ଡମ୍ପରକୁ ପିଟିଲା ବସ୍:୫ ମୃତ
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଫିରୋଜାବାଦରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଯାଉଥିବା ଏକ ଯାତ୍ରୀବାହୀ ବସ୍ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଡମ୍ପରକୁ ପିଟିବାରୁ ଏହି ଦୁର୍ଘଟଣା ଘଟିଥିଲା। ବସ୍ ଡ୍ରାଇଭରଙ୍କ ଆଖି ଲାଖିଯିବାରୁ ଏହି ଦୁର୍ଘଟଣା ଘଟିଥିବା…
















