ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର

ଚନ୍ଦନେଶ୍ୱର: ସୈତାନ ସାଜିଲା ବାପା । ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ପୁଅକୁ ହାଣିଲା । ପୁଅ ଓ ସ୍ତ୍ରୀକୁ ଗୁରୁତର ଅବସ୍ଥାରେ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ବାଲେଶ୍ୱର ଜିଲ୍ଲା ଭୋଗରାଇ ଦହମୁଣ୍ଡାରେ ଏଭଳି ଘଟଣା ଘଟିଛି ।…

ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

କୋରାପୁଟ : ପଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳ ଭଣ୍ଡାରକୁ ଡେଇଁ ଦୁଇ ପ୍ରେମୀ ଯୁଗଳ ଆତ୍ମହତ୍ୟା । ଅଗ୍ନିଶମ ବାହିନୀ ପହଞ୍ଚି ଉଭୟଙ୍କ ମୃତଦେହ ଜଳଭଣ୍ଡାରରୁ ଉଦ୍ଧାର କରିଛି। ନନ୍ଦପୁର ବ୍ଲକ ର ଅତଣ୍ଡା ଗ୍ରାମ ପଞ୍ଚାୟତର ଯୁକ୍ତ ଦୁଇ…

ସ୍ୱାମୀଙ୍କ ଗୋଇଠା ମାଡ଼ରେ ଅନ୍ତସତ୍ତ୍ୱା ସ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗ

ଭଦ୍ରକ: ଭଦ୍ରକ ଜିଲା ତିହିଡି଼ ଥାନା ଅଧୀନ ତାଳପଦା ଗ୍ରାମରେ ଶନିବାର ରାତିରେ ମୋନାଲିସା ଜେନା (୨୬)ନାମ୍ନୀ ଜଣେ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତିହିଡି଼ ପୋଲିସ ଏହି ଘଟଣାରେ ଏକ ମକଦ୍ଦମା (ନଂ ୨୧୧/୨୫)ରୁଜୁ କରି…

ବିସ୍ଫୋରକ ଲୁଟ୍ ଘଟଣା, ମାଓବାଦୀଙ୍କୁ ଖବର ଦେଇଥିବା ଅଭିଯୁକ୍ତ ଗିରଫ

ରାଉରକେଲା : ବାଙ୍କୋ ପଥର ଖଣିରୁ ବିସ୍ଫୋରକ ଲୁଟ୍‌ ଘଟଣା । ଜଣେ ଅଭିଯୁକ୍ତକୁ ଗିରଫ କଲା ରାଉରକେଲା ଥାନା ପୋଲିସ । ଗିରଫ ଅଭିଯୁକ୍ତ ବାଙ୍କୋ ଗାଁର ଜର୍ଜ ମୁଣ୍ଡା । ବିସ୍ଫୋରକ ବିଷୟରେ ମାଓବାଦୀଙ୍କୁ ଖବର ଦେଇଥିଲେ ଅଭିଯୁକ୍ତ…

ଟ୍ରକ୍ ଚଢ଼ାଇ ଜଣଙ୍କୁ ହତ୍ୟା

ଝାରସୁଗୁଡା : ଝାରସୁଗୁଡାରେ ଦୁଇ ଟ୍ରକ ଡ୍ରାଇଭରଙ୍କ ମଧ୍ୟରେ ଗଣ୍ଡଗୋଳ। ଟ୍ରକ୍ ଚଢ଼ାଇ ଜଣଙ୍କୁ ହତ୍ୟା କରିଛି ଅନ୍ୟ ଜଣେ ଡ୍ରାଇଭର। ସୂଚନା ଅନୁସାରେ, କୌଣସି କଥାକୁ ନେଇ ଦୁଇ ଟ୍ରକ୍ ଡ୍ରାଇଭରଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପଥରରେ ଜଣେ ଆଉ…

ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ବଳଙ୍ଗା: ରଜରେ ଲଜ୍ଜା। ପିପିଲି ଓ ପୁରୀ ପରେ ଆଜି ବଳଙ୍ଗା ଅଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ବଳଙ୍ଗା ପୁଲିସ୍‌ ଏନେଇ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ…

ପରିବାର ଲୋକଙ୍କୁ ବାନ୍ଧି ଲୁଟିନେଲେ ୧୨ ଭରି ସୁନା

ସୁନ୍ଦରଗଡ଼: ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ କାନ୍ଦବାହାଲ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତ ହୋଇଛି। ୭ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କ ଘରେ ପଶି ଏହି ଡକାୟତି କରିଛନ୍ତି। ଦୁର୍ବୃତ୍ତମାନେ ଘରେ ପଶି ପରିବାର ଲୋକଙ୍କୁ ବନ୍ଧୁକ…

ଯୁବକଙ୍କୁ ପିଟିପିଟି ହତ୍ୟା

ପାଟଣା: କେନ୍ଦୁଝର ଜିଲା ପାଟଣା ଥାନା ଶଙ୍ଖୁଆ ଗ୍ରାମରେ ଛେଳି ଚୋରିକୁ ନେଇ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଲୋକେ ଶୁକ୍ରବାର ରାତିରେ ପିଟିପିଟି ମାରି ଦେବା ପରେ ମୃତଦେହକୁ ରାସ୍ତାକଡ଼ରେ ପକାଇ ଦେଇଛନ୍ତି। ମୃତକ ଜଣକ ହେଉଛନ୍ତି ଶଙ୍ଖୁଆ ଗ୍ରାମର…

ନାବାଳିକାକୁ ତିନି ଦିନ ଧରି ଗଣଦୁଷ୍କର୍ମ

ପୁରୀ: ପୁରୀରେ ଲଜ୍ଜା। ଜଣେ ୧୪ ବର୍ଷର ନାବାଳିକାକୁ ୩ ଦିନ ଧରି ଏକ ହୋଟେଲରେ ରଖି ଗଣଦୁଷ୍କର୍ମ କରିଛନ୍ତି ୩ ଯୁବକ। ଶୁକ୍ରବାର ସମୁଦ୍ରକୂଳ ଥାନା ପୁଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଛି। ସେମାନେ ହେଲେ, ବାଲିନୋଳିଆ ଉପରସାହିର ଲେଙ୍କା ସୁନୀଲ…

ସ୍ତ୍ରୀକୁ ହାଣି ଝୁଲିପଡ଼ିଲେ ସ୍ୱାମୀ

ପଦମପୁର : ବରଗଡ଼ ଜିଲ୍ଲା ପଦ୍ମପୁର ଥାନା ଭେଉଁରିଆ ଗାଁରେ ଅଭାବନୀୟ ଘଟଣା।ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲିପଡ଼ିଲା ସ୍ୱାମୀ । ଗୁରୁତର ଅବସ୍ଥାରେ ସ୍ତ୍ରୀକୁ ବୁର୍ଲା ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ବାକି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି…