ଏଣିକି ବଡି କ୍ୟାମେରା ପିନ୍ଧିବେ ପୋଲିସ
ଭୁବନେଶ୍ୱର: ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ। ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସ ଏକ ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଥାନା ରିସେପ୍ସନ ଦାୟିତ୍ୱରେ ଥିବା ଅଧିକାରୀ ବଡି କ୍ୟାମେରା ପିନ୍ଧିବେ। ଉତ୍ପାତ କରୁଥିବା ଅମାନିଆଙ୍କ ଅଡିଓ, ଭିଡିଓ ସବୁ…
ଭୁବନେଶ୍ୱର: ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ। ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସ ଏକ ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଥାନା ରିସେପ୍ସନ ଦାୟିତ୍ୱରେ ଥିବା ଅଧିକାରୀ ବଡି କ୍ୟାମେରା ପିନ୍ଧିବେ। ଉତ୍ପାତ କରୁଥିବା ଅମାନିଆଙ୍କ ଅଡିଓ, ଭିଡିଓ ସବୁ…
ଭୁବନେଶ୍ୱର: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦ ବର୍ଷରୁ…
ଭୁବନେଶ୍ୱର: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ ସ୍ବତନ୍ତ୍ର ଟିମ୍…
ଭୁବନେଶ୍ୱର : କେନ୍ଦ୍ର ଗୃହ ନିର୍ମାଣ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଭୁବନେଶ୍ୱରକୁ ଦେଶର ସବୁଠାରୁ ଶ୍ରେଷ୍ଠ ଜନପରିବହନ ବ୍ୟବସ୍ଥାର ସହର ବା ‘ସିଟି ଉଇଥ୍ ବେଷ୍ଟ ପବ୍ଲିକ୍ ଟ୍ରାନ୍ସପୋର୍ଟ ସିଷ୍ଟମ୍’ର ମାନ୍ୟତା ଦେବା ସହ ପୁରସ୍କୃତ କରିଛି। ଗୁଜରାଟର ଗାନ୍ଧୀନଗରରେ…
ଭୁବନେଶ୍ୱର: ଖୁବଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା । ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ ।ପୂର୍ବରୁ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ୟ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାଯାଇ…
ଭୁବନେଶ୍ବର : ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଙ୍କ ଜନ ଅଭିଯୋଗ ଶୁଣାଣି । ବାତ୍ୟା ଦାନା ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ୟ୍ୟ କୁ ଦୃଷ୍ଟିରେ ରଖି ଆଜି ଭୁବନେଶ୍ବର ୟୁନିଟ୍ -୫ ସ୍ଥିତ ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ…
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲାରେ ପୁଲିସ୍ ଇନଫର୍ମର ସନ୍ଦେହରେ ଦୁଇ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ସୁକୁମା ଜିଲ୍ଲା କୋଣ୍ଟା ଥାନା ଅଞ୍ଚଳର ଗଙ୍ଗରାଜପଦର ଗାଁରେ ମାଓବାଦୀମାନେ ଜଣଙ୍କୁ ଗଳା କାଟି ହତ୍ୟା କରି ମୃତଦେହ…
ଭୁବନେଶ୍ୱର: ବାତ୍ୟା ଆଶ୍ରୟସ୍ଥଳୀରେ ଅଛନ୍ତି ୩୦ ହଜାର ଲୋକ। ଏରିୟଲ ସର୍ଭେ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏବେ ସୁଦ୍ଧା ବାତ୍ୟା ପ୍ରଭାବିତ ୫୦ ହଜାର ଲୋକଙ୍କୁ ବିଦ୍ୟୁତ ସଂଯୋଗ ଦିଆଯାଇପାରିନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…
ଭୁବନେଶ୍ୱର: ନଭେମ୍ବର ୧ରେ ଠପ୍ ହେବ ୧୦୮ ଆମ୍ବୁଲାନ୍ସ ସେବା । ରାଜରାସ୍ତାରେ ଗଡ଼ିବନି ୧୩ଶହ ଆମ୍ବୁଲାନ୍ସ। କାରଣ ରାଜ୍ୟବ୍ୟାପୀ କାର୍ୟ୍ୟବନ୍ଦ ରଖିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ଆନ୍ଦୋଳନରେ ବସିବେ ୬ ହଜାରରୁ ଉର୍ଦ୍ଧ୍ୱ ଆମ୍ବୁଲାନ୍ସ କର୍ମଚାରୀ । ନୂତନ ଠିକା…