ମୋଦୀଙ୍କୁ ସାକ୍ଷାତ କଲେ ଓଡ଼ିଶାର ରାଜ୍ୟପାଳ
ଭୁବନେଶ୍ୱର : ଗୁରୁବାର ଦିନ ନୂଆଦିଲ୍ଲୀରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଭେଟି ରାଜ୍ୟର ବିକାଶ ସମ୍ବନ୍ଧୀୟ ବିଷୟ ଉପରେ ଆଲୋଚନା କରିଛନ୍ତି । ଏହି ସାକ୍ଷାତ ସମୟରେ ରାଜ୍ୟପାଳ ଓଡ଼ିଶାରେ କେନ୍ଦ୍ର…















