ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରା ଟଙ୍କା
ଭୁବନେଶ୍ୱର:ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେ ନଭେମ୍ବର ଶେଷ ସପ୍ତାହରେ ୨୦ ଲକ୍ଷରୁ ଊଦ୍ଧ୍ୱର୍ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ।…
















