ଓଡ଼ିଶା ଜଳ ସମ୍ପଦ ବିଭାଗକୁ ଶ୍ରେଷ୍ଠ ପୁରସ୍କାର
ନୂଆଦିଲ୍ଲୀ/ଭୁବନେଶ୍ୱର: ୯ମ ଭାରତ ଅନ୍ତର୍ଜାତୀୟ ଜଳ ସପ୍ତାହ (ଆଇଆଇଡବ୍ଲ୍ୟୁଡବ୍ଲ୍ୟୁ) ୨୦୨୬ରେ ରାଜ୍ୟ ବର୍ଗରେ ଓଡ଼ିଶା ଜଳ ସମ୍ପଦ ବିଭାଗକୁ ଶ୍ରେଷ୍ଠ ପୁରସ୍କାର ପ୍ରଦାନ କରାଯାଇଛି। ‘ଜଳବାୟୁ ସହନଶୀଳ ଜଳ ପରିଚାଳନା’ ବିଷୟବସ୍ତୁ ଉପରେ ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମ୍ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
















