ବଦଳିଲା ନର୍ସଙ୍କ ୟୁନିଫର୍ମ
ଭୁବନେଶ୍ବର : ରାଜ୍ୟରେ କାର୍ୟ୍ୟରତ ନର୍ସଙ୍କ ଡ୍ରେସ୍ କୋଡ୍ ପରିବର୍ତ୍ତନ କରାଯାଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି।ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଅଧୀନରେ କାର୍ୟ୍ୟରତ ନର୍ସଙ୍କ ୟୁନିଫର୍ମ କରିବର୍ତ୍ତନ ହୋଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ…
















