ବାହାନଗା ଟ୍ରେନ ଟ୍ରାଜେଡି: ୩ ଅଭିଯୁକ୍ତଙ୍କୁ ହାଇକୋର୍ଟଙ୍କ ଜାମିନ
କଟକ: ବହୁଚର୍ଚ୍ଚିତ ବାଲେଶ୍ବର ବାହାନଗା ଟ୍ରେନ ଟ୍ରାଜେଡି ମାମଲାରେ ଗିରଫ ହୋଇଥିବା ୩ ରେଳ କର୍ମଚାରୀଙ୍କୁ ମିଳିଲା ବଡ ଆଶ୍ବସ୍ତି । ଏହି ତିନି କର୍ମଚାରୀଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ଏମାନେ ହେଲେ ସିନିୟର ସେକ୍ସନ ଇଂଜିନିୟର…












