ଶରଦ ପାୱାରଙ୍କ ଫଟୋ ବ୍ୟବହାର କରିପାରିବେନି ଅଜିତ ପାୱାର ଗୋଷ୍ଠୀ
ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ଆସନ୍ତା ସପ୍ତାହରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାରଙ୍କ ନେତୃତ୍ୱାଧୀନ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିକୁ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଚାର ସମୟରେ ପାର୍ଟି ପ୍ରତିଷ୍ଠାତା ଶରଦ ପାୱାରଙ୍କ ଫଟୋ କିମ୍ବା ଭିଡିଓ ବ୍ୟବହାର ନକରିବାକୁ…









