ଓଡ଼ିଶାକୁ ପର୍ଯ୍ୟଟକଙ୍କ ସ୍ୱର୍ଗ ଭାବେ ଗଢ଼ିତୋଳିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଓଡ଼ିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣ ଉଦଘାଟିତ ପର୍ଯ୍ୟଟନର ପ୍ରଚାର ପାଇଁ ନୂତନ ‘ଓଡ଼ିଶା ଟୁରିଜିମ୍ ପୋର୍ଟାଲ୍’ ଏବଂ ‘ଇନଭେଷ୍ଟମେଣ୍ଟ ଇନ୍ସେଣ୍ଟିଭ୍ ୱେବ୍ ଆପ୍ଲିକେଶନ୍’ର ଶୁଭାରମ୍ଭ ଭୁବନେଶ୍ୱର: ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରରେ ଏକ ନୂତନ ପରିଚୟ ପ୍ରଦାନ…















