୨୦ କେଜି ସୁନା ଜବତ
ମୟୂରଭଞ୍ଜ: ଜିଏସ୍ଟି ଫାଙ୍କିବା ସନ୍ଦେହରେ ମୟୂରଭଞ୍ଜ ଜିଲ୍ଲା ବାରିପଦାର ଏମକେସି ହାଇସ୍କୁଲ ଛକ ନିକଟରେ ଏକ ଲଜିଷ୍ଟିକ୍ ଗାଡ଼ିକୁ ଅଟକ ରଖିଛି ପୁଲିସ୍। ଉକ୍ତ ଗାଡ଼ିରେ ପ୍ରାୟ ୨୦ କେଜିରୁ ଊର୍ଦ୍ଧ୍ୱ ସୁନା ଥିବା ଜଣାଯାଇଛି। ସୁନା କେଉଁଠୁ ଆସୁଥିଲା ଓ…
ମୟୂରଭଞ୍ଜ: ଜିଏସ୍ଟି ଫାଙ୍କିବା ସନ୍ଦେହରେ ମୟୂରଭଞ୍ଜ ଜିଲ୍ଲା ବାରିପଦାର ଏମକେସି ହାଇସ୍କୁଲ ଛକ ନିକଟରେ ଏକ ଲଜିଷ୍ଟିକ୍ ଗାଡ଼ିକୁ ଅଟକ ରଖିଛି ପୁଲିସ୍। ଉକ୍ତ ଗାଡ଼ିରେ ପ୍ରାୟ ୨୦ କେଜିରୁ ଊର୍ଦ୍ଧ୍ୱ ସୁନା ଥିବା ଜଣାଯାଇଛି। ସୁନା କେଉଁଠୁ ଆସୁଥିଲା ଓ…
ଭୁବନେଶ୍ୱର: ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନ ମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀରୁ ସୂଚନା ଦେଇଛନ୍ତି। ମୋଦି ତାଙ୍କ ଜନ୍ମଦିନ…
ନୂଆଦିଲ୍ଲୀ, : ଭାରତ ସରକାର ଦେଶର ଜନତାଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି। ଏଥିମଧ୍ୟରୁ ସରକାର ବିଭିନ୍ନ ପ୍ରକାରର ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ଆଣିଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଅଧିକାଂଶ ଗରିବ ଏବଂ ଅଭାବୀ ଲୋକଙ୍କ ପାଇଁ ରହିଛି। କେନ୍ଦ୍ର…
ଭୁବନେଶ୍ୱର: ଆଳୁ ଦାମ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଓୟୁଏଟି ପ୍ରତିଷ୍ଠା ଦିବସରେ ଯୋଗ ଦେଇ ପୂର୍ବ ସରକାରଙ୍କ ଉପରେ ବର୍ଷିଛନ୍ତି ମୋହନ। ସେ କହିଛନ୍ତି, ପୂର୍ବ ସରକାରରେ କୃତ୍ରିମ ସମସ୍ୟା…
ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ। ଆଜି ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା…
ହାତରେ କଳା ପଟି ଆଉ ମୁହଁରେ କଳା ମାସ୍କ। ଧାରଣାରେ ବସିଲେ ଜାତୀୟତାବାଦୀ କଂଗ୍ରେସ ପାର୍ଟି ତଥା ଏନ୍ସିପିର ମୁଖିଆ ଶରଦ ପାଓ୍ୱାର। ମହାରାଷ୍ଟ୍ରର ବଦଲାପୁର ସ୍କୁଲରେ ଦୁଇ ଛୋଟ ପିଲାଙ୍କୁ ଦିଆଯାଇଥିବା ଯୌନ ନିର୍ଯାତନା ବିରୋଧରେ ଧାରଣାରେ ବସିଛନ୍ତି। ମହାବିକାଶ ଅଘାଡି ଆଜି…
ଭୁବନେଶ୍ୱର: ବିଜେଡି ପ୍ରଚାରକ ସାଜିଥିବା ଅଫିସରଙ୍କ ବିରୋଧରେ ତଦନ୍ତ ଚାଲିଛି ବୋଲି ଶନିବାର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ସେ କହିଛନ୍ତି, ତଥ୍ୟ ସଂଗ୍ରହ ଚାଲିଛି। ‘ଆଶିଷ ସିଂ ଓ ଡିଏସ କୁଟ୍ଟେଙ୍କ ବିରୋଧରେ ବହୁ ଦିନରୁ…
ଭୁବନେଶ୍ୱର : ସୁଭଦ୍ରା ଯୋଜନାର ଏସଓପି ଆସିଛି । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି । ଏହି ଯୋଜନାରେ ଦୁଇ କିସ୍ତିରେ ଟଙ୍କା ମିଳିବ । ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି…
ଆଜି ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ରତ୍ନଭଣ୍ଡାରରେ ଥିବା ଖାଲି ସିନ୍ଦୁକ ଓ ଆଲମିରାଗୁଡ଼ିକୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର କରାଯାଉଛି। ଏଥିପାଇଁ…
ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ । ମାନ୍ୟବର ଓଡ଼ିଶା ହାଇକୋର୍ଟ ଏହି ନୋଟିସ କରିଛନ୍ତି । ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ମାମଲାରେ ହାଇକୋର୍ଟ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ କରିଛନ୍ତି । ସ୍ୱାଧୀନ ପ୍ରାର୍ଥୀ…