bjp ଆଜି ବିଜେପି ମୁଖ୍ୟାଳୟରେ ନବନିଯୁକ୍ତ ପଦାଧିକାରୀ ବୈଠକ

ନୂଆଦିଲ୍ଲୀ: ବିଜେପି ନବନିଯୁକ୍ତ ପଦାଧିକାରୀ ବୈଠକ। ଆଜି ବିଜେପି ମୁଖ୍ୟାଳୟରେ ନବନିଯୁକ୍ତ ପଦାଧିକାରୀ ବୈଠକ ପ୍ରଥମ ବୈଠକ। ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ନୂଆ ଟିମ୍ ର ସଦସ୍ୟମାନେ ସାଙ୍ଗଠନିକ କାର୍ୟ୍ୟକ୍ରମ ଓ ଆଗାମୀ ରଣନୀତି ନେଇ ଆଲୋଚନା କରିବେ। ‘ମୋଦିଅ୨୫’ ଅଭିଯାନ ରୋଡ୍ ମ୍ୟାପ୍ ପ୍ରସ୍ତୁତ ନେଇ ହେବ ବିସ୍ତୁତ ଆଲୋଚନା କରାଯିବ।

ନୂଆ ରାଷ୍ଟ୍ରୀୟ ଟିମର ପ୍ରମୁଖ ଚେହେରା ବସୁନ୍ଧରା ରାଜେ, ରାମ ମାଧବ, ବୈଜୟନ୍ତ ପଣ୍ଡା, ଡି. ପୁରନ୍ଦେଶ୍ୱରୀ, ସ୍ମୃତି ଇରାନୀ, ବିପ୍ଲବ କୁମାର ଦେବ, ସୁନୀଲ ବଂଶଲ, ସତୀଶ ପୁନିଆ ଓ ଗଜେନ୍ଦ୍ର ପଟେଲ ଅନ୍ୟାନ୍ୟ ନେତାମାନେ ସାମିଲ ହୋଇଛନ୍ତି। ରାଜ୍ୟଗୁଡ଼ିକର ସାଙ୍ଗଠନିକ ସ୍ଥିତି, ଆଗାମୀ କାର୍ୟ୍ୟକ୍ରମ, ଜନସମ୍ପର୍କ ଏବଂ ସଂଗଠନ ବିସ୍ତାର ନେଇ ମଧ୍ୟ ଆଲୋଚନା ହେବ। ରାଜ୍ୟ ବିଜେପି ସଭାପତି, ସଂଗଠନ ମହାମନ୍ତ୍ରୀ ଓ ବରିଷ୍ଠ ନେତାମାନଙ୍କ ସହ ସମନ୍ୱୟ ବଢ଼ାଇବା ଉପରେ ଦଳ ଗୁରୁତ୍ୱ ଦେବ।

  • Related Posts

    bullet proof jacketମାୟାବତୀ-ଅଖିଳେଶଙ୍କ ସମେତ ୪୪ ନେତାଙ୍କୁ ବୁଲେଟପ୍ରୁଫ୍ ଜ୍ୟାକେଟ୍

    ନୂଆଦିଲ୍ଲୀ: ଆଗାମୀ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଯୋଗୀ ସରକାର ରାଜନେତାଙ୍କ ସୁରକ୍ଷାକୁ ନେଇ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସୁରକ୍ଷା ସମୀକ୍ଷା ଏବଂ ଗୁଇନ୍ଦା ସୂଚନା ଆଧାରରେ, ଯୋଗୀ ସରକାର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଏବଂ ଅଖିଳେଶ ଯାଦବଙ୍କ…

    Continue reading
    fire in plant control room ପ୍ଲାଣ୍ଟ କଣ୍ଟ୍ରୋଲ ରୁମ୍‌ରେ ନିଆଁ, ୩ ଇଞ୍ଜିନିୟର ମୃତ

    ଝାଡ଼ଖଣ୍ଡ,: ଝାଡ଼ଖଣ୍ଡ ରାମଗଡ଼ ଜିଲ୍ଲା ଅନ୍ତର୍ଗତ ପତ୍ରାତୁ ବ୍ଲକର ବରକାକାନା ଫାଣ୍ଡି ଅଞ୍ଚଳରେ ଥିବା ଏକ ସ୍ପଞ୍ଜ-ଆଇରନ୍ ଫ୍ୟାକ୍ଟ୍ରିରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି । ଗତ ଶୁକ୍ରବାର ରାତିରେ ହେହେଲ ସ୍ଥିତ ‘ମା’ ଛିନ୍ନମସ୍ତିକା ସିମେଣ୍ଟ ଆଣ୍ଡ ଇସ୍ପାତ ପ୍ରାଇଭେଟ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ