ଖୁବ୍‌ଶ୍ରୀଘ୍ର ଆସିବେ କେନ୍ଦ୍ରୀୟ ଟିମ୍‌ :ସୁରେଶ ପୂଜାରୀ

ଭୁବନେଶ୍ୱର: ଖୁବ୍‌ଶ୍ରୀଘ୍ର ବାତ୍ୟା କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍‌ ଆସିବେ। ବର୍ତ୍ତମାନ ସୁଦ୍ଧା ୨୨ ଲୋକଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଛି। ଗତକାଲିଠାରୁ ବର୍ଷା ଲାଗିରହିଥିବାରୁ କାର୍ୟ୍ୟରେ ବାଧା ସୃଷ୍ଟି ହୋଇଛି। ବାତ୍ୟାରେ ଘର ହରାଇଥିବା ପରିବାର ବାତ୍ୟା ଆଶ୍ରୟସ୍ଥଳୀରେ ରହିବ।…

Continue reading
ଆଜିଠୁ ଖୋଲିବ ନନ୍ଦନକାନନ

ଭୁବନେଶ୍ୱର:   ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ ଆଜିଠାରୁ ପୁଣି ପର୍ୟ୍ୟଟକଙ୍କ ପାଇଁ ଖୋଲାଯିବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି।  ବାତ୍ୟା ପରିପ୍ରେକ୍ଷୀରେ ଜୀବଜନ୍ତୁ ଓ ପର୍ୟ୍ୟଟକଙ୍କ ସୁରକ୍ଷା ପାଇଁ ନନ୍ଦନକାନନ କର୍ତ୍ତୃପକ୍ଷ ଏହାକୁ ୨୪ ଓ…

Continue reading
ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ୟ୍ୟକୁ ତ୍ବରାନ୍ବିତ କରିବା ପାଇଁ ଆଜି ଏବଂ ରବିବାର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପୂର୍ବ କାର୍ୟ୍ୟ ଦିବସ ପରି ଏହି ଦୁଇଦିନ ସରକାରୀ…

Continue reading
ଆଜି ଆକାଶ ମାର୍ଗରୁ ବାତ୍ୟା ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବାତ୍ୟା ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରାୟ ୨ ଘଣ୍ଟା ଧରି ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ। ଏହାପରେ ଅପରାହ୍ନରେ…

Continue reading
ଝାରଖଣ୍ଡ ନିର୍ବାଚନ: ଓଡ଼ିଶା ମୁଖ୍ୟମନ୍ତ୍ରୀ ଷ୍ଟାର ପ୍ରଚାରକ

ନୂଆଦିଲ୍ଲୀ: ଝାରଖଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ  ବିଜେପି ତା’ର ଷ୍ଟାର ପ୍ରଚାର ତାଲିକା ଜାରି କରିଛି। ଏହି ୪୦ ଜଣିଆ ଷ୍ଟାର ପ୍ରଚାର ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

Continue reading
ଝାଡ଼ଖଣ୍ଡ ନିର୍ବାଚନ :ଧର୍ମେନ୍ଦ୍ର ଷ୍ଟାର ପ୍ରଚାରକ

ଭୁବନେଶ୍ୱର:ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜେପି ତା’ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁ ମଧ୍ୟ ରହିଛି।…

Continue reading
ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ୟ୍ୟକ୍ରମ ରହିଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ କାର୍ୟ୍ୟକ୍ରମରେ…

Continue reading
ଅବପାତରେ ପରିଣତ ହେଲା ବାତ୍ୟା

ଭୁବନେଶ୍ଵର, : ଦୁର୍ବଳ ହୋଇ ଅବପାତରେ ପରିଣତ ହେଲା ବାତ୍ୟା। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଜି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଭଦ୍ରକ, ବାଲେଶ୍ଵର,…

Continue reading
ଆଧାର କାର୍ଡକୁ ନେଇ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଆଧାର କାର୍ଡକୁ ନେଇ ବଡ଼ ରାୟ ଦେଇଛନ୍ତି। ଏହା ବୟସ ନିର୍ଦ୍ଧାରଣ କରିବାର ଆନୁଷ୍ଠାନିକ ପ୍ରମାଣପତ୍ର ନୁହେଁ ବୋଲି ଜଷ୍ଟିସ ସଞ୍ଜୟ କରୋଲ ଏବଂ ଜଷ୍ଟିସ ଉଜ୍ଜ୍ବଲ ଭୁଇଁଆଙ୍କ ଖଣ୍ଡପୀଠ କହିଛନ୍ତି। ଏ ସମ୍ବନ୍ଧରେ ପଞ୍ଜାବ ଏବଂ ହରିୟାଣା…

Continue reading
ବାଲେଶ୍ୱରରେ ବନ୍ୟା ସ୍ଥିତି

ବାଲେଶ୍ୱର :ବାତ୍ୟା ‘ଦାନା’ ଯୋଗୁ ବାଲେଶ୍ୱର ଜିଲ୍ଲାରେ ଉପୁଜିଛି ବନ୍ୟା ସ୍ଥିତି। ଲଗାଣ ବର୍ଷା ହେତୁ ପାଣି ଉଛୁଳି ପରିସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେବାକୁ ଲାଗିଛି। ପାଣି ପ୍ରଖର ସ୍ରୋତରେ ପ୍ରବାହିତ ହେବାରୁ ବାଲେଶ୍ୱର ଜିଲ୍ଲାର ୧୦ ଗାଁ ବାହ୍ୟ…

Continue reading