ଆରମ୍ଭ ହେଲା କଟକ ବାଲିଯାତ୍ରା

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ ପ୍ରସିଦ୍ଧ ଓ ଉତ୍ସାହରେ ଭରପୁର ବାଲିଯାତ୍ରା ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାର ଗୌରବମୟ ଇତିହାସର ଏକ ସୁନ୍ଦର ପରିଚୟ ହେଉଛି ଏହି ବାଲିଯାତ୍ରା। ଏହାକୁ…

Continue reading
ଅମିତ ଶାହାଙ୍କ ହେଲିକପ୍ଟର ଯାଞ୍ଚ ହେଲା

ମହାରାଷ୍ଟ୍ରର ହିଙ୍ଗୋଲି ଜିଲ୍ଲାକୁ ପ୍ରଚାର ପାଇଁ ଯାଇଥିବା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଓ ଏହା ମଧ୍ୟରେ ଥିବା ବ୍ୟାଗକୁ ଯାଞ୍ଚ କରାଯାଇଛି। ନିର୍ବାଚନ ବେଳେ ଟଙ୍କା କିମ୍ବା ଅନ୍ୟାନ୍ୟ ଜିନିଷ ଲୋକଙ୍କୁ ଦେବା ଭଳି କାମ ଉପରେ ରୋକ…

Continue reading
ଡଙ୍ଗା ଆଣିବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ଜଣ ନାବାଳିକା

ଡଙ୍ଗା ଆଣିବା ପାଇଁ ପୋଖରୀକୁ ଯାଇ ବୁଡ଼ିଗଲେ ଦୁଇ ନାବାଳିକା। ଆଜି ମଧ୍ୟାହ୍ନରେ ଏପରି ଘଟଣା ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ ଘଟିଛି। ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ଆଜି ଥିଲା କାର୍ତ୍ତିକ ପୂର୍ଣ୍ଣିମା। ତେଣୁ…

Continue reading
କାଲିଠୁ ଶ୍ରୀମନ୍ଦିରର ଚାରି ଦ୍ଵାର ଦେଇ ପ୍ରବେଶ କରିବେ ଭକ୍ତ

ଆସନ୍ତାକାଲି (ଶନିବାର) ଠାରୁ ସମସ୍ତ ଚାରି ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ଶ୍ରଦ୍ଧାଳୁମାନେ ସମସ୍ତ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ…

Continue reading
କଟକ ଐତିହାସିକ ବାଲିଯାତ୍ରା ଆରମ୍ଭ ହେଲା ଆଜିଠୁ !

ଆରମ୍ଭ ହେଲା ଐତିହାସିକ ବାଲିଯାତ୍ରା। ନୌବାଣିଜ୍ୟ ପରମ୍ପରାର ଗାଥା ବହନ କରୁଥିବା ଏହି ବୃହତ ବାଣିଜ୍ୟିକ ମହାକୁମ୍ଭ ଆଜି ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ‌ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଐତିହାସିକ ବାଲିଯାତ୍ରାକୁ ଉଦ୍‌ଘାଟନ କରିଛନ୍ତି। ପରେ ମୁଖ୍ୟମନ୍ତ୍ରୀ…

Continue reading
ଜୟ ନାରାୟଣଙ୍କୁ ସମର୍ଥନ କଲା ବିଜେପି

ଜଣେ ମହିଳା ପୁଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ ମାମଲାରେ ସମ୍ବଲପୁରର ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିବାକୁ ନେଇ ଚାଲିଥିବା ରାଜନୀତି ଆଜି ନୂଆମୋଡ଼ ନେଇଛି। ବରିଷ୍ଠ ନେତା ଜୟନାରାୟଣଙ୍କ ସମର୍ଥନରେ ଆଜି ବିଜେପି…

Continue reading
କାର୍ତ୍ତିକ ପୂର୍ଣ୍ଣିମାରେ ପୋଖରୀରେ ବୁଡି ମୃତ

ରାଜ୍ୟର ବିଭିନ୍ନ ସ୍ଥାନରେ ପୋଖରୀରେ ବୁଡ଼ି ୫ ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ଆଜି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜଳାଶୟଗୁଡ଼ିକରେ ଡଙ୍ଗା ଭସାଯାଇଥିବା ବେଳେ କେଉଁଠି ପୋଖରୀରୁ ଡଙ୍ଗା ଆଣିବାକୁ ଯାଇ ତ କେଉଁଠି ଡଙ୍ଗାର ଥିବା କଏନ ସଂଗ୍ରହ କରିବାକୁ…

Continue reading
ଖୁବ୍ ଶୀଘ୍ର ଲାଗୁ ହେବ ପେଶା ଆଇନ୍: ଆଦିବାସୀଙ୍କ ପାଇଁ ଖୁସି ଖବର

ଆଦିବାସୀଙ୍କ ପାଇଁ ଖୁସି ଖବର। ବହୁ ପ୍ରତୀକ୍ଷିତ ପେସା ଆଇନ ପାଇଁ ଆଉ ପ୍ରତିବାଦ କରିବାକୁ ପଡିବନି। ଖୁବ୍‌ଶୀଘ୍ର ପେସା ଆଇନ୍‌ ଲାଗୁ କରିବେ ନୂଆ ସରକାର। ଜନଜାତୀୟ ଗୌରବ ଦିବସ ଅବସରରେ ଆଜି ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

Continue reading
୧୮ ଓ ୨୫ରେ ମୂଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଅଭିଯୋଗ ବନ୍ଦ

ଚଳିତ ମାସ ୧୮ ଓ ୨୫ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ । କାର୍ଯ୍ୟବ୍ୟସ୍ତତା ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିପାରିବେ ନାହିଁ ବୋଲି ଜଣାପଡ଼ିଛି । ଚଳିତ ମାସ ୧୮ ଓ ୨୫ତାରିଖରେ…

Continue reading
ବିଜେଡ଼ିକୁ ବୁଡ଼ାଇବ ମେଣ୍ଟ ଚର୍ଚ୍ଚା

ଭୁବନେଶ୍ୱର : ଇତିହାସରୁ ବିଜେଡ଼ି କିଛି ଶିଖିପାରିଲା ନାହିଁ । ଯାହାକି ଦଳକୁ ସଂକଟ ଭିତରକୁ ଟାଣିନେଉଛି । ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡ଼ି ହାରିବାର ଅନ୍ୟତମ କାରଣ ହେଉଛି ମେଣ୍ଟ ଚର୍ଚ୍ଚା । ବିଜେପି ସହ ମେଣ୍ଟ ପାଇଁ ବିଜେଡ଼ିର…

Continue reading