ମଦ୍ୟପାନ କରି ଗାଡ଼ି ଚଳାଉଥିଲେ ରଦ୍ଦ କରାଯିବ ଡ୍ରାଇଭିଂ ଲାଇସେନ୍ସ
ଭୁବନେଶ୍ବର : ମୋ’ ବସ୍ ଚାଳକଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁଁ ସହରରେ ନିୟମିତ ଦୁର୍ଘଟଣା ଘଟୁଛି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ପକ୍ଷରୁ କଠୋର ଆଭିମୁଖ୍ୟ ପୋଷଣ କରାଯାଇଛି। ଆଗାମୀ ଦିନରେ କୌଣସି ଡ୍ରାଇଭର ମଦ୍ୟପାନ…
















