ନବନିଯୁକ୍ତ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ଡ.ସ୍ୱଦେଶ ସିଂହଙ୍କ ଓଡିଶା ଆଗମନ
ସରକାର ଓ ସଂଗଠନ ମଧ୍ୟରେ ସମନ୍ୱୟକୁ ଗୁରୁତ୍ୱ ଦିଆଯିବ ଏବଂ ଦଳୀୟ ସଂଗଠନକୁ ଆହୁରୀ ଅଧିକ ସୁଦୃଢ କରାଯିବ : ଶ୍ରୀମତୀ ଡି.ପୁରନ୍ଦେଶ୍ୱରୀ ବିମାନ ବନ୍ଦରରେ ପ୍ରଭାରୀ ଓ ସହପ୍ରଭାରୀଙ୍କୁ ବିପୁଳ ସ୍ୱାଗତ ଓ ସମ୍ବର୍ଦ୍ଧନା ସେବା…















