୨୦୨୭ ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପ କାମ

ଭୁବନେଶ୍ୱର:  ରାଜଧାନୀ ଭୁବନେଶ୍ୱରରେ ଗଡ଼ବ ମେଟ୍ରୋ ଟ୍ରେନ୍‌। ୨୦୨୭ ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପ କାମ ସରିବ। ପ୍ରତି ୧୦ ମିନିଟ୍‌ ବ୍ୟବଧାନରେ ଗଡ଼ିବ ମେଟ୍ରୋ। ଆଜି ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ। ମେଟ୍ରୋ ରେଳ…

Continue reading
ଡିସେମ୍ବର ୧୫ରେ ଓଏଏସ୍ ପ୍ରିଲିମ

ଭୁବନେଶ୍ୱର:  ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା-୨୦୨୩ ପାଇଁ  ତାରିଖ ଘୋଷଣା ହୋଇଛି । ବାତ୍ୟା ‘ଦାନା’ ଯୋଗୁ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା । ତେବେ ଆସନ୍ତା ଡିସେମ୍ବର ୧୫ତାରିଖରେ ପ୍ରିଲିମିନାରୀ ପରୀକ୍ଷା କରିବା ପାଇଁ ଓଡ଼ିଶା ଲୋକସେବା ଆୟୋଗ…

Continue reading
ମୋ’ ବସ୍‌ର ସ୍ପିଡ୍‌ ଲିମିଟ୍‌ ୪୦ରୁ ଅଧିକ ରହିବ ନାହିଁ

ଭୁବନେଶ୍ୱର:  ସହର ଭିତରେ ବୁଲୁଥିବା ମୋ’ ବସ୍‌ର ସ୍ପିଡ୍‌ ଲିମିଟ୍‌ ୪୦ରୁ ଅଧିକ ରହିବ ନାହିଁ। ଯେଉଁ ବସ୍‌ ଗୁଡ଼ିକ ବାହାରକୁ ଯାଉଛି, ତାହାର ସ୍ପିଡ୍‌ ୫୦ ରହିବ। ଏହି ନିର୍ଦ୍ଦେଶକୁ ଯଥାଶୀଘ୍ର ଲାଗୁ କରିବା ପାଇଁ କୁହାଯାଇଛି। ଏନେଇ ସୂଚନା…

Continue reading
ଯାନ୍ତ୍ରିକ ମହାବିଦ୍ୟାଳୟରେ ରାଗିଂ, ୫ ଛାତ୍ର ଗିରଫ

କେନ୍ଦୁଝର: କେନ୍ଦୁଝର ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟରେ ଜଣେ ଜୁନିୟର ଛାତ୍ରଙ୍କୁ ରାଗିଂ ଅଭିଯୋଗରେ ୫ ଜଣ ସିନିୟର ଛାତ୍ରଙ୍କୁ ଗିରଫ କରିଛି ଟାଉନ ଥାନା ପୁଲିସ। ଏହା ସହିତ କଲେଜ କର୍ତ୍ତୃପକ୍ଷ ସେମାନଙ୍କୁ ୧ ବର୍ଷ ପାଇଁ ବାସନ୍ଦ କରିଛନ୍ତି। ଦ୍ୱିତୀୟ ବର୍ଷର…

Continue reading
ମା’ ଭଉଣୀକୁ ହତ୍ୟା ,ପୁଅ ଓ ନାତି ଗିରଫ

ସମ୍ବଲପୁର :ସମ୍ବଲପୁର ସଦର ଥାନା ଅନ୍ତର୍ଗତ ମାନେଶ୍ଵର ହାଟପଦାରେ ବୃଦ୍ଧା ସ୍ନେହଲତା ଦୀକ୍ଷିତ ଓ ତାଙ୍କ ଝିଅ ସୈରେନ୍ଦ୍ରି ଜୀବନ୍ତ ଦଗ୍ଧ  ଘଟଣାରେ ମୁଖ୍ୟ ଅଭିଯୁକ୍ତ ବୃଦ୍ଧାଙ୍କ ପୁଅ ଜଗନ୍ନାଥ ଦିକ୍ଷିତ ଓ ତାଙ୍କ ପୁଅକୁ ଗିରଫ କରିଛି। ଆଜି  ଅଭିଯୁକ୍ତମାନଙ୍କର …

Continue reading
ବିଜେଡି ଶୂନ ହୋଇଯିବ: ଯାଜପୁର ସାଂସଦ

ଭୁବନେଶ୍ୱର: ସାରା ରାଜ୍ୟରେ ବିଜେଡି ଶୂନ ହୋଇଯିବ ବୋଲି ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା କହିଛନ୍ତି ।  ସେ କହିଛନ୍ତି ଯେ ୨୦୨୯ ନିର୍ବାଚନ ବେଳେ ବିଜେଡି ଆଉ ଏକ ଦଳ ହୋଇ ରହିବନି । ବିଜେପି ନେତାଙ୍କ ସହ…

Continue reading
ବିଜେପିରେ ମିଶିବେ ବିଜେଡିର ୨୭ଜଣ ବିଧାୟକ: ଆସିକା ବିଧାୟକ

ଭୁବନେଶ୍ବର: ବିଜେଡି ନେତା ମୁନ୍ନା ଖାଁଙ୍କ ବୟାନ ପରେ କଡ଼ା ଜବାବ ଦେଇଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ । ଦଳ ଅଦଳବଦଳ ଚର୍ଚ୍ଚାକୁ ନେଇ ଆସିକା ବିଧାୟକ ସରୋଜ ପାଢ଼ୀଙ୍କ ବଡ ବୟାନ । ସେ କହିଛନ୍ତି,”ବିଜେପିରେ ମିଶିବେ ବିଜେଡିର…

Continue reading
ଅପପ୍ରଚାରକାରୀଙ୍କୁ ସଦବୁଦ୍ଧି ଦିଅନ୍ତୁ:ନବୀନ

ଭୁବନେଶ୍ୱର: କଣ୍ଟାବାଞ୍ଜି ଓ ହିଞ୍ଜିଳିରୁ ନିର୍ବାଚନ ଲଢ଼ିବା ନେଇ ମୁହଁ ଖୋଲିଲେ ନବୀନ। ସୋସିଆଲ ମିଡିଆରେ ଗୁଜବକାରୀଙ୍କୁ କଡ଼ା ଜବାବ ଦେଇଛନ୍ତି ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଏମାନେ ହେଉଛନ୍ତି ସେହି ନ୍ୟସ୍ତ ସ୍ୱାର୍ଥ ବ୍ୟକ୍ତି। ଯେଉଁମାନେ ଗତ ନିର୍ବାଚନ ସମୟରେ…

Continue reading
ଆସିଲା ବାତ୍ୟା କ୍ଷୟକ୍ଷତିର ଚୂଡ଼ାନ୍ତ ରିପୋର୍ଟ

ଭୁବନେଶ୍ବର: ବାତ୍ୟା ‘ଦାନା’ର କ୍ଷୟକ୍ଷତିର ଚୂଡ଼ାନ୍ତ ରିପୋର୍ଟ ଦେଲେ ରାଜସ୍ୱ ଏବଂ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ବାତ୍ୟା ପ୍ରଭାବରେ ୬୧୬ କୋଟି ୧୯ ଲକ୍ଷ ୩୦ ହାଜର ଟଙ୍କା କ୍ଷତି ହୋଇଛି । ୧୪ ଜିଲ୍ଲାର ୧୬୬ ବ୍ଲକ…

Continue reading
ବିଜେପି ନିଜ ଦୋଷ ଦେଖୁ ନାହିଁ: ବିଜେଡି

ଭୁବନେଶ୍ବର: ମେଘନାଦ ପାଚେରୀରୁ ପାଣି ଗଳିବା ଅତ୍ୟନ୍ତ ଉଦବେଗଜନକ। ହେଲେ ବିଜେପି ମୁଖପାତ୍ର ଅନିଲ ବିଶ୍ୱାଳଙ୍କ ବକ୍ତବ୍ୟ ଆମକୁ ବ୍ୟଥିତ ଓ ବିସ୍ମିତ କରୁଛି ବୋଲି ବିଜେଡି ଆଜି ସାମ୍ବାଦିକ ସମ୍ମିଳନୀରେ କହିଛି। ବିସ୍ମିତ କାରଣ ସେ ନିଜ ଦୋଷ ଦେଖୁ…

Continue reading