ଋତୁଶ୍ରାବ ଛୁଟି ଆବେଦନ କରିବା ମହିଳାଙ୍କ ପାଇଁ ମାନସିକ ନିର୍ୟାତନା ହେବ:ବିଜେଡି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ତରଫରୁ ୧୧ ନଭେମ୍ୱର ଦିନ ଜାରି କରାଯାଇଥିବା ବିଜ୍ଞପ୍ତିରେ ମହିଳା କର୍ମଚାରୀ ମାନଙ୍କ ମାସିକ ଋତୁଶ୍ରାବ ଜନିତ ଅସୁବିଧାକୁ ଦୃଷ୍ଟିରେ ରଖି ପ୍ରଦାନ କରାଯାଇଥିବା ଅଧିକ ୧୨ ଦିନର ଛୁଟି କିଛି ନୂଆ କଥା ନୁହେଁ…

Continue reading
ଜାନୁୟାରୀ ୮ରେ ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ବର : ୨୦୨୫ ଜାନୁୟାରୀ ୮ରେ  ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ଦିବସ। ଏ  ନେଇ ବୈଦେଶିକ ମନ୍ତ୍ରଣାଳୟରେ  ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟ ଶଙ୍କର ଏବଂ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ଓ୍ବେବସାଇଟ ଉନ୍ମୋଚନ କରିଛନ୍ତି ।…

Continue reading
ରାଜ୍ୟର ୧୫ ସହରର ତାପମାତ୍ରା ୨୦ଡିଗ୍ରୀ ତଳକୁ ଖସିଛି

ଭୁବନେଶ୍ୱର : ବିଳମ୍ଵରେ ହେଉ ପଛେ ରାଜ୍ୟକୁ ଶୀତ ଆସିଛି। ରାଜ୍ୟର ୧୫ ସହରର ତାପମାତ୍ରା ୨୦ଡିଗ୍ରୀ ତଳକୁ ଖସିଛି । ଦାରିଙ୍ଗିବାଡ଼ିରେ ରାତି ତାପମାତ୍ରା ସବୁଠୁ କମ୍‌ ବା ୧୫.୫ ଡିଗ୍ରୀ ରେକର୍ଡ ହୋଇଛି । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା…

Continue reading
ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ବସିବ । ଅପରାହ୍ନ ୪ଟାରେ ଏ ବୈଠକ ବସିବାକୁ କାର୍ୟ୍ୟସୂଚି ଧାର୍ୟ୍ୟ ହୋଇଛି । ନିର୍ଦ୍ଦିଷ୍ଟ ଭାବେ ଏଜେଣ୍ଡା ସ୍ପଷ୍ଟ ହୋଇ ନଥିଲେ ମଧ୍ୟ…

Continue reading
ପେପର୍‌ଲେସ୍‌ ଟିକଟ ପାଇଁ କ୍ରୁଟ ପକ୍ଷରୁ ପ୍ରୟାସ

ଭୁବନେଶ୍ୱର : ବସ୍‌ କିମ୍ବା ଘରେ ଥାଇ ସିଧା ଟିକଟ୍‌ କରି ହେବ । ଫୋନ୍‌ ପେ, ଗୁଗୁଲ ପେ ଭଳି ଆପ୍‌ରେ ଟିକଟ କରି ପାରିବେ ଯାତ୍ରୀ । ଏନେଇ କ୍ୟାପିଟାଲ୍‌ ରିଜିଅନ୍‌ ଅର୍ବାନ ଟ୍ରାନ୍‌ସପୋର୍ଟ (କ୍ରୁଟ) ଓପନ୍‌ ନେଟୱାର୍କ…

Continue reading
ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ଭଦ୍ରକ:  ପୂର୍ବତନ ସରପଞ୍ଚ ତଥା ସମବାୟ ସେବା ସମିତିର ସଭାପତି ଚିତ୍ତ ରଞ୍ଜନ ରାଉତଙ୍କୁ ହତ୍ୟା  । ନାଳରୁ ଚିତ୍ତ ରଞ୍ଜନଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଥିବା ବେଳେ ତାଙ୍କ ମୁଣ୍ଡର ପଛ ପଟେ ଗଭୀର କ୍ଷତ ଥିବା ଦେଖିବାକୁ ମିଳିଛି…

Continue reading
ସୁଭଦ୍ରା: ଆବେଦନ ୧.୦୩ କୋଟି ଟପିଲା

ଭୁବନେଶ୍ୱର: ରାଜ୍ୟ ବିଜେପି ସରକାରଙ୍କ ମହତ୍ୱାକାଂକ୍ଷୀ ଯୋଜନା ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ୟ୍ୟାୟ ଟଙ୍କା ଆସନ୍ତା ୨୪ତାରିଖରେ ପ୍ରାୟ ୨୦ଲକ୍ଷ ହିତାଧିକାରୀଙ୍କୁ ମିଳିବ । ଏନେଇ ରାଜ୍ୟ ସରକାର ପ୍ରସ୍ତୁତି ଶେଷ କରିଛନ୍ତି । ଏବେସୁଦ୍ଧା ରାଜ୍ୟରେ ମୋଟ ୧କୋଟି…

Continue reading
ଧବଳେଶ୍ୱରଙ୍କ ପୀଠରେ ଆଜି ବଡ଼ଓଷା

ଆଠଗଡ଼: ବଡ଼ଓଷା ପାଇଁ ଧବଳେଶ୍ୱରଙ୍କ ପୀଠ ଆଜି ଲୋକାରଣ୍ୟ । ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ରାତ୍ର ୩ଟାରେ ପହଡ଼ ଖୋଲାଯାଇ ସମସ୍ତ ପ୍ରକାର ନିତିକାନ୍ତି ସରିବା ପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ୱାରଫିଟା ଯାଇଥିଲା।…

Continue reading
୨୦୨୫ ମସିହା ପାଇଁ ଛୁଟି କ୍ୟାଲେଣ୍ଡର ଜାରି

ଭୁବନେଶ୍ୱର: ରାଜ୍ୟ ସରକାର  ୨୦୨୫ ମସିହା ପାଇଁ ଛୁଟି କ୍ୟାଲେଣ୍ଡର ଜାରି କରିଛନ୍ତି। ୨୦୨୫ ଇଂରାଜୀ ବର୍ଷରେ ରାଜ୍ୟ ସରକାରଙ୍କ କର୍ମଚାରୀଙ୍କୁ ୨୬ଟି ସରକାରୀ ଛୁଟିଦିନ ଓ ୮ଟି ଇଚ୍ଛାଧୀନ ଛୁଟି(ଯେକୌଣସି ଗୋଟିଏ ଦିନ) ମିଳିବ। ଅବଶ୍ୟ ଏହି ସମସ୍ତ ଛୁଟିରେ…

Continue reading
ଶ୍ରୀମନ୍ଦିରରେ ପଶିଲେ ଅଣହିନ୍ଦୁ ମହିଳା

ପୁରୀ:   ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ ମହିଳା। ସିଂହଦ୍ୱାର ଦେଇ ମହିଳା ଜଣକ ଶ୍ରୀମନ୍ଦିର ଗୁମୁଟ ପର୍ୟ୍ୟନ୍ତ ଯାଇଥିଲେ। ସେଠାରେ ତାଙ୍କୁ ଧରି ଥିଲେ ଜଗନ୍ନାଥ ଟେମ୍ପୁଲ ପୁଲିସ୍‌। ମହିଳା ଜଣକ ଚାଇନିଜ୍‌ ଭାଷାରେ କଥା ହେଉଥିବା ଜଣାପଡ଼ିଛି। ଉଦ୍ଧାର ବେଳେ ମହିଳା…

Continue reading