bjp meeting ବିଜେପି କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୈଠକରେ ଯୋଗ ଦେଇଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଦଳର ବରିଷ୍ଠ ରାଜ୍ୟ ପଦାଧିକାରୀ ଯୋଗ ଦେଇଛନ୍ତି । ଏହା ସହିତ ରାଜ୍ୟ ସରକାରଙ୍କ କିଛି ମନ୍ତ୍ରୀ ମଧ୍ୟ ଯୋଗ ଦେଇଛନ୍ତି ।

ଏହି ବୈଠକରେ ଦଳର ଆଗାମୀ କାର୍ଯ୍ୟକ୍ରମ ନେଇ ଆଲୋଚନା ହେଉଛି । ଆଗକୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନ ଥିବାରୁ ଏହି ଉପଲକ୍ଷେ ସେବା ସଂକଳ୍ପ କାର୍ଯ୍ୟକ୍ରମ ହାତକୁ ନିଆଯିବ । ଏକ ମାସ ଧରି ବିଭିନ୍ନ କାର୍ଯ୍ୟକ୍ରମ କରାଯିବ । ସେ ନେଇ ଆଜିର ବୈଠକରେ ରୋଡମ୍ୟାପ୍ ପ୍ରସ୍ତୁତ ହେବ ।

  • Related Posts

    pravati parida meet modi ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

    ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ‘ଆସନ୍ତା ୨୮ ତାରିଖ (ରାଖୀ ପୂର୍ଣ୍ଣିମା) ଅବସରରେ ନୟାଗଡ଼ଠାରୁ ପ୍ରଦାନ କରାଯିବାକୁ ଥିବା ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି…

    Continue reading
    bjd ବିଜେଡି ସଂଖ୍ୟାଲଘୁ ସେଲ୍‌ ନବକଳେବର

    ଭୁବନେଶ୍ୱର : ଦଳକୁ ପୁନର୍ଗଠନ କରିବାରେ ଲାଗି ପଡ଼ିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଦଳର ସଂଖ୍ୟାଲଘୁ ସେଲ୍ ନବକଳେବର କରାଯାଇଛି । ରାଜ୍ୟସ୍ତରୀୟ ସେଲ୍କୁ ପୁନର୍ଗଠନ କରାଯିବା ସହ ୩୦ଟି ସାଂଗଠନିକ ଜିଲ୍ଲାରେ ସଂଖ୍ୟାଲଘୁ ସେଲ୍ ସଭାପତି ଘୋଷଣା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ