣା: ବର କନ୍ୟାଙ୍କ ସମେତ ୭ ମୃତ

ନୂଆଦିଲ୍ଲୀ: ସଡ଼କ ଦୁର୍ଘଟଣାରେ ଚାଲିଗଲା ୭ ଜୀବନ । ମୃତକଙ୍କ ମଧ୍ୟରେ ବରକନ୍ୟା ଥିବା ଜଣାଯାଇଛି। ଫଳରେ ଜୀବନର ନୂତନ ଅଧ୍ୟାୟ ଆରମ୍ଭ ପୂର୍ବରୁ ଦୁର୍ଘଟଣାରେ ସେମାନଙ୍କ ଜୀବନ ଦୀପ ଲିଭି ଯାଇଛି।ଏପରି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଉତ୍ତରପ୍ରଦେଶର ବିଜନୌରରେ…

Continue reading
ଦକ୍ଷିଣ-ଆଫ୍ରିକାରେ ଟି-ଟ୍ୱେଣ୍ଟି ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ: ଦକ୍ଷିଣ-ଆଫ୍ରିକାରେ ଟି-୨୦ ସିରିଜ ଜିତିଲା ଭାରତ । ଘରୋଇ ଦକ୍ଷିଣ ଆଫ୍ରିକାକୁ ୪ଟିକିଆ ଟି-୨୦ ସିରିଜରେ ୧/୩ରେ ମାତ ଦେଇଛି ସୂର୍ୟ୍ୟକୁମାର ଯାଦବଙ୍କ ଟିମ୍‌ ଇଣ୍ଡିଆ । ଜୋହାନ୍ସବର୍ଗରେ ଖେଳାଯାଇଥିବା ଚତୁର୍ଥ ଟି-୨୦ରେ ସଞ୍ଜୁ ସାମସନଙ୍କ ୧୦୯ ଓ ତିଳକ…

Continue reading
୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ପ୍ରତିନିଧି ମଣ୍ଡଳୀ ।ସିଙ୍ଗାପୁର ଯିବା ଆଗରୁ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଜଗନ୍ନାଥଙ୍କ ଆର୍ଶୀବାଦରେ ଓ ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନରେ ବରିଷ୍ଠ ପ୍ରତିନିଧି ମଣ୍ଡଳି ସହିତ…

Continue reading
ଆଜିଠୁ ପୁଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ଭୁବନେଶ୍ୱର: ଶ୍ରୀମନ୍ଦିରରେ ଭିଡ଼ କମିଥିବାରୁ ଆଜିଠୁ ପୁଣି ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ଦ୍ୱାର। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ…

Continue reading
ମହାନଦୀ ରିଭର ଫ୍ରଣ୍ଟ ବିକାଶ ପାଇଁ ଆଉ ଅଧିକ ୧୫୦ କୋଟି ଟଙ୍କା ଘୋଷଣା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ ପ୍ରସିଦ୍ଧ ଓ ଉତ୍ସାହରେ ଭରପୁର ବାଲିଯାତ୍ରା ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାର ଗୌରବମୟ ଇତିହାସର ଏକ ସୁନ୍ଦର ପରିଚୟ ହେଉଛି ଏହି ବାଲିଯାତ୍ରା। ଏହାକୁ ବାଦ…

Continue reading