ମେଗା ସଦସ୍ୟତା ଅଭିଯାନ “ସମ୍ବନ୍ଧ”ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆହୁରି ସୁଦୃଢ ହେବ ରାଜ୍ୟର ସମବାୟ କ୍ଷେତ୍ର । ସମବାୟ ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହେବ । ଆସନ୍ତା ଶୁକ୍ରବାର ସେପ୍ଟେମ୍ବର ୨୫ ତାରିଖ ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ରାଜ୍ୟର ସମବାୟ କ୍ଷେତ୍ରର ସମ୍ପ୍ରସାରଣ…
















