ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ‘ନମାମି ଭାରତମ୍’କାର୍ଯ୍ୟକ୍ରମ

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଶୁକ୍ରବାର ‘ନମାମି ଭାରତମ୍ ’ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳିତ ହୋଇଯାଇଛି। ବିଦ୍ୟାଭାରତୀ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ‘ବନ୍ଦେ ମାତରମ୍‌’ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ହୋଇଥିଲା। ଏହି…

Continue reading
ରବିବାର ଖୋଲା ରହିବ ବ୍ୟାଙ୍କ

ଭୁବନେଶ୍ୱର : କାଲି (ରବିବାର) ଖୋଲା ରହିବ ବ୍ୟାଙ୍କ।ଏନେଇ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବ୍ୟାଙ୍କ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି।୨୭ ତାରିଖ ରବିବାର ବ୍ୟାଙ୍କଗୁଡ଼ିକ ଖୋଲା ରହିବ। ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ୩ ଦିନିଆ ବ୍ୟାଙ୍କ ଧର୍ମଘଟ ପରିପ୍ରେକ୍ଷୀରେ…

Continue reading
ମହିଳା କବାଡିରେ ଭାରତ ଆଣିଲା ସ୍ୱର୍ଣ୍ଣ ପଦକ

ନାଗୋୟା : ପୁଣି ଭାରତ ଆଣିଲା ସୁନା। ଭାରତ କବାଡିରେ ସ୍ୱର୍ଣ୍ଣ ପଦକ ଜିତିଛି। ଭାରତୀୟ ମହିଳା କବାଡି ଦଳ ଏସୀୟ କ୍ରୀଡା ୨୦୨୬ରେ ଜିତିଲେ ସ୍ୱର୍ଣ୍ଣ ପଦକ। ଫାଇନାଲରେ ଇରାନକୁ ୩୭-୩୪ରେ ପରାସ୍ତ କରିଛନ୍ତି। ଏହି ଏସୀୟ କ୍ରୀଡାରେ ଏହା…

Continue reading
‘ସମ୍ବନ୍ଧ’ର ଶୁଭାରମ୍ଭ ; ‘ସମବାୟ ଅନ୍ନଦାତାଙ୍କ ଜୀବନରେଖା’-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସମବାୟ ସଂସ୍ଥା କୌଣସି ରାଜନୈତିକ ମଞ୍ଚ ନୁହେଁ। ଏହା ହେଉଛି ଆମର ଅନ୍ନଦାତା ଚାଷୀ ଭାଇଭଉଣୀଙ୍କ ଜୀବନରେଖା। ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏହା କହିଛନ୍ତି। ଓୟୁଏଟି କୃଷି ଶିକ୍ଷା…

Continue reading
ମେଟାକୁ କୋର୍ଟଙ୍କ ନିର୍ଦେଶ; ମୋଦୀ-ମହିଳାଙ୍କ ଫଟୋ ହଟାଅ

ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତା ସୌରଭ ଦାସ, ଅଭିଜିତ ଦୀପକେ, ଆଶୁତୋଷ ରଙ୍କା ଓ ରତ୍ନ ସିଂହଙ୍କୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ଯନ୍ତରମନ୍ତରରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନ ସମୟରେ ଜଣେ ମହିଳାଙ୍କ…

Continue reading
ଓଡ଼ିଶା ଜଳ ସମ୍ପଦ ବିଭାଗକୁ ଶ୍ରେଷ୍ଠ ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ୱର: ୯ମ ଭାରତ ଅନ୍ତର୍ଜାତୀୟ ଜଳ ସପ୍ତାହ (ଆଇଆଇଡବ୍ଲ୍ୟୁଡବ୍ଲ୍ୟୁ) ୨୦୨୬ରେ ରାଜ୍ୟ ବର୍ଗରେ ଓଡ଼ିଶା ଜଳ ସମ୍ପଦ ବିଭାଗକୁ ଶ୍ରେଷ୍ଠ ପୁରସ୍କାର ପ୍ରଦାନ କରାଯାଇଛି। ‘ଜଳବାୟୁ ସହନଶୀଳ ଜଳ ପରିଚାଳନା’ ବିଷୟବସ୍ତୁ ଉପରେ ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମ୍‌ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…

Continue reading
ପର୍ଯ୍ୟଟକ ମାନଙ୍କୁ ସୁରକ୍ଷା ପ୍ରଦାନରେ ରାଜ୍ୟ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ: ବିଜେଡି

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର କପିଳାସ ଠାରେ ଜଣେ ଯୁବତୀ ଓ ତାଙ୍କର ଯୁବକ ସାଥୀଙ୍କ ଉପରେ ଅତ୍ୟାଚାର ଘଟଣାକୁ ୭୨ ଘଣ୍ଟା ପୁରି ନଥିବା ବେଳେ, ପୁରୀର ଏକ ରେଷ୍ଟୁରାଣ୍ଟରେ ଏକ ପର୍ଯ୍ୟଟକ ଦମ୍ପତିଙ୍କୁ ମାଡ଼ ମରାଯିବା ଘଟଣା ଓ ଗଣମାଧ୍ୟମ…

Continue reading
ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୧ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀ

ପଣ୍ଡିତ ଦୀନଦୟାଲଙ୍କ ‘ଏକାତ୍ମ ମାନବବାଦ’ ଓ ‘ଅନ୍ତ୍ୟୋଦୟ’ ହିଁ ସମୃଦ୍ଧ ଓଡ଼ିଶା ଗଠନର ମୂଳଦୁଆ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ରାଷ୍ଟ୍ରବାଦୀ ଜନନାୟକ, ଆଧୁନିକ ଭାରତର ଅନନ୍ୟ ଦାର୍ଶନିକ ତଥା ସାଂସ୍କୃତିକ ରାଷ୍ଟ୍ରବାଦର ଅଗ୍ରଣୀ ପ୍ରଣେତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଆଦର୍ଶ, ‘ଏକାତ୍ମ ମାନବବାଦ’…

Continue reading
ଅରୁଣ, ସୁଜିତ ନିଲମ୍ୱିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଦୁଇଟି ଭିନ୍ନ ଘଟଣାରେ ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ନିଲମ୍ୱିତ କରାଯାଇଛି । ଏହି ନିଲମ୍ୱନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ…

Continue reading
“କ୍ଷମତା କେବଳ ଏକ ମାତ୍ର ଲକ୍ଷ୍ୟ ନୁହେଁ, ଜନସେବା ହେଉଛି ମୂଳ ଲକ୍ଷ୍ୟ : ମନମୋହନ ସାମଲ

ଭୁବନେଶ୍ୱର: “କ୍ଷମତା କେବଳ ଏକ ମାତ୍ର ଲକ୍ଷ୍ୟ ନୁହେଁ, ଜନସେବା ହେଉଛି ମୂଳ ଲକ୍ଷ୍ୟ । ଗରୀବ, ଶୋଷିତ, ବଂଚିତ ଓ ନିଷ୍ପେସିତ ଶ୍ରେଣୀର ସେବା କରିବା ହିଁ ହେଉଛି ପ୍ରକୃତ ରାଷ୍ଟ୍ର ସେବା । କୈାଣସି ଦେଶର ପ୍ରକୃତ ବିକାଶ…

Continue reading